ଏଇ ଭାରତରେ

ଝାଡ଼ଖଣ୍ଡର ବରକୁଲି ଗାଁର ମହିଳା ଜ୍ଞାନଲତା ହେମ୍ରମ୍‌ ଜୈବିକ ପଦ୍ଧତିରେ ଚାଷ କରିବା ସହ ୧୦ ଲକ୍ଷ ଟଙ୍କାର ବିଜ୍‌ନେସ ଚଳାଇବାକୁ ସକ୍ଷମ ହୋଇଛନ୍ତି। ୨୦୨୧ରେ ସେ ପ୍ରଫେଶନାଲ ଆସିଟୋନ୍ସ ଫର୍‌ ଡେଭଲପ୍‌ମେଣ୍ଟ ଆକ୍ସନ( ପ୍ରଦାନ) ନାମକ ସଂସ୍ଥା ସହଯୋଗରେ ଜୈବିକ ଚାଷ ଆରମ୍ଭ କରିଥିଲେ। ପ୍ରଦାନ ବିଶେଷକରି ମହିଳାଙ୍କ ଜୀବନଜୀବିକାରେ ଉନ୍ନତି ଆଣିବା ପାଇଁ କାମ କରୁଛି। ଏହା ସହଯୋଗ ପାଇବା ପରେ ଜ୍ଞାନଲତା ୬ ଏକର ଜମିରେ ଟମାଟୋ, ବାଇଗଣ, ଲଙ୍କା, କୋବି, କ୍ୟାପ୍‌ସିକମ୍‌ ଆଦି ଜୈବିକ ପଦ୍ଧତିରେ ଚାଷ କରୁଛନ୍ତି। ପ୍ରଦାନ ଦ୍ୱାରା ପ୍ରତିଷ୍ଠା କରାଯାଉଥିବା ବାୟୋ ରିସୋର୍ସ ସେଣ୍ଟର(ବିଆର୍‌ସି) ସ୍ଥାନୀୟ ମହିଳା ଚାଷୀଙ୍କୁ ସହଯୋଗ କରୁଛି। ତେବେ ଜ୍ଞାନଲତା ନିଜ ଅଞ୍ଚଳରେ ଏହାର ଦାୟିତ୍ୱ ନେବା ପରେ ତାଙ୍କ ଗାଁ ଓ ଆଖପାଖ ଅଞ୍ଚଳର ସ୍ବୟଂ ସହାୟିକା ଗୋଷ୍ଠୀର ପ୍ରାୟ ୧୨୦୦ ମହିଳାଙ୍କୁ ଏହା ସହ ଯୋଡ଼ି ଜୈବିକ ଚାଷ ପାଇଁ ପ୍ରେରିତ କରୁଛନ୍ତି। ଏହା ମାଧ୍ୟମରେ ମହିଳାଙ୍କ କୃଷି ଉତ୍ପାଦ ବିନା ମଧ୍ୟସ୍ଥରେ ବିକ୍ରି କରାଯିବା ସହ ଜିଆଖତ ପ୍ରସ୍ତୁତ କରାଯାଉଛି। ପ୍ରଥମ ବର୍ଷ ଜ୍ଞାନଲତା ବିଆର୍‌ସି ମାଧ୍ୟମରେ ୬୦,୦୦୦ ଟଙ୍କାର ବିଜ୍‌ନେସ କରିଥିବାବେଳେ ଏବେ ଏହା ୧୦ ଲକ୍ଷ ଟଙ୍କାରେ ପହଞ୍ଚିଗଲାଣି। ଜ୍ଞାନଲତା ଚାଷୀଙ୍କୁ ବିଭିନ୍ନ ପନିପରିବାର ଚାରାଗଛ ଯୋଗାଇ ଦେଉଛନ୍ତି। ଏହା ବ୍ୟତୀତ ଚାଷୀମାନେ କିଭଳି କମ୍‌ ଖର୍ଚ୍ଚରେ ଚାରାଗଛ ଉତାରିପାରିବେ, ସେଥିରେ ମଧ୍ୟ ସେମାନଙ୍କୁ ସହଯୋଗ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

CJP ପ୍ରଦର୍ଶନ ମଧ୍ୟରେ ଭାଜପା କଲା ବଡ଼ ଘୋଷଣା: ରାହୁଲ ଗାନ୍ଧୀଙ୍କ ବିରୋଧରେ ସାରା ଦେଶରେ ହେବ…

ନୂଆଦିଲ୍ଲୀ,୨୨।୭: ଭାଜପା ଆଜି ସାରା ଦେଶରେ ରାଜ୍ୟ କଂଗ୍ରେସ କାର୍ଯ୍ୟାଳୟକୁ ଘେରାଉ କରିବାକୁ ଯାଉଛି। ଭାଜପାର କହିବାନୁଯାୟୀ ରାହୁଲ ଗାନ୍ଧୀ ଦୁର୍ଭାବନାପୂର୍ଣ୍ଣ ମନୋଭାବ ରଖି ପ୍ରଧାନମନ୍ତ୍ରୀ ଆବାସ…

CJP ଆନ୍ଦୋଳନ ଭିତରେ କେନ୍ଦ୍ର ସରକାରଙ୍କ ଠାରେ ବଡ଼ ଦାବି କଲେ ମୁଖ୍ୟମନ୍ତ୍ରୀ ବିଜୟ: NEET ପରୀକ୍ଷାକୁ…

ନୂଆଦିଲ୍ଲୀ,୨୨।୭: କକ୍ରୋଚ ଜନତା ପାର୍ଟି (CJP)ର ପ୍ରଦର୍ଶନ ଏବଂ ବିବାଦ ଭିତରେ ତମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ ଥଲାପତି କେନ୍ଦ୍ର ସରକାରଙ୍କ ନିକଟରେ ଏକ ବଡ଼ ଦାବି ରଖିଛନ୍ତି।…

ଶପିଂ ମଲରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ଜିନିଷ ଜଳିପୋଡ଼ି ଛାରଖାର

ଝାରସୁଗୁଡା, ୨୨।୭(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡା ସରବାହାଲ ରୋଡ଼ସ୍ଥିତ ଭି ଆର୍ଟ ଶପିଂ ମଲ ଏବଂ ଶଙ୍କର ଅଳଙ୍କାର ଦୋକାନରେ ବୁଧୁବାର ଭୋରରୁ ଭୟାବହ ଅଗ୍ନିକାଣ୍ଡ ଘଟିଛି I…

ପେଟ୍ରୋଲ ପରେ ଡିଜେଲର ପାଳି! ଆରମ୍ଭ ହେବ ବାୟୋ ଡିଜେଲ, ଜାଣନ୍ତୁ କେତେ ପରିମାଣରେ ମିଶିବ…

ନୂଆଦିଲ୍ଲୀ,୨୨।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ (Ethnaol Blending) କୁ ନେଇ ସାରା ଦେଶରେ ବେଶ୍ ହଙ୍ଗାମା ଚାଲିଛି। ଏହି ପେଟ୍ରୋଲ ଯୋଗୁଁ ସେମାନଙ୍କ ଗାଡ଼ି ଖରାପ ହେଉଥିବା…

ସୋନମ ୱାଙ୍ଗଚୁକଙ୍କ ପାଇଁ ନ୍ୟୁୟର୍କଠାରୁ ଆରମ୍ଭ କରି ଲଣ୍ଡନ ପର୍ଯ୍ୟନ୍ତ ପ୍ରଦର୍ଶନ, ଭାରତ ସରକାରଙ୍କୁ କଲେ ବଡ଼ ଅପିଲ୍‌

ନୂଆଦିଲ୍ଲୀ,୨୨।୭: ଆମେରିକାସ୍ଥିତ ଏକ ଅଧିକାର ଗ୍ରୁପର କର୍ମକର୍ତ୍ତାମାନେ ଆମରଣ ଅନଶନ କରୁଥିବା ସୋନମ ୱାଙ୍ଗଚୁକଙ୍କ ପ୍ରତି ଏକଜୁଟତା ଜାହିର କରିବା ପାଇଁ ନ୍ୟୁୟର୍କ ଏବଂ ସାନ ହୋଜେରେ…

ଅଙ୍ଗନଦୀରେ ଭାସିଗଲେ ଗୋପାଳକ, ଅଗ୍ନିଶମ ବିଭାଗ ପକ୍ଷରୁ ଚାଲିଛି ଖୋଜାଖୋଜି

ପଦ୍ମପୁର,୨୨।୭ (ପ୍ରଦୀପ୍ତ ଦାଶ) : ପଦ୍ମପୁର ଉପଖଣ୍ଡ ଜଗଦଳପୁର ଥାନା ଅନ୍ତର୍ଗତ ସମ୍ବଲପୁରୀ ଗ୍ରାମ ନିକଟରେ ଥିବା ଅଙ୍ଗନଦୀରେ ଭାସିଯାଇ ଜଣେ ଗୋପାଳକ ନିଖୋଜ ହୋଇଥିବା ଘଟଣା…

BCCIର ବଡ଼ ଘୋଷଣା: ଏଣିକି ଏମିତି କଲେ ବୋଲରଙ୍କୁ…ନୂଆ ନିୟମ ଜାରି

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୨୦୨୬-୨୭ ଘରୋଇ କ୍ରିକେଟ ସିଜନ ପୂର୍ବରୁ ଖେଳର ନିୟମରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ନୂତନ ନିୟମଗୁଡ଼ିକର ପ୍ରଭାବ…

ଭଟାପଲାକୁ ନୂତନ ଗ୍ରାମ ପଞ୍ଚାୟତ ମାନ୍ୟତା ଦାବି ଜୋରଦାର: ଲିଖିତ ଦାବିପତ୍ର ଦାଖଲ

କର୍ଲାମୁଣ୍ଡା,୨୨।୭(ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଭଟାପଲାକୁ ସୱତନ୍ତ୍ର ଗ୍ରାମ ପଞ୍ଚାୟତର ମାନ୍ୟତା ପ୍ରଦାନ କରିବା ଦାବିରେ ଅଞ୍ଚଳବାସୀଙ୍କ ସୱର ଦିନକୁ ଦିନ ଜୋରଦାର ହେଉଛି। ଦୀର୍ଘଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri