ଏଇ ଭାରତରେ

ଭାରତର ଗ୍ରାମାଞ୍ଚଳର ବହୁ ମେଡିକାଲରେ ଏବେ ମଧ୍ୟ ଆଇସିୟୁର ଅଭାବ ରହିଛି। ଫଳରେ ଗ୍ରାମାଞ୍ଚଳ ଲୋକମାନେ ଉନ୍ନତ ଚିକିତ୍ସା ସେବା ପାଇବାରୁ ବଞ୍ଚିତ ହେଉଛନ୍ତି। ଆବଶ୍ୟକ ସ୍ଥଳେ ଆଇସିୟୁ ଥିବା ସହରର ବଡ଼ ହସ୍ପିଟାଲକୁ ଆସି ରୋଗୀମାନେ ଅଧିକ ଖର୍ଚ୍ଚାନ୍ତ ହେଉଛନ୍ତି। ଏଭଳି ସମସ୍ୟା ଦୂର କରିବା ପାଇଁ ପଦକ୍ଷେପ ନେଇଛନ୍ତି ଡା. ଦିଲୀପ ରମଣ ଏବଂ ଡା. ଧ୍ରୁବ ଯୋଶୀ । ସେମାନେ ଭାରତର ଗ୍ରାମୀଣ ହସ୍ପିଟାଲଗୁଡ଼ିକୁ ଆଇସିୟୁ ସେବା ଯୋଗାଇ ଦେଉଛନ୍ତି। ଆମେରିକାର କ୍ଲିଭେଲାଣ୍ଡ କ୍ଲିନିକ୍‌ର କ୍ରିଟିକାଲ କେୟାରରେ କାର୍ଯ୍ୟ କରୁଥିଲେ ଡା. ଯୋଶୀ ଓ ଡା. ରମଣ। ପରେ ସେମାନେ ଭାରତ ଫେରି ‘ଟେଲି ଆଇସିୟୁ ପ୍ଲାଟଫର୍ମ’ ଗଠନ କରି ତା’ ମାଧ୍ୟମରେ ଏବେ ସୁଦ୍ଧା ୧୭ଟି ରାଜ୍ୟରେ କମ୍‌ ସମ୍ୱଳ ଥିବା ଗ୍ରାମୀଣ ଡାକ୍ତରଖାନାଗୁଡ଼ିକରେ ୪୦,୦୦୦ ରୋଗୀଙ୍କୁ ଚିକିତ୍ସା ଯୋଗାଇ ଦେଇସାରିଲେଣି। ପ୍ଲାଟଫର୍ମର କମାଣ୍ଡ ସେଣ୍ଟର, ଯାହାକୁ କୁହାଯାଉଛି ରାଡାର, ତା’ ସହ ଅଂଶୀଦାର ହସ୍ପିଟାଲଗୁଡ଼ିକର ଆଇସିୟୁ ସହ ସଂଯୋଗ କରାଯାଇ ଏକ ପ୍ରଶିକ୍ଷଣପ୍ରାପ୍ତ ଡାକ୍ତରୀ ଟିମ୍‌ ଦ୍ୱାରା ସଞ୍ଚାଳନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭାରେ ରେଳସେବା ସମସ୍ୟା ପ୍ରସଙ୍ଗ ଉଠାଇଲେ ବରଗଡ଼ ଏମ୍‌ପି

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଲୋକ ସଭା ନିର୍ବାଚନମଣ୍ଡଳୀର ଜନସାଧାରଣଙ୍କ ବିଭିନ୍ନ ସମସ୍ୟାକୁ ଗୁରୁବାର ବରଗଡ଼ ଏମ୍‌ପି ପ୍ରଦୀପ ପୁରୋହିତ ଲୋକ ସଭାରେ ଉଠାଇଛନ୍ତି। ବିଶେଷକରି ରେଳସେବାର ବିକାଶ ଓ…

ବାସନ୍ତୀକ ନବରାତ୍ର ପୂଜା: ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ସମଲେଶ୍ବରୀ

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ଆଜି ଚୈତ୍ର ଅମାବାସ୍ୟା ଯୁକ୍ତ ପ୍ରତିପଦା। ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ…

ମହାପ୍ରଭୁଙ୍କ ଜମିର ଧାନବିକ୍ରି ପଞ୍ଜୀକରଣକୁ ନା: ଏବେଠାରୁ ଘାରିଲାଣି ଧାନବିକ୍ରି ଚିନ୍ତା

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ରବିଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ଚାଷୀଙ୍କ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଶୁକ୍ରବାର ଏଥିପାଇଁ ଆବେଦନ ଅବଧି ସରିଯିବ। ଅନ୍ୟପଟେ ବରଗଡ଼ ଜିଲାର ଅନେକ ଚାଷୀ…

ପୁରାଣ କଥାରେ ସୃଷ୍ଟିତତ୍ତ୍ୱ

ଆମ ଦେଶରେ ଆମେ ଯେତେବେଳେ ସୃଷ୍ଟିର ପୌରାଣିକ କଥା ସମ୍ପର୍କରେ ବିଚାର କରୁ, ସେତେବେଳେ ସଂସ୍କୃତ କାହାଣୀ ଉପସ୍ଥାପନ କରିଥାଉ। ବିଶେଷକରି ବିଷ୍ଣୁ ଅନନ୍ତନାଗ ଉପରେ ଶୟନ…

ଭାରତରେ ଡାଉନ ହେଲା ସୋସିଆଲ ମିଡିଆ ପ୍ଲାଟଫର୍ମ X, ହଜାର ହଜାର ୟୁଜର୍ସ…

ବୁଧବାର ସନ୍ଧ୍ୟାରେ ଭାରତରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ହଠାତ୍ ଠପ୍ ହୋଇଯାଇଥିଲା । ଯାହା ଫଳରେ ଅନେକ ଉପଭୋକ୍ତା ଅସୁବିଧାର ସମ୍ମୁଖୀନ ହୋଇଥିଲେ । ଡାଉନଡିଟେକ୍ଟର…

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ…

ଅପହରଣ କରି ନେଇ ଯାଇଥିଲେ ତାମିଲନାଡୁ, ୭ ଦିନ ଯାଏ ନାବାଳିକାଙ୍କୁ…ଅଭିଯୁକ୍ତଙ୍କୁ ବାନ୍ଧି…

ପାଇକମାଳ,୧୮।୩ (ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri