ଏଇ ଭାରତରେ

କଶ୍ମୀର ପୁଲ୍‌ଓ୍ବାମା ଜିଲାର କୃଷକମାନେ ଏବେ କେବଳ ଲାଭେଣ୍ଡର (ଏକପ୍ରକାର ସୁଗନ୍ଧିତ ଗଛ) ଚାଷରେ ସୀମିତ ରହିନାହାନ୍ତି। ସେମାନେ ଭାରତରେ ପ୍ରଥମେ ଲାଭେଣ୍ଡର ମହୁ ଉତ୍ପାଦନ କରିବାରେ ସଫଳ ହୋଇଛନ୍ତି। କାଉନ୍‌ସିଲ ଫର୍‌ ସାଇଣ୍ଟିଫିକ୍‌ ଆଣ୍ଡ ଇଣ୍ଡଷ୍ଟ୍ରିଆଲ ରିସର୍ଚ୍ଚ (ସିଏସ୍‌ଆଇଆର୍‌) -ଇଣ୍ଡିଆନ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଇଣ୍ଟିଗ୍ରେଟିଭ ମେଡିସିନି (ଆଇଆଇଆଇଏମ୍‌)ର ବୈଜ୍ଞାନକମାନେ ଚାଷୀମାନଙ୍କୁ ଏହି ମହୁ ଉତ୍ପାଦନରେ ସାହାଯ୍ୟ କରୁଛନ୍ତି।

ସିଏସ୍‌ଆଇଆର୍‌-ଆଇଆଇଆଇଏମ୍‌ ପ୍ରଥମ ପର୍ଯ୍ୟାୟରେ କୃଷକମାନଙ୍କୁ ମହୁବାକ୍ସ ଯୋଗାଇଦେଇଛି। ପୁଲ୍‌ଓ୍ବାମାର ପାଖାପାଖି ୧୮୦ କୃଷକ ଏବେ ଲାଭେଣ୍ଡର ଚାଷ କରୁଛନ୍ତି ଏବଂ ସେମାନଙ୍କ ମଧ୍ୟରୁ ୪୫ ଜଣଙ୍କୁ ଲାଭେଣ୍ଡର ମହୁ ଉତ୍ପାଦନ ସମ୍ପର୍କରେ ପ୍ରଶିକ୍ଷଣ ଦିଆଯାଇଛି। କୃଷକମାନେ ଉତ୍ପାଦନ କରୁଥିବା ମହୁକୁ ‘ତରଳ ସୁନା’ କୁହାଯାଉଛି ଏବଂ ୧ କେଜି ମହୁ ୬,୦୦୦ରୁ ୧୨,୦୦୦ ଟଙ୍କାରେ ବିକ୍ରି ହେଉଛି, ଯାହାକି ଅର୍ଗାନିକ ମହୁ ମୂଲ୍ୟଠାରୁ ପାଖାପାଖି ୬ଗୁଣ ଅଧିକ। ଏହା ଯୋଗୁ କୃଷକଙ୍କ ଆୟ ଯଥେଷ୍ଟ ବୃଦ୍ଧି ପାଉଛି। ସିଏସ୍‌ଆଇଆର୍‌ – ଆଇଆଇଆଇଏମ୍‌ ଏବେ କଶ୍ମୀରର ଅନ୍ୟ ସବୁ ଅଞ୍ଚଳରେ ୫୦୦ରୁ ଊର୍ଦ୍ଧ୍ୱ କୃଷକଙ୍କୁ ଲାଭେଣ୍ଡର ମହୁ ଉତ୍ପାଦନ ପାଇଁ ସହଯୋଗ କରିବାକୁ ଯୋଜନା କରିଛି।

Dharitri – Odisha’s No.1 Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା, ଯାତାୟାତ ସମୟରେ କିଛିକ୍ଷଣ ପାଇଁ ଅଟକି ଯାଏ ନିଃଶ୍ୱାସ

ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...

ଶସ୍ତାରେ ମିଳିବ ଘର? ବଜେଟରେ ହେବ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୧।୧: ମଧ୍ୟବିତ୍ତ ବର୍ଗର ଲୋକଙ୍କ ପାଇଁ, ଘର ପାଇବା ଏବେ ବି ସ୍ୱପ୍ନ ସାକାର ହେବା ପରି ମନେହୁଏ। ଘରର ମୂଲ୍ୟ ଆକାଶଛୁଆଁ ହେଉଛି, ଏବଂ...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri