ଏଇ ଭାରତରେ

ସ୍ବର୍ଣ୍ଣଚମ୍ପାର ମୂଲ୍ୟ ବଜାରରେ ଅଧିକ। ଏହାକୁ ଲକ୍ଷ୍ୟ କରି ମହାରାଷ୍ଟ୍ର ସିନ୍ଧୁଦୁର୍ଗର ଉଦୟ ଗୋପୀନାଥ ଭେଲାଙ୍କର ଏହି ଫୁଲ ଚାଷ ଆରମ୍ଭ କରିଥିଲେ। ଏବେ ଜଣେ ସଫଳ ଚାଷୀ ଭାବେ ଏଥିରୁ ସେ ବର୍ଷକୁ ୯ ଲକ୍ଷ ଟଙ୍କା ରୋଜଗାର କରୁଛନ୍ତି। ସାତ ପ୍ରକାର ସ୍ବର୍ଣ୍ଣଚମ୍ପା ଅଛି, କିନ୍ତୁ ଉଦୟ ଗାଢ଼ ହଳଦିଆ କିସମକୁ ଚାଷ କରୁଛନ୍ତି। ୨୦ ଏକର ନର୍ସରିରେ ୩୦୦୦ ବଡ଼ ଚମ୍ପାଗଛ ଅଛି। ପ୍ରତିଦିନ ଗୋଟିଏ ଗଛରୁ ୧୫୦-୨୦୦ ଫୁଲ ମିଳୁଛି। ବଜାରରେ ୧୦୦ଟି ଫୁଲକୁ ୧୦୦ ଟଙ୍କାରେ ସେ ବିକ୍ରି କରୁଛନ୍ତି। ଶ୍ରବଣ ମାସରେ କିମ୍ବା ବିଭିନ୍ନ ପର୍ବପର୍ବାଣିରେ ଏହା ୭୦୦ ଟଙ୍କା ପର୍ଯ୍ୟନ୍ତ ବିକ୍ରି ହେଉଛି। ପ୍ରତିବର୍ଷ ଏହିସବୁ ଗଛରୁ ସେ ୧୦,୦୦୦ କଲମୀ ଉତ୍ତାରୁଛନ୍ତି ଏବଂ ତାହାକୁ ମହାରାଷ୍ଟ୍ର ସମେତ ମଧ୍ୟପ୍ରଦେଶ, କେରଳ, କର୍ନାଟକ ଓ ତାମିଲନାଡୁରେ ବିକ୍ରି କରାଯାଉଛି। କେବଳ ଏତିକି ନୁହେଁ, ସେ କଲମୀ ପଦ୍ଧତିରେ ଏକ ନୂଆ କିସମର ଫୁଲ ବିକାଶ କରିଛନ୍ତି, ଯାହାର ନାମ ଦେଇଛନ୍ତି ‘ଭେଲାଙ୍କର ଚମ୍ପା’। ଏହା ବର୍ଷର ସବୁ ସମୟରେ ଫୁଟୁଛି।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ପ୍ରକୃତ ଚିତ୍ର : ଭିତ୍ତିଭୂମି ଥାଇ ମଧ୍ୟ ଟ୍ରମା ସେଣ୍ଟର ନିର୍ମାଣରେ ବିଳମ୍ବ

କେସିଙ୍ଗା, ୬।୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ସହରରେ ଅବସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ସମସ୍ତ ପ୍ରକାର ମୌଳିକ ଭିତ୍ତିଭୂମି ଥିବା ସତ୍ତ୍ୱେ ବିଭିନ୍ନ ସମସ୍ୟା ଦେଖାଦେଉଛି।…

୧୯ଟିକିଆ ହାତୀପଲର ହାବୁଡ଼ରେ ମଣିଷ ଜୀବନ

କେନ୍ଦୁଝର,୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଓ ଜୁଆଙ୍ଗ ପିଢ଼ ଅନ୍ତର୍ଗତ ନିଲାମୁଣ୍ଡି ସାହି ନିକଟରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଶୁକ୍ରରର ସନ୍ଧ୍ୟା…

କାଳବୈଶାଖୀରେ ଭାଙ୍ଗିଲା ଘର କାନ୍ଥ, ବାସହରା ହୋଇପଡ଼ିଛନ୍ତି ବୈବସତଙ୍କ ପରିବାର

ରିଷିଡ଼ା,୬ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ବୈବସତ ରଣା ପିତା ସତ୍ୟ ରଣାଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ…

ଓଭରବ୍ରିଜ ନିକଟରେ ପଡ଼ିଛି ମୃତଦେହ: ବଢ଼ୁଛି ସନ୍ଦେହ

କେନ୍ଦୁଝର, ୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ଥାନା ଅନ୍ତର୍ଗତ ଜାତୀୟ ରାଜପଥ-୨୦ର ରାଇସୁଆଁ ରେଳ ଓଭରବ୍ରିଜ ନିକଟରୁ ସଦର ପୋଲିସ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ…

ମାଡ଼ି ଆସିଲା କାଳବୈଶାଖୀ: କେଇ ମିନିଟରରେ ଛାରଖାର ହୋଇଗଲା ଜନତା ମଇଦାନ

ଭୁବନେଶ୍ବର,୬।୬: ରାଜଧାନୀ ଭୁବନେଶ୍ବରରେ ମାଡ଼ି ଆସିଲା କାଳବୈଶାଖୀ। କେଇ ମିନିଟର ଝଡତୋଫାନ ବର୍ଷାରେ ଛାରଖାର ହୋଇଗଲା ଜନତା ମଇଦାନ। ଜନତା ମଇଦାନରେ ଅନ୍ତର୍ଜାତୀୟ ଟ୍ରେଡ ଫେୟାର ପାଇଁ…

କାହିଁକି ପାକିସ୍ତାନରେ ବାରମ୍ବାର କମୁଛି ପେଟ୍ରୋଲ ଦର? ପୁଣି ୪ ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଡିଜେଲ ଦର ଅପରିବର୍ତ୍ତିତ

ଇସଲାମାବାଦ,୬।୬: ଇରାନ-ଆମେରିକା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସଙ୍କଟ ମଧ୍ୟରେ, ପାକିସ୍ତାନ ସରକାର ପେଟ୍ରୋଲର ମୂଲ୍ୟ ଲିଟର ପିଛା ୪ ଟଙ୍କା ହ୍ରାସ କରି ଜନସାଧାରଣଙ୍କୁ କିଛି…

୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! IMDର ପୂର୍ବାନୁମାନ

ଭୁବନେଶ୍ୱର,୬।୬: ୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! ପ୍ରବଳ ଗରମ ଓ ଗୁଳୁଗୁଳିରୁ ଶୀଘ୍ର ମିଳିପାରେ ମୁକ୍ତି। ଆଗାମୀ ୬ରୁ ୮ ଦିନ ମଧ୍ୟରେ ଓଡ଼ିଶା…

ବ୍ରିଜ ଉପରୁ ୪୦ ଫୁଟ ତଳକୁ ଡେଇଁ ଆତ୍ମହତ୍ୟା କଲେ ବ୍ୟକ୍ତି

ପାଟଣା,୬ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟ ବୈତରଣୀ ନଦୀ ବ୍ରିଜ୍‌ ଉପରୁ ୪୦ଫୁଟ ତଳକୁ ଶନିବାର ୨ଟା ବେଳେ ଡେଇଁ ଜଣେ ୫୫ ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri