ଏଇ ଭାରତରେ

ଅରୁଣାଚଳ ପ୍ରଦେଶ ପାକ୍କେ ବ୍ୟାଘ୍ର ସଂରକ୍ଷଣ ଜଙ୍ଗଲର ଅନ୍ୟ ଏକ ଆକର୍ଷଣ ହେଉଛି ବିଭିନ୍ନ ରଙ୍ଗ ତଥା ପ୍ରଜାତିର ହର୍ନବିଲ। ଏହି ଜାତୀୟ ପକ୍ଷୀର ମାଂସ ଓ ଥଣ୍ଟ ପାଇଁ ସ୍ଥାନୀୟ ଅଞ୍ଚଳର ଆଦିବାସୀ ଏମାନଙ୍କୁ ଶିକାର କରିଥାନ୍ତି। ବ୍ୟାପକ ଶିକାର ହେତୁ ସମୟକ୍ରମେ ଏମାନଙ୍କ ସଂଖ୍ୟା ହ୍ରାସ ପାଇଚାଲିଲା ଓ ବିଲୁପ୍ତିର ଦ୍ୱାରଦେଶରେ ପହଞ୍ଚତ୍ଗଲେ। ଏହାକୁ ଲକ୍ଷ୍ୟକରି ଘୋରା ଆଭେ ସୋସାଇଟି ନାମକ ଏନ୍‌ଜିଓ, ନେଚର କଞ୍ଜରଭେଶନ ଫାଉଣ୍ଡେଶନ ଏବଂ ଅରୁଣାଚଳପ୍ରଦେଶ ଜଙ୍ଗଲ ବିଭାଗ ପ୍ରଥମେ ହର୍ନବିଲଙ୍କ ଜୀବନ ରକ୍ଷା ପାଇଁ ପଦକ୍ଷେପ ନେଇଥିଲେ। ପରେ ଏମାନଙ୍କ ସହ ପାକ୍କେ ପଗା ହର୍ନବିଲ ଫେଷ୍ଟିଭାଲ କମିଟି ଏବଂ ବିବେକାନନ୍ଦ କେନ୍ଦ୍ର ବିଦ୍ୟାଳୟ ଆଲୁମ୍‌ନି ଆସୋସିଏଶନ ସାମିଲ ହୋଇଛନ୍ତି। ଅରୁଣାଚଳପ୍ରଦେଶର ନାଇଶି ସମ୍ପ୍ରଦାୟର ଆଦିବାସୀମାନେ ହର୍ନବିଲଙ୍କୁ ଶିକାର କରି ସେମାନଙ୍କ ମାଂସ ଖାଇବା ସହ ଥଣ୍ଟ ବିକ୍ରି କରିଥାନ୍ତି। ଏବେ ଏହି ଆଦିବାସୀଙ୍କୁ ‘ନେଷ୍ଟ ପ୍ରୋଟେକ୍‌ଟର’ ବା ସଂରକ୍ଷକ ଭାବେ ଘୋଷଣା କରାଯାଇଛି। ଏମାନେ ବନ ହର୍ନବିଲଙ୍କ ସୁରକ୍ଷା କରିବା ସହ ସେମାନଙ୍କ ଛୁଆ କିଭଳି ମୃତ୍ୟୁମୁଖରେ ନ ପଡ଼ନ୍ତି ସେଥି ପାଇଁ ବସାରୁ ଛୁଆଙ୍କୁ ଉଦ୍ଧାର କରୁଛନ୍ତି। ଏବେ ସୁଦ୍ଧା ୨୩୮ଟି ହର୍ନବିଲ ଛୁଆକୁ ବଡ଼ କରି ଜଙ୍ଗଲରେ ଛାଡ଼ି ସାରିଲେଣି। କେବଳ ଏତିକି ନୁହେଁ ଏହି ପକ୍ଷୀଙ୍କ ସୁରକ୍ଷା ପାଇଁ ବର୍ଷକୁ ୬.୦୦୦ରୁ ୧୦,୦୦୦ ଗଛ ଲଗାଯାଉଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ଡାଉନ ହେଲା ସୋସିଆଲ ମିଡିଆ ପ୍ଲାଟଫର୍ମ X, ହଜାର ହଜାର ୟୁଜର୍ସ…

ବୁଧବାର ସନ୍ଧ୍ୟାରେ ଭାରତରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ହଠାତ୍ ଠପ୍ ହୋଇଯାଇଥିଲା । ଯାହା ଫଳରେ ଅନେକ ଉପଭୋକ୍ତା ଅସୁବିଧାର ସମ୍ମୁଖୀନ ହୋଇଥିଲେ । ଡାଉନଡିଟେକ୍ଟର…

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ…

ଅପହରଣ କରି ନେଇ ଯାଇଥିଲେ ତାମିଲନାଡୁ, ୭ ଦିନ ଯାଏ ନାବାଳିକାଙ୍କୁ…ଅଭିଯୁକ୍ତଙ୍କୁ ବାନ୍ଧି…

ପାଇକମାଳ,୧୮।୩ (ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ଫିଲ୍ମ ଷ୍ଟାଇଲରେ ଗୋଡ଼ାଇ ଗୋଡ଼ାଇ ଧରିଲା ପୋଲିସ, ମହୁଲି ମଦ ସହ ଦୁଇ….

ହାଟଡିହୀ,୧୮।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ଫିଲ୍ମ ଷ୍ଟାଇଲରେ ଦୁଇ ଚୋରା ମହୁଲି ମଦ ବେପାରୀଙ୍କୁ ବୁଧବାର ରାତି ପ୍ରାୟ ୮ଟା ସମୟରେ ଧରିଛି ।…

ନିଶା ନିବାରଣ ପାଇଁ ବାହାରିଲେ ଛାତ୍ରୀଛାତ୍ର, ସ୍କୁଲରେ ହେଲା….

ବରଗଡ଼,୧୮।୩(ପ୍ରେମାନନ୍ଦ ଖମାରୀ): ନିଶା ମଣିଷକୁ ବିବେକ ଶୂନ୍ୟ କରି ଦିଏ । ନିଶାସକ୍ତ ବ୍ୟକ୍ତି ନିଜ ପରିବାର ସହିତ ସମାଜର ମଧ୍ୟ ଅନେକ କ୍ଷତି ପହଞ୍ଚାଇଥାଏ ।…

ଜମିପଟ୍ଟା ପ୍ରଦାନ ଦାବି, କୃଷକ ସଭା ପକ୍ଷରୁ ତହସିଲ ଅଫିସ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୧୮।୩(ସବିତାମିଶ୍ର): ଜମିହୀନଙ୍କୁ ଜମିପଟ୍ଟା ପ୍ରଦାନ ଦାବିରେ ଓଡିଶା କ୍ରୁଷକସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ପି ହରିକ୍ରୁଷ୍ଣରେଡୀଙ୍କ ନେତୃତ୍ବରେ ପୁରୁଷୋତ୍ତମପୁର ତହସିଲ କାର୍ଯ୍ଯାଳୟ ସମ୍ମୁଖରେ ପ୍ରତିବାଦ ସହ…

ଯୋଗାଣ ବିଭାଗର ଚଢ଼ାଉ, ୧୨ ଗ୍ୟାସ ସିଲିଣ୍ଡର ସହିତ ୨୮୩….

ଅତାବିରା,୧୮।୩(ଯୁଧିଷ୍ଠିର ମହାପାତ୍ର ): ମଧ୍ୟପ୍ରାଚ୍ୟରେ ଗୋଟିଏ ପଟେ ଯୁଦ୍ଧ ଲାଗିରହିଥିବା ବେଳେ ଅନ୍ୟପଟରେ ସାରା ଭାରତ ଓ ଓଡ଼ିଶାରେ ମଧ୍ୟ ଗ୍ୟାସ ବା LPG ର ସଙ୍କଟ…

ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ କରି ଜେଲ୍‌ ଗଲେ ବାପ-ପୁଅ, ରକ୍ତଭିଜା କାଠଫାଳିଆ ଜବତ

ଦିଗପହଣ୍ଡି,୧୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମର ସାମାଜିକ କର୍ମୀ ମାନସ ରଞ୍ଜନ ପଟ୍ଟନାୟକ ଓରଫ ମନୋଜଙ୍କୁ ମଙ୍ଗଳବାର ରାତିରେ ସଂଘବଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri