ଏଇ ଭାରତରେ

ଅସହାୟ ଓ ବୃଦ୍ଧ ବ୍ୟକ୍ତିମାନଙ୍କ ପାଇଁ ନିଜ ଦରମାର ୨୦ ପ୍ରତିଶତ ଖର୍ଚ୍ଚ କରୁଛନ୍ତି କେ. କ୍ରିଷ୍ଣମୂର୍ତ୍ତି। ଆନ୍ଧ୍ରପ୍ରଦେଶ ଶ୍ରୀକାକୁଲମ୍‌ ପୋଲିସ ଷ୍ଟେଶନ୍‌ରେ ମୁଖ୍ୟ କନଷ୍ଟେବଳ ଭାବେ କାର୍ଯ୍ୟରତ କ୍ରିଷ୍ଣମୂର୍ତ୍ତି ତିନି ବର୍ଷ ମଧ୍ୟରେ ମୋଟରେ ୧୦୦୦ ଅସହାୟ ବ୍ୟକ୍ତିଙ୍କୁ ଖାଦ୍ୟ, ପୋଷାକ ଓ ଔଷଧ ଯୋଗାଇ ଦେଇଛନ୍ତି। ପୋଲିସ ଷ୍ଟେଶନ୍‌କୁ ଅଭିଯୋଗ କରିବାକୁ ଆସୁଥିବା ଗରିବ ଲୋକମାନଙ୍କ ରହିବା, ଖାଇବା ତଥା ବିଭିନ୍ନ ଅଞ୍ଚଳକୁ ଯିବା ଅବସରରେ ବହୁ ଅସହାୟ ଓ ବୃଦ୍ଧ ବ୍ୟକ୍ତିଙ୍କ ସମସ୍ୟା ସମ୍ପର୍କରେ ଅବଗତ ହେବାପରେ ସେ ସେମାନଙ୍କୁ ସାହାଯ୍ୟ କରିଥାଆନ୍ତି। ଏଥିପାଇଁ କ୍ରିଷ୍ଣମୂର୍ତ୍ତି ମାସକୁ ୧୦,୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି। ଚଳପ୍ରଚଳ ହୋଇପାରୁ ନ ଥିବା ବୃଦ୍ଧ ବ୍ୟକ୍ତିମାନଙ୍କ ଘରେ ଖାଦ୍ୟ, ପୋଷାକ ଓ ଓଷଧ ପହଞ୍ଚାଇ ଦେଉଛନ୍ତି। ଥାନା କାମ ପରେ କ୍ରିଷ୍ଣମୂର୍ତ୍ତି ପ୍ରତିଦିନ ବଜାରରୁ ଆବଶ୍ୟକ ଜିନିଷ କିଣିଥାଆନ୍ତି। ପ୍ରତି ମାସରେ ସେ ଅତିକମ୍‌ରେ ୩୦ ଜଣଙ୍କୁ ସାହାଯ୍ୟ କରିବାର ଲକ୍ଷ୍ୟ ରଖିଥାଆନ୍ତି। ଦେଶର ପ୍ରତିଷ୍ଠିତ ବ୍ୟକ୍ତିମାନଙ୍କ ଜନ୍ମତିଥିରେ ସେ ଗରିବ ପିଲାମାନଙ୍କୁ ବହି ମଧ୍ୟ ବାଣ୍ଟୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁଆଡ଼େ ଗଲା ପ୍ରତିଯୋଗିତା

ରତ ଏକ ଉଦାରୀକୃତ ଓ ପ୍ରତିଯୋଗିତାମୂଳକ ଅର୍ଥନୀତି ଦିଗରେ ଆଗକୁ ବଢୁଛି ବୋଲି ଦୀର୍ଘଦିନ ଧରି କୁହାଯାଉଛି। କିନ୍ତୁ ସାମ୍ପ୍ରତିକ ତଥ୍ୟ ଓ ଅଧ୍ୟୟନ ଏହି ଧାରଣା…

ବିକାଶୋନ୍ମୁଖୀ ଭାରତର ଦୁଃଖ

ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ ଅରୁଣାଚଳ ପ୍ରଦେଶର ପ୍ରାୟ ୫୦ କିଲୋମିଟର ଅଞ୍ଚଳ ମଧ୍ୟକୁ ଚାଇନା ଅନୁପ୍ରବେଶ କରିସାରିଲାଣି। ଏକଥା କହିଛନ୍ତିି ରାଜ୍ୟର ଭାଜପା ସାଂସଦ ତାପିର ଗାଓ ା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ଏଇ ଭାରତରେ

ଘରୁ ବାଇକରେ ବାହାରକୁ ଯାଇଥିବା ଦୁଇ ପୁଅ ରାସ୍ତାରେ ଦୁର୍ଘଟଣାର ସମ୍ମୁଖୀନ ହୋଇ ବଡ଼ପୁଅର ମୃତ୍ୟୁ ହେଲା ଏବଂ ସାନ ବଞ୍ଚିଗଲେ। ଏହା ହେଉଛି ୨୦୧୫ର ଘଟଣା।…

ଋଣ ଅଧିକାର ନୁହେଁ

ନିକଟରେ ବାଇଶ ହଜାର କୋଟି ଋଣ ପରିଶୋଧ ପାଇଁ ସାଢ଼େ ଛଅ କୋଟି ଅସୁଲି, ତାହା ସାରା ଭାରତରେ ସର୍ବସାଧାରଣରେ ଏକ ଆଲୋଚ୍ୟର ବିଷୟ ହୋଇଛି। ଅନେକେ…

ସମ୍ଭବାମି ଯୁଗେ ଯୁଗେ

ଅବତାର ମନୁଷ୍ୟକୁ ତା’ର ନିଜତ୍ୱ ଦେଖାଇବାକୁ ଓ ତା’ର ଜନ୍ମଗତ ଅଧିକାର ଆତ୍ମାନନ୍ଦକୁ ଫେରାଇ ଆଣିବାକୁ ଧରାପୃଷ୍ଠରେ ବାରମ୍ବାର ଜନ୍ମଗ୍ରହଣ କରନ୍ତି। ତାଙ୍କୁ ବାରମ୍ବାର ଏ ପୃଥିବୀରେ…

ସହଯୋଗ ଅଭାବ

ବିଶ୍ୱ ବ୍ୟବସ୍ଥାରେ ୧୯୪୫ ପରେ ପରିବର୍ତ୍ତନ ଘଟିଚାଲିଛି । ବ୍ୟବସ୍ଥାର ମୁଖ୍ୟ ସ୍ତମ୍ଭ କୁହାଯାଉଥିବା ମାନବାଧିକାର ପ୍ରତି ସମର୍ଥନ, ଏକାଧିକ ଦେଶର ସହଯୋଗ, ଆଇନର ଶାସନ, ମାନବୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri