ଏଇ ଭାରତରେ

ମାତ୍ର ୮୦ ବର୍ଗଫୁଟର ଘରେ ମାଇକ୍ରୋଗ୍ରୀନ ଚାଷ କରି ମାସକୁ ୫ ଲକ୍ଷ ଟଙ୍କାର ବ୍ୟବସାୟ କରୁଛନ୍ତି ପୂର୍ବତନ ବ୍ୟାଙ୍କ କର୍ମଚାରୀ ଅଜୟ ଗୋପୀନାଥ। ମାଇକ୍ରୋଗ୍ରୀନ୍‌ (ବିଭିନ୍ନ ଶସ୍ୟର ମଞ୍ଜିରୁ ଗଜା ହେବା ପରେ କଅଁଳ ଅବସ୍ଥାର ଛୋଟ ଗଛ)କୁ ବିଶେଷ କରି ସାଲାଡ, ଶୁପ, ସାଣ୍ଡଓ୍ବିଚ ଇତ୍ୟାଦିରେ ପୌଷ୍ଟିକ ଗୁଣ, ସ୍ବାଦ ବଢ଼ାଇବା ପାଇଁ ବ୍ୟବହାର କରାଯାଏ। ଏଣୁ ଏହାର ଚାହିଦା ଅଧିକ । ଏ ଦୃଷ୍ଟିରୁ ଅଜୟ କମ୍‌ ଜାଗାରେ ବୈଜ୍ଞାନିକ ପଦ୍ଧତିରେ ଘର ଭିତରେ ବିନା ମାଟି ଓ ସୂର୍ଯ୍ୟାଲୋକରେ ଚାଷ କରି ଅଧିକ ଲାଭ ପାଇପାରୁଛନ୍ତି । ସେ ‘ଗୋ ଗ୍ରୀନ’ ସଂସ୍ଥା ଗଠନ କରି ତା’ ମାଧ୍ୟମରେ ଏହାର ବ୍ୟବସାୟ କରୁଛନ୍ତି। ଘର ଭିତର ତାପମାତ୍ରା ୨୫ ଡିଗ୍ରୀ ସେଲସିୟସ ତଳେ ରହୁଛି ଏବଂ ଆର୍ଦ୍ରତା ୪୦ରୁ ୬୦ ପ୍ରତିଶତ ମଧ୍ୟରେ ରଖାଯାଇ ଚାଷ କରାଯାଉଛି। ଅଜୟ ସିଟିଗ୍ରୁପର କର୍ମଚାରୀ ଥିଲେ ଏବଂ ତାହାକୁ ଛାଡ଼ି ୨୦୧୭ରେ ମାଇକ୍ରୋଗ୍ରୀନ ଚାଷ ପରୀକ୍ଷା ଭିତ୍ତିରେ ଆରମ୍ଭ କରିଥିେଲେ। ପରେ ଭାରତ ଏବଂ ଇଂଲଣ୍ଡର ବିଶେଷଜ୍ଞଙ୍କ ମାର୍ଗଦର୍ଶନରେ ଚାଷକୁ ଆଗକୁ ବଢ଼ାଇ ସଫଳତା ପାଇପାରିଛନ୍ତି। ଏବେ ୧୫ ପ୍ରକାର ମାଇକ୍ରୋଗ୍ରୀନ୍‌ ଚାଷ କରି ୫ ଲକ୍ଷ ଟଙ୍କାର ବ୍ୟବସାୟ କରି ଯଥେଷ୍ଟ ଲାଭ ପାଇପାରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାଚ୍‌ ପୂର୍ବରୁ ଟ୍ରେନିଂ କ୍ୟାମ୍ପ ପାଖରେ ଖସିଲା ଡ୍ରୋନ

ଗୁଆଡାଲାଜାରା,୧୮ା୬: ମେକ୍ସିକୋ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଦକ୍ଷିଣ କୋରିଆର ଜାତୀୟ ଫୁଟବଲ ଦଳର ଟ୍ରେନିଂ କ୍ୟାମ୍ପ ପାଖରେ ଗୁରୁବାର ଉଡ଼ୁଥିବା ଏକ ଡ୍ରୋନକୁ ମେକ୍ସିକାନ ସାମରିକ ବାହିନୀ…

ଭାଜପାରେ ଯୋଗଦେବେ ହେମନ୍ତ ସୋରେନ! NDA ବିଧାୟକ ଦେଲେ ବଡ଼ ଅଫର

ରାଞ୍ଚି,୧୮।୬: ଝାଡ଼ଖଣ୍ଡରେ ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ପରେ, ଭାଜପା ସମର୍ଥିତ ସ୍ବାଧୀନ ପ୍ରାର୍ଥୀ ପରିମଳ ନାଥୱାନୀ ବିଜୟୀ ହୋଇଥିଲେ। କଂଗ୍ରେସକୁ ଝଟକା ଲାଗିଥିଲା କାରଣ…

ଘସିପୁରା ପୋଲିସକୁ ଆକ୍ରମଣ-ଦାଦାଗିରି: ୧୮ ଦିନ ପରେ ମୁଖ୍ୟ ଅଭିଯୁକ୍ତ ଗିରଫ

ହାଟଡିହୀ,୧୮।୬(ଶୁଭକାନ୍ତ ନାୟକ): କର୍ତ୍ତବ୍ୟରତ ପୋଲିସ କର୍ମଚାରୀଙ୍କୁ ଆକ୍ରମଣ ଓ ଧମକ ଚମକ ଦେବା ଘଟଣାରେ ଶେଷରେ ପୋଲିସକୁ ମିଳିଛି ବଡ଼ ସଫଳତା। କେନ୍ଦୁଝର ଜିଲା ଘସିପୁରା ଥାନା…

Video: ପ୍ରକୃତ ବିଜୟ ପୂର୍ବରୁ ଉତ୍ସବ ପାଳିଲେ ଖେଳାଳି, ତା’ପରେ ପୁଣି ପଡ଼ିଆକୁ ଫେରିଲେ, ହେଲେ ପୂର୍ବରୁ ଷ୍ଟମ୍ପଗୁଡ଼ିକୁ ଟାଣି ସାରିଥିଲେ

ନୂଆଦିଲ୍ଲୀ,୧୮।୬: ଛତିଶଗଡ଼ କ୍ରିକେଟ ପ୍ରିମିୟର ଲିଗର ତୃତୀୟ ସଂସ୍କରଣରେ ଶେଷ ଓଭରର ଘଟଣାଗୁଡ଼ିକ ବହୁତ ମଜାଦାର ଥିଲା। ପରାଜିତ ଦଳ ସ୍ବାଭାବିକ ଭାବରେ ନିରାଶ ହୋଇଥିଲେ ମଧ୍ୟ,…

ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ, ଏୟାରବ୍ୟାଗ ଯୋଗୁ ଟଳିଲା…

କେନ୍ଦୁଝର,୧୮।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶାର ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ସଡ଼କ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି। କେନ୍ଦୁଝର ଦେଇ ୪୯ ନଂ ଜାତୀୟ ରାଜପଥରେ…

ଭାରତ ବିପକ୍ଷ ଟେଷ୍ଟ ପାଇଁ ଇଂଲଣ୍ଡ ଦଳ ଘୋଷଣା; ଦଳର ଅଧିନାୟକ ନୂଆ ଖେଳାଳି

ନୂଆଦିଲ୍ଲୀ,୧୮।୬: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଗୁରୁବାର (ଜୁନ ୧୮) ଭାରତୀୟ ମହିଳା ଦଳ ବିପକ୍ଷରେ ଐତିହାସିକ ଏକମାତ୍ର ଟେଷ୍ଟ ପାଇଁ ୧୫ ଜଣିଆ…

LPG ସିଲିଣ୍ଡରକୁ ନେଇ ଆସିଲା ଖୁସି ଖବର, ଆସୁଛି ୪୦ ଟ୍ୟାଙ୍କର ରୋଷେଇ ଗ୍ୟାସ

ତେହରାନ/ନୂଆଦିଲ୍ଲୀ,୧୮।୬: ଫେବୃଆରୀ ମାସରୁ ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିଲା, ଯାହା ଭାରତ ସମେତ ଅନେକ ଦେଶର ଅର୍ଥନୀତିକୁ ପ୍ରଭାବିତ କରୁଥିଲା। ବିଶେଷକରି ଭାରତ…

ୟୁକ୍ରେନର ଡ୍ରୋନ ମାଡରେ ହୁତୁହୁତୁ ହୋଇ ଜଳିଲା ମସ୍କୋ ଅଏଲ ରିଫାଏନାରୀ

ମସ୍କୋ,୧୮।୬: ୟୁକ୍ରେନ ରୁଷିଆ ଉପରେ ଡ୍ରୋନ ଆକ୍ରମଣ କରିଛି। ମସ୍କୋର କାପୋଟନିଆ ଜିଲାରେ ଥିବା ଏକ ତୈଳ ବିଶୋଧନାଗାରରେ ଏକ ୟୁକ୍ରେନୀୟ ଡ୍ରୋନ ଆକ୍ରମଣ କରିଛି; ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri