ଏଇ ଭାରତରେ

ବର୍ଜ୍ୟ ପରିଚାଳନା କ୍ଷେତ୍ରରେ ଦେଶରେ ଉଦାହରଣ ସୃଷ୍ଟି କରିଛି ଦକ୍ଷିଣ ଦିଲ୍ଲୀର ନବଜୀବନ ବିହାର। ଏଠାରେ ରହନ୍ତି ୨୫୦ ପରିବାର। ପରିବାରଗୁଡ଼ିକରେ ପ୍ରତିଦିନ ରୋଷେଇଘରୁ ବାହାରୁ ଥିବା ବର୍ଜ୍ୟ ସହ ଅନ୍ୟାନ୍ୟ ଅଦରକାରୀ ଜିନିଷକୁ ପୁନଃ ବ୍ୟବହାର ଯୋଗ୍ୟ କରିପାରୁଛନ୍ତି ଡ. ରୁବି ମୁଖାର୍ଜୀ। ସେ ଟ୍ରିପଲ ଆର୍‌ ସେଣ୍ଟର ନାମକ ଏନ୍‌ଜିଓ ଗଠନ କରି ତା’ମାଧ୍ୟମରେ ଏହି କାର୍ଯ୍ୟ କରୁଛନ୍ତି। ପ୍ରତିଦିନ ମିଳୁଥିବା ୨୫୦ କେଜି ରୋଷଘର ବର୍ଜ୍ୟରୁ ଜୈବିକ ଖତ ପ୍ରସ୍ତୁତ ହେଉଛି। ପ୍ଲାଷ୍ଟିକ, କାଗଜ ଓ କାଚ ବର୍ଜ୍ୟକୁ ରିସାଇକେଲ ସେଣ୍ଟରକୁ ପଠାଉଛନ୍ତି ରୁବି। ସେ ୧୭ ଟନ୍‌ ପ୍ଲାଷ୍ଟିକ ବର୍ଜ୍ୟ ରିସାଇକେଲ ପାଇଁ ପଠାଇ ସାରିଲେଣି। ତେବେ ୬ ବର୍ଷ ଭିତରେ ଏହି କଲୋନିକୁ ସମ୍ପୂର୍ଣ୍ଣ ବର୍ଜ୍ୟମୁକ୍ତ କରି ସାରିଲେଣି। କଲୋନିର ପରିବାରଗୁଡ଼ିକରୁ ମିଳୁଥିବା ପୁରୁଣା ଲୁଗା, ଫର୍ନିଚର ଏବଂ ଗ୍ୟାସ୍‌ ସିଲିଣ୍ଡର ସଂଗ୍ରହ କରି ସେ ଲୋକଙ୍କୁ ବାଣ୍ଟି ଦେଉଛନ୍ତି। ଯେ କେହି ଗଲେ ଏବେ ନବଜୀବନ ବିହାର କଲୋନି ବାହାରେ କୌଣସି ସ୍ଥାନରେ ବର୍ଜ୍ୟ ଠୁଳ ହୋଇଥିବା ଦେଖିବାକୁ ପାଇବେ ନାହିଁ। ଏବେସୁଦ୍ଧା ରୁବି କଲୋନିରୁ ମୋଟରେ ୩୦ ଟନ୍‌ ବର୍ଜ୍ୟ ସଂଗ୍ରହ କରି ସାରିଲେଣି।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri