ଏଇ ଭାରତରେ

ଭାରତୀୟ ସେନାରେ ୩୦ ବର୍ଷ କାର୍ଯ୍ୟ କରିବା ପରେ କଲୋନେଲ ଦିବ୍ୟ ଠାକୁର ମନାଲି ନିକଟସ୍ଥ ଏକ ଗାଁରେ ଆପଲ ଚାଷ କରୁଛନ୍ତି। ଜୈବିକ ପଦ୍ଧତିରେ ସେ ଏହି ଚାଷ କରି ସଫଳ ହୋଇଛନ୍ତି। ବଡ଼ କଥା ହେଉଛି ଜୁଲାଇ ୨୦୨୫ରେ ସେ ୧୧ ଟନ୍‌ ଆପଲ ଉତ୍ପାଦନ କରିବାକୁ ସକ୍ଷମ ହୋଇଛନ୍ତି। ଦିବ୍ୟ ୨୦୧୯ରେ ସେନାରୁ ଅବସର ଗ୍ରହଣ କରିବା ପରେ ଏହି ଚାଷ ଆରମ୍ଭ କରିଥିଲେ। ଦିବ୍ୟଙ୍କୁ ବୟସ ଏବେ ୬୫। ସେ ୪ ଏକର ଜମିରେ ଆପଲ ଚାଷ କରୁଛନ୍ତି। ତାଙ୍କ ଶ୍ୱଶୁର ଲ୍ୟୁଟନାଣ୍ଟ ଜେନେରାଲ ଭୁପିନ୍ଦର ଠାକୁର ତାଙ୍କୁ ଏହି ଚାଷରେ ସହଯୋଗ କରୁଛନ୍ତି। ଆପଲ ଚାଷର ସେ ନିଜେ ଜୈବିକ ଖତ ଓ କୀଟନାଶକ ପ୍ରସ୍ତୁତ କରି ପ୍ରୟୋଗ କରୁଛନ୍ତି। ଦିବ୍ୟ ଆପଲ ବଗିଚାରେ ୧୫,୦୦୦ ଲିଟର କ୍ଷମତାବିଶିଷ୍ଟ ଟାଙ୍କି ନିର୍ମାଣ କରିଛନ୍ତି, ଯେଉଁଥିରେ ବର୍ଷାଜଳକୁ ସଂଗ୍ରହ କରି ସିଞ୍ଚନ ପଦ୍ଧତିରେ ବଗିଚାରେ ବ୍ୟବହାର କରାଯାଉଛି।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

କୁଆଡ଼େ ଗଲା ପ୍ରତିଯୋଗିତା

ରତ ଏକ ଉଦାରୀକୃତ ଓ ପ୍ରତିଯୋଗିତାମୂଳକ ଅର୍ଥନୀତି ଦିଗରେ ଆଗକୁ ବଢୁଛି ବୋଲି ଦୀର୍ଘଦିନ ଧରି କୁହାଯାଉଛି। କିନ୍ତୁ ସାମ୍ପ୍ରତିକ ତଥ୍ୟ ଓ ଅଧ୍ୟୟନ ଏହି ଧାରଣା…

ବିକାଶୋନ୍ମୁଖୀ ଭାରତର ଦୁଃଖ

ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ ଅରୁଣାଚଳ ପ୍ରଦେଶର ପ୍ରାୟ ୫୦ କିଲୋମିଟର ଅଞ୍ଚଳ ମଧ୍ୟକୁ ଚାଇନା ଅନୁପ୍ରବେଶ କରିସାରିଲାଣି। ଏକଥା କହିଛନ୍ତିି ରାଜ୍ୟର ଭାଜପା ସାଂସଦ ତାପିର ଗାଓ ା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri