ଏଇ ଭାରତରେ

ପ୍ରବେଶିକାର ଲିଖିତ ଓ ଶାରୀରିକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପରେ ପୋଲିସରେ ନିଯୁକ୍ତି ମିଳିଥାଏ। ଏଥିପାଇଁ ଅଶାୟୀମାନେ ବୟସ ସୀମା ମଧ୍ୟରେ ନିଜକୁ ପ୍ରସ୍ତୁତ କରିଥାନ୍ତି। ସେମାନଙ୍କ ମଧ୍ୟରୁ କେତେକେ କୃତକାର୍ଯ୍ୟ ହେବାବେଳେ ଅନେକେ ବିଫଳ ହୋଇଥାନ୍ତି। ତେବେ ବେଙ୍ଗାଲୁରୁ ଟ୍ରାଫିକ ପୋଲିସ(ବିଟିପି) ଏକ ନିଆରା କାର୍ଯ୍ୟକ୍ରମ ମାଧ୍ୟମରେ ଦିନକ ପାଇଁ ଲୋକଙ୍କୁ ଟ୍ରାଫିକ ପୋଲିସ ହେବାର ସୁଯୋଗ ଦେଉଛି । ‘ଦିନକ ପାଇଁ ଟ୍ରାଫିକ ପୋଲିସ ହୁଅନ୍ତୁ’ କାର୍ଯ୍ୟକ୍ରମ ମଧ୍ୟ ଆରମ୍ଭ କରାଯାଇଛି। ଏହି କାର୍ଯ୍ୟକ୍ରମରେ ୧୮ ବର୍ଷରୁ ଊର୍ଦ୍ଧ୍ୱ ବୟସର ବ୍ୟକ୍ତିମାନେ ଏଏସ୍‌ଟ୍ରାମ୍‌ ଆପ୍‌ରେ ସେମାନଙ୍କ ନାମ ପଞ୍ଜୀକରଣ କରିବା ପରେ ସ୍ବେଚ୍ଛାସେବୀଙ୍କୁ ଏକ ଘଣ୍ଟାର ପ୍ରଶିକ୍ଷଣ ଦିଆଯାଉଛି। ପରେ ସେମାନଙ୍କ ପସନ୍ଦ ମୁତାବକ ଛକଗୁଡ଼ିକରେ ଭିଡ଼ ସମୟରେ ଟ୍ରାଫିକ ପରିଚାଳନାରେ ପୋଲିିସଙ୍କୁ ସହଯୋଗ କରିବା ସକାଶେ ଦୁଇ ଘଣ୍ଟିଆ କିମ୍ବା ଚାରି ଘଣ୍ଟିଆ ସିଫ୍ଟରେ ନିଯୁକ୍ତ କରାଯାଉଛି। ଶେଷରେ ସେମାନଙ୍କୁ ଅଭିଜ୍ଞତା ପ୍ରମାଣପତ୍ର ମଧ୍ୟ ଦିଆଯାଉଛି। ବାସ୍ତବରେ ଛକଗୁଡ଼ିକରେ ଟ୍ରାଫିକ ପୋଲିସ ସମ୍ମୁଖୀନ ହେଉଥିବା ପ୍ରକୃତ ସମସ୍ୟା ସମ୍ପର୍କରେ ସେମାନେ ଅବଗତ ହେଉଛନ୍ତି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଲା ଟ୍ରଲର : ଘଟଣାସ୍ଥଳରେ ଚପା ଉତ୍ତେଜନା

ପାଲଲହଡ଼ା,୮।୩(ଦିବ୍ୟଜ୍ୟୋତି ଦାଶ : ଟ୍ରଲର ଧକ୍କାରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ। ୧୪୯ ନ ଜାତୀୟ ରାଜପଥ ଅବରୋଧ ସହିତ ଘଟଣାସ୍ଥଳରେ ଚପା ଉତ୍ତେଜନା। ଏଭଳି ଘଟଣା ଘଟିଛି…

ଫାଇନାଲ ପୂର୍ୱରୁ ICCର ନିଷ୍ପତ୍ତିକୁ ନେଇ ହଇଚଇ; ଭାରତ ଛାଡିବାକୁ ଜିଦ୍‌ ଧରିଲେଣି ଏହି ଖେଳାଳି

ନୂଆଦିଲ୍ଲୀ,୮।୩: ୨୦୨୬ ଟି୨୦ ବିଶ୍ୱକପ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ଏହି ସମୟରେ, ଭାରତରେ…

ନିଜର ସେବା ଜରିଆରେ ନିଆରା ଉଦାହରଣ ସୃଷ୍ଟି କରିଥିଲେ ଡା. ନାରାୟଣୀ ପଣ୍ଡା: ମହିଳା ଦିବସରେ ବୁଜିଲେ ଆଖି

ସମ୍ବଲପୁର,୮।୩(ପ୍ରମୋଦ ବହିଦାର): ସମ୍ବଲପୁରର ବିଶିଷ୍ଟ ସ୍ତ୍ରୀ ରୋଗ ବିଶେଷଜ୍ଞ ତଥା ଜଣାଶୁଣା ସମାଜସେବୀ ଡା. ନାରାୟଣୀ ପଣ୍ଡାଙ୍କର ରବିବାର ପୂର୍ବାହ୍ନରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ…

ବିଳମ୍ବିତ ରାତିରେ  ଘରେ ପଶିଗଲା ଆମ୍ବୁଲାନ୍ସ 

ନୟାଗଡ଼,୮।୩(ଲୋକନାଥ ମିଶ୍ର/ପ୍ରକାଶ କୁମାର ପାଣି): ଭାରସାମ୍ୟ ହରାଇ ଏକ ଘରେ ପଶିଗଲା  ଆମ୍ବୁଲାନ୍ସ । ଏଭଳି ଘଟଣା ଘଟିଛି ନୟାଗଡ଼ ଜିଲା ଦଶପଲ୍ଲା ବୁଗୁଡ଼ା ଛକରେ। ଦୁର୍ଘଟଣାରେ…

ଫାଇନାଲ ପୂର୍ବରୁ ଅଚାନକ ରିଟାୟର ଘୋଷଣା କଲେ ଏହି ଖେଳାଳି, କ୍ରିକେଟ ଜଗତରେ ହଇଚଇ!

ନୂଆଦିଲ୍‌ଲୀ,୮।୩: ନ୍ୟୁଜିଲାଣ୍ଡର ଷ୍ଟାର ଫାଷ୍ଟ ବୋଲର ଲିଆ ତାହୁହୁ ODI ଫର୍ମାଟରୁ ଅବସର ଘୋଷଣା କରିଛନ୍ତି। ସେ କିୱି ଦଳର ଜଣେ ସଫଳ ଫାଷ୍ଟ ବୋଲର। ୨୦୨୬ରେ…

ଆଜି ଆସିବ ସୁଭଦ୍ରା ଚତୁର୍ଥ କିସ୍ତି

ଭୁବନେଶ୍ୱର,୮।୩ ଅନ୍ତର୍ଜାତୀୟ ମହିଳା ଦିବସରେ ଆଜି ଆସିବ ସୁଭଦ୍ରା କିସ୍ତି। ହିତାଧିକାରୀଙ୍କ ଆକାଣ୍ଟକୁ ଯିବ ଯୋଜନାର ଚତୁର୍ଥ କିସ୍ତି। ଉପକୃତ ହେବେ ରାଜ୍ୟର କୋଟିଏ ୨ ଲକ୍ଷରୁ…

ଟି-୨୦ ଫାଇନାଲ ଭାରତୀୟ ଅଧିନାୟକଙ୍କ ପାଇଁ ସତର୍କ ଘଣ୍ଟି! ସୂର୍ଯ୍ୟଙ୍କ ଶେଷ ହୋଇଯିବ…

ନୂଆଦିଲ୍‌ଲୀ,୮।୩: ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ, ଟିମ ଇଣ୍ଡିଆ ଇତିହାସ ରଚିବାଠାରୁ ମାତ୍ର ଗୋଟିଏ ପାଦ ଦୂରରେ ଅଛି। ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ ଫାଇନାଲ…

ଧାମରା ରେଳପଥରେ ଅଘଟଣ: ଟ୍ରେନରେ କଟିଗଲେ ଯୁବକ

ତିହିଡି଼,୮।୩(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥରେ ତିହିଡି଼ ଥାନା ଦୋଳସାହି ପଞ୍ଚାୟତ ଅଧୀନ ଗାଜିପୁର ନିକଟରେ ଶନିବାର ରାତିରେ ଏକ ଅଘଟଣ ଘଟିଛି। ରେଳପଥରେ ଟ୍ରେନରେ କଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri