ଏଇ ଭାରତରେ

କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ଚାଳିତ ରୋବୋ ନିର୍ମାଣ କରିଛନ୍ତି ୨୨ ବର୍ଷୀୟ ରାହୁଲ ଆର୍‌ପାକା। ସେ ଏହାର ନାମ ରଖିଛନ୍ତି ରକ୍ଷକ। କାରଣ ଏହା ଫସଲକୁ ଘାସ ଦାଉରୁ ରକ୍ଷାକରିବ। ଫସଲକୁ ଘାସ କ୍ଷତି କରୁଥିବାରୁ ଏହାକୁ ବାଛିବାରେ କୃଷକମାନେ ଅଧିକ ଖର୍ଚ୍ଚ କରନ୍ତି। ଏକ ଆକଳନରୁ ଜଣାପଡ଼ିଛି ଯେ, ଫସଲରେ ମୋଟ ଯେତିକି ଖର୍ଚ୍ଚ ହୁଏ ତାହାର ୨୦-୨୫% ଘାସ ବଚ୍ଛାରେ ହୋଇଥାଏ। ରାହୁଲ ନିର୍ମାଣ କରିଥିବା ରୋବୋ ଫସଲକୁ କ୍ଷତି ନ କରି ଜମିରୁ ଘାସ ନଷ୍ଟ କରିପାରୁଛି। ରକ୍ଷକ କ୍ଷେତରେ ଏଆଇ ମାଧ୍ୟମରେ ଘାସକୁ ଠାବ କରିବା ପରେ ତାହାକୁ ଲେଜର ଦ୍ୱାରା ନଷ୍ଟ କରିପାରୁଛି। ରାହୁଲ କହନ୍ତି, କମ୍‌ ସମୟରେ ଏହି କାର୍ଯ୍ୟ କରିପାରୁଥିବାରୁ ଆର୍ଥିକ ଦୃଷ୍ଟିକୋଣରୁ ଏହା କୃଷକଙ୍କ ପାଇଁ ଲାଭଦାୟକ ହେବ। ରାହୁଲ ଏବେ ହାଇଦ୍ରାବାଦସ୍ଥିତ ମହିନ୍ଦ୍ରା ୟୁନିଭର୍ସିଟିରେ ଇଞ୍ଜିନିୟରିଂ ପଢୁଛନ୍ତି। ଏହି ରୋବୋ ନିର୍ମାଣ କରିବା ପାଇଁ ମହିନ୍ଦ୍ରା କମ୍ପାନୀ ମଧ୍ୟ ସହଯୋଗ କରିଛି। ଏହାକୁ ଟ୍ରାକ୍ଟର ବ୍ୟାଟେରିରେ ଚାଜର୍ର୍ କରାଯାଇପାରୁଛି। ରକ୍ଷକ ରୋବୋ ଆଗାମୀ କିଛି ମାସ ମଧ୍ୟରେ ମାର୍କେଟରେ ଉପଲବ୍ଧ ହେବ। ଏହାର ମୂଲ୍ୟ ୧୦ ଲକ୍ଷ ଟଙ୍କା ରହିବ ବୋଲି ରାହୁଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଖାପାଖି ମାସେ ହେବ ନିଖୋଜ ଥିଲେ ଗଗନ: ଗଛରୁ ମିଳିଲା…

ପରଜଙ୍ଗ୧୯।୩( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କନ୍ଦରସିଂହା ଦଳିତ ବସ୍ତିର ଗଗନ ନାୟକ ଗତ ଫେବୃଆରୀ ମାସ ୨୨ଠାରୁ ନିଖୋଜ ଥିବା ପରିବାର ଲୋକ…

ଘନେଇଲା ୩ୟ ବିଶ୍ୱଯୁଦ୍ଧର ଭୟ: ଯୁଦ୍ଧକୁ ଡେଇଁବେ ଭାରତ-ପାକିସ୍ତାନ?

ନୂଆଦିଲ୍ଲୀ,୧୯।୩: “ତୃତୀୟ ବିଶ୍ୱ” ବା ଥାର୍ଡ ଓ଼୍ବାଲର୍‌ଡ ଏହା ପ୍ରାୟତଃ ପଛୁଆତା କିମ୍ୱା ଦାରିଦ୍ର୍ୟ ସହିତ ଜଡିତ ଏକ ଶବ୍ଦ; ତଥାପି, ଆପଣ କ’ଣ ଜାଣନ୍ତି ଯେ…

ଶୋଇଥିଲେ ଚକ୍ରଧର: ଘରେ ପଶିଲେ ଦୁବୃର୍ତ୍ତ, ଆଉ ତା’ପରେ…

ସିମୁଳିଆ,୧୯।୩(ସନ୍ତୋଷ କୁମାର ନାୟକ) ବାଲେଶ୍ୱର ଜିଲା ଖଇରା ବ୍ଲକ ସିମୁଳିଆ ଥାନା ଅଧୀନ ଭୁଗୁପୁର ଶାସନରେ କୃଷ୍ଣ ଚନ୍ଦ୍ର ଉପାଧ୍ୟାୟ ଓ ଚକ୍ରଧର ଉପାଧ୍ୟାୟଙ୍କ ପରିବାର ଶୋଇଥିବାବେଳେ…

ଆଳୁ ବୋଝେଇ ଟ୍ରକକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ୨ ଜୀବନ

ସୋର,୧୯।୩(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ନଂ ଜାତୀୟ ରାଜପଥ ତଳନଗରଠାରେ ଗୁରବାର ଭୋର ଏକ ଟ୍ରକ ଓ ଅନ୍ୟ ଏକ ଆଳୁ ବୋଝେଇ ଟ୍ରକ…

ଯୁଦ୍ଧରେ ଭାରତକୁ ସମର୍ଥନ… ଯୁଦ୍ଧ ଭିତରେ ପୁଟିନ୍‌ଙ୍କ ବଡ଼ ବୟାନ, ଟ୍ରମ୍ପ ଛାନିଆ!

ନୂଆଦିଲ୍ଲୀ,୧୯।୩: ଇସ୍ରାଏଲ ଇରାନ ଉପରେ ଆକ୍ରମଣକୁ ତୀବ୍ର କରୁଥିବାରୁ, ମଧ୍ୟପ୍ରାଚ୍ୟରେ ସଂଘର୍ଷ କ୍ରମଶଃ ଭୟଙ୍କର ହେବାରେ ଲାଗିଛି। ଇସ୍ରାଏଲ ଏକ ଇରାନୀ ଗ୍ୟାସ ପ୍ଲାଣ୍ଟ ଉପରେ ଆକ୍ରମଣ…

ଦଣ୍ଡନାଚରେ ଦୁଲୁକୁଛି ଗାଁ ଦାଣ୍ଡ: ଭକ୍ତ ଭାବବିହ୍ବଳ

ବଲାଙ୍ଗୀର,୧୯।୩ (ସୁନିଲ କୁମାର ମହାନ୍ତି): ଚୈତ୍ର ମାସରେ ଏବେ ଗାଁ ଗାଁରେ ଦେଖିବାକୁ ମିଳୁଛି ଦଣ୍ଡଯାତ୍ରା। ଦଣ୍ଡନାଚରେ ଦୁଲୁକୁଛି ଗାଁ ଦାଣ୍ଡ। ଧାର୍ମିକ ଆସ୍ଥା ଓ ମନୋରଞ୍ଜନର…

ଭାରତର ବଢିଲା ଟେନ୍‌ସନ: ଯେଉଁଠୁ ଆସେ ଗ୍ୟାସ୍‌, ସେଠି ଘଟିଲା…

ନୂଆଦିଲ୍ଲୀ,୧୯।୩:ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏବେ ସମଗ୍ର ବିଶ୍ୱକୁ ପ୍ରଭାବିତ କରୁଛି। ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଜାରି ରହିଥିବା ଶତ୍ରୁତାର ପ୍ରଭାବ ଭାରତରେ ମଧ୍ୟ ପଡ଼ିବା…

ଶେଷରେ ନରମ ପଡ଼ିଲେ ଟ୍ରମ୍ପ: କହିଲେ, ମୁଁ ଆଉ ଚାହୁଁନାହିଁ…

ଓ୍ବାଶିଂଟନ୍‌,୧୯।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଟେନ୍‌ସନ୍‌ରେ ଅଛନ୍ତି। ସେ ଇରାନକୁ ଚେତାବନୀ ଦେଇ କହିଛନ୍ତି ଯେ, ଯଦି ତେହରାନ କତାରର ତରଳ ପ୍ରାକୃତିକ ଗ୍ୟାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri