ଏଇ ଭାରତରେ

ଯୋଜନା ସଫଳ ହେବା ପାଇଁ ସାମଗ୍ରିକ ଉଦ୍ୟମ ଲୋଡ଼ା, ଯାହା ପ୍ରମାଣ କରିଛନ୍ତି ତ୍ରିପୁରାର ଦାସପରା ଗାଁ। ତ୍ରିପୁରାର ବାୟୋ ଭିଲେଜ ୨.୦ ଯୋଜନାକୁ ଆଧାର କରି ଏହି ଗାଁ ଭାରତର ପ୍ରଥମ ବାୟୋ ଭିଲେଜ ବା ଜୈବ ଗଁାର ପରିଚୟ ହାସଲ କରିପାରିଛି। ଏହି ଗଁାରେ ରହୁଛନ୍ତି ୬୪ ପରିବାର। ଗାଁରେ ସବୁ ପରିବାର ସୌରଶକ୍ତି ବ୍ୟବହାର କରୁଛନ୍ତି। ଗ୍ରାମବାସୀ ମୁଖ୍ୟତଃ କୃଷି ଓ ମାଛଚାଷ ଉପରେ ନିର୍ଭର କରନ୍ତି। ସେମାନେ ପରିବେଶ ଉପଯୋଗୀ ଟେକ୍‌ନୋଲୋଜି ବ୍ୟବହାର କରି ଜୈବ ପଦ୍ଧତିରେ ଚାଷ କରୁଛନ୍ତି। ଚାଷରେ ଏବେ ସୌରଚାଳିତ ଯନ୍ତ୍ରପାତି, ପାଣିପମ୍ପ, ଜୈବିକ ଖତ ଓ କୀଟନାଶକ ବ୍ୟବହାର କରାଯାଉଛି। ଏହାସହ ଗୋଷ୍ଠୀ ପ୍ରେରିତ ବିକାଶ ଉପରେ ଗୁରୁତ୍ୱ ଦିଆଯାଉଛି। ୨୦୧୮ରେ ଏହି ଗାଁରେ ପ୍ରଥମେ ଜୈବିକ କୃଷି ଆରମ୍ଭ କରାଯାଇଥିଲା। ସେମାନେ ବର୍ତ୍ତମାନ ଚାଷରୁ ଅଧିକ ୫୦୦୦ରୁ ୧୫୦୦୦ ଆୟ କରିପାରୁଛନ୍ତି। ଦାସପୁରା ଭଳି ଆଉ ୧୦୦ଟି ଜୈବ ଗାଁ ସୃଷ୍ଟି ପାଇଁ ତ୍ରିପୁରା ସରକାର ଯୋଜନା ଆରମ୍ଭ କରିଦେଇଛନ୍ତି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୁରାଣ କଥାରେ ସୃଷ୍ଟିତତ୍ତ୍ୱ

ଆମ ଦେଶରେ ଆମେ ଯେତେବେଳେ ସୃଷ୍ଟିର ପୌରାଣିକ କଥା ସମ୍ପର୍କରେ ବିଚାର କରୁ, ସେତେବେଳେ ସଂସ୍କୃତ କାହାଣୀ ଉପସ୍ଥାପନ କରିଥାଉ। ବିଶେଷକରି ବିଷ୍ଣୁ ଅନନ୍ତନାଗ ଉପରେ ଶୟନ…

ଭାରତରେ ଡାଉନ ହେଲା ସୋସିଆଲ ମିଡିଆ ପ୍ଲାଟଫର୍ମ X, ହଜାର ହଜାର ୟୁଜର୍ସ…

ବୁଧବାର ସନ୍ଧ୍ୟାରେ ଭାରତରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ହଠାତ୍ ଠପ୍ ହୋଇଯାଇଥିଲା । ଯାହା ଫଳରେ ଅନେକ ଉପଭୋକ୍ତା ଅସୁବିଧାର ସମ୍ମୁଖୀନ ହୋଇଥିଲେ । ଡାଉନଡିଟେକ୍ଟର…

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ…

ଅପହରଣ କରି ନେଇ ଯାଇଥିଲେ ତାମିଲନାଡୁ, ୭ ଦିନ ଯାଏ ନାବାଳିକାଙ୍କୁ…ଅଭିଯୁକ୍ତଙ୍କୁ ବାନ୍ଧି…

ପାଇକମାଳ,୧୮।୩ (ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ଫିଲ୍ମ ଷ୍ଟାଇଲରେ ଗୋଡ଼ାଇ ଗୋଡ଼ାଇ ଧରିଲା ପୋଲିସ, ମହୁଲି ମଦ ସହ ଦୁଇ….

ହାଟଡିହୀ,୧୮।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ଫିଲ୍ମ ଷ୍ଟାଇଲରେ ଦୁଇ ଚୋରା ମହୁଲି ମଦ ବେପାରୀଙ୍କୁ ବୁଧବାର ରାତି ପ୍ରାୟ ୮ଟା ସମୟରେ ଧରିଛି ।…

ନିଶା ନିବାରଣ ପାଇଁ ବାହାରିଲେ ଛାତ୍ରୀଛାତ୍ର, ସ୍କୁଲରେ ହେଲା….

ବରଗଡ଼,୧୮।୩(ପ୍ରେମାନନ୍ଦ ଖମାରୀ): ନିଶା ମଣିଷକୁ ବିବେକ ଶୂନ୍ୟ କରି ଦିଏ । ନିଶାସକ୍ତ ବ୍ୟକ୍ତି ନିଜ ପରିବାର ସହିତ ସମାଜର ମଧ୍ୟ ଅନେକ କ୍ଷତି ପହଞ୍ଚାଇଥାଏ ।…

ଜମିପଟ୍ଟା ପ୍ରଦାନ ଦାବି, କୃଷକ ସଭା ପକ୍ଷରୁ ତହସିଲ ଅଫିସ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୧୮।୩(ସବିତାମିଶ୍ର): ଜମିହୀନଙ୍କୁ ଜମିପଟ୍ଟା ପ୍ରଦାନ ଦାବିରେ ଓଡିଶା କ୍ରୁଷକସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ପି ହରିକ୍ରୁଷ୍ଣରେଡୀଙ୍କ ନେତୃତ୍ବରେ ପୁରୁଷୋତ୍ତମପୁର ତହସିଲ କାର୍ଯ୍ଯାଳୟ ସମ୍ମୁଖରେ ପ୍ରତିବାଦ ସହ…

ଯୋଗାଣ ବିଭାଗର ଚଢ଼ାଉ, ୧୨ ଗ୍ୟାସ ସିଲିଣ୍ଡର ସହିତ ୨୮୩….

ଅତାବିରା,୧୮।୩(ଯୁଧିଷ୍ଠିର ମହାପାତ୍ର ): ମଧ୍ୟପ୍ରାଚ୍ୟରେ ଗୋଟିଏ ପଟେ ଯୁଦ୍ଧ ଲାଗିରହିଥିବା ବେଳେ ଅନ୍ୟପଟରେ ସାରା ଭାରତ ଓ ଓଡ଼ିଶାରେ ମଧ୍ୟ ଗ୍ୟାସ ବା LPG ର ସଙ୍କଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri