ଏଇ ଭାରତରେ

ରୋଗପୋକ ନିୟନ୍ତ୍ରଣ ଓ ଜଳବାୟୁର ପ୍ରତିକୂଳ ସ୍ଥିତି ସମ୍ପର୍କିିତ ତଥ୍ୟ ସଂଗ୍ରହ କରୁଥିବା ଟେକ୍ନୋଲୋଜି ଏବେ ଆଧୁନିକ କୃଷିକୁ ନୂଆ ଦିଗ ଦେଖାଇଛି। ଏହି କ୍ରମରେ ଉତ୍ତରପ୍ରଦେଶର ଶୈଳେନ୍ଦ୍ର ତିଓ୍ବାରୀ ଏବଂ ଆନନ୍ଦ ବର୍ମା ମିଳିତ ଭାବେ ସେନ୍‌ସର ଓ ଆର୍ଟିଫିସିଆଲ ଇଣ୍ଟେଲିଜେକ୍ସ(ଏଆଇ) ବା କୃତ୍ରିମ ବୁଦ୍ଧିମତ୍ତାଚାଳିତ ଗ୍ୟାଜେଟ୍‌ ବ୍ୟବହାର କରି ଉତ୍ପାଦନ ବୃଦ୍ଧି କରିବାରେ କୃଷକଙ୍କୁ ସହଯୋଗ କରୁଛନ୍ତି। ଏହିସବୁ ଗ୍ୟାଜେଟ୍‌ ବ୍ୟବହାର ଯୋଗୁ ଚାଷରେ ହେଉଥିବା ଖର୍ଚ୍ଚ କମ୍‌ ହେବା ସହ ଜଳସେଚନରେ ନଷ୍ଟ ହେଉଥିବା ପାଣିର ସଂରକ୍ଷଣ ହୋଇପାରୁଛି। ଏହି ଟେକ୍ନୋଲୋଜିରେ ସେମାନେ ୫୨ ବିଲିୟନ ଲିଟର ପାଣି ବଞ୍ଚାଇ ପାରିଛନ୍ତି। କେବଳ ଏତିକି ନୁହେଁ, କୀଟନାଶକ ୬୦% କମ୍‌ ହେବା ସହ ୪୦% ଉତ୍ପାଦନ ବଢୁଛି। ଶୈଳେନ୍ଦ୍ର ଓ ଆନନ୍ଦ ଉଭୟ କୃଷକ ପରିବାର ସଦସ୍ୟ। ସେମାନେ ମିଳିତ ଭାବେ ୨୦୧୭ରେ ‘ଫସଲକ୍ରାନ୍ତି’ ଷ୍ଟାର୍ଟଅପ୍‌ ଗଠନକରି କୃଷିକ୍ଷେତ୍ରରେ ଅତ୍ୟାଧୁନିକ ଜ୍ଞାନକୌଶଳ ପ୍ରୟୋଗକୁ ବ୍ୟାପକ କରିବା ସକାଶେ ଅଭିଯାନ ଚଳାଇଛନ୍ତି। ସେମାନେ ଛତିଶଗଡ଼, କର୍ନାଟକ, ମଧ୍ୟପ୍ରଦେଶ, ମହାରାଷ୍ଟ୍ର ଆଦି ରାଜ୍ୟରେ ୧୦,୦୦୦ରୁ ଊର୍ଦ୍ଧ୍ୱ ଜମିରେ ଏହି ଟେକ୍ନୋଲୋଜିକୁ ପ୍ରୟୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭାରେ ରେଳସେବା ସମସ୍ୟା ପ୍ରସଙ୍ଗ ଉଠାଇଲେ ବରଗଡ଼ ଏମ୍‌ପି

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଲୋକ ସଭା ନିର୍ବାଚନମଣ୍ଡଳୀର ଜନସାଧାରଣଙ୍କ ବିଭିନ୍ନ ସମସ୍ୟାକୁ ଗୁରୁବାର ବରଗଡ଼ ଏମ୍‌ପି ପ୍ରଦୀପ ପୁରୋହିତ ଲୋକ ସଭାରେ ଉଠାଇଛନ୍ତି। ବିଶେଷକରି ରେଳସେବାର ବିକାଶ ଓ…

ବାସନ୍ତୀକ ନବରାତ୍ର ପୂଜା: ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ସମଲେଶ୍ବରୀ

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ଆଜି ଚୈତ୍ର ଅମାବାସ୍ୟା ଯୁକ୍ତ ପ୍ରତିପଦା। ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ…

ମହାପ୍ରଭୁଙ୍କ ଜମିର ଧାନବିକ୍ରି ପଞ୍ଜୀକରଣକୁ ନା: ଏବେଠାରୁ ଘାରିଲାଣି ଧାନବିକ୍ରି ଚିନ୍ତା

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ରବିଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ଚାଷୀଙ୍କ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଶୁକ୍ରବାର ଏଥିପାଇଁ ଆବେଦନ ଅବଧି ସରିଯିବ। ଅନ୍ୟପଟେ ବରଗଡ଼ ଜିଲାର ଅନେକ ଚାଷୀ…

ପୁରାଣ କଥାରେ ସୃଷ୍ଟିତତ୍ତ୍ୱ

ଆମ ଦେଶରେ ଆମେ ଯେତେବେଳେ ସୃଷ୍ଟିର ପୌରାଣିକ କଥା ସମ୍ପର୍କରେ ବିଚାର କରୁ, ସେତେବେଳେ ସଂସ୍କୃତ କାହାଣୀ ଉପସ୍ଥାପନ କରିଥାଉ। ବିଶେଷକରି ବିଷ୍ଣୁ ଅନନ୍ତନାଗ ଉପରେ ଶୟନ…

ଭାରତରେ ଡାଉନ ହେଲା ସୋସିଆଲ ମିଡିଆ ପ୍ଲାଟଫର୍ମ X, ହଜାର ହଜାର ୟୁଜର୍ସ…

ବୁଧବାର ସନ୍ଧ୍ୟାରେ ଭାରତରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ହଠାତ୍ ଠପ୍ ହୋଇଯାଇଥିଲା । ଯାହା ଫଳରେ ଅନେକ ଉପଭୋକ୍ତା ଅସୁବିଧାର ସମ୍ମୁଖୀନ ହୋଇଥିଲେ । ଡାଉନଡିଟେକ୍ଟର…

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ…

ଅପହରଣ କରି ନେଇ ଯାଇଥିଲେ ତାମିଲନାଡୁ, ୭ ଦିନ ଯାଏ ନାବାଳିକାଙ୍କୁ…ଅଭିଯୁକ୍ତଙ୍କୁ ବାନ୍ଧି…

ପାଇକମାଳ,୧୮।୩ (ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri