ଏଇ ଭାରତରେ

ବାହାରେ କିମ୍ବା ଘରେ ଅଦରକାରୀ ଜିନିଷ ଠୁଳ ହୋଇ ରହିବା ପ୍ରଦୂଷଣର କାରଣ ପାଲଟୁଛି। ପ୍ରଦୂଷଣ ହ୍ରାସ କରିବା ସକାଶେ ରିସାଇକ୍ଲିଂ ପଦ୍ଧତିରେ ଏଗୁଡ଼ିକର ପୁନଃ ବ୍ୟବହାର କରାଯାଉଛି ଏବଂ ଏଥିପାଇଁ ବହୁ ଷ୍ଟାର୍ଟଅପ ସାମ୍ନାକୁ ଆସୁଛନ୍ତି। ଏହା ବ୍ୟତୀତ ବ୍ୟକ୍ତିଗତ ସ୍ତରରେ ବିଭିନ୍ନ ଉପାୟରେ ମଧ୍ୟ ଅନେକେ ପ୍ରୟାସ ଜାରି ରଖିଛନ୍ତି, ଯେଉଁମାନଙ୍କ ମଧ୍ୟରେ କେରଳର ଅଞ୍ଜଳି ପାବନ ଅନ୍ୟତମ । ଅଞ୍ଜଳି ଅଦରକାରୀ ଜିନିଷ ବ୍ୟବହାର କରି ଘରେ ଝୁଲନ୍ତା ବଗିଚା କରିଛନ୍ତି। ଏଭଳି ବଗିଚା କରିବା ସକାଶେ ଅନ୍ୟ ଗୃହିଣୀମାନଙ୍କୁ ବି ପ୍ରୋତ୍ସାହିତ କରୁଛନ୍ତି। ବିଶେଷକରି ଅଞ୍ଜଳି ପୁରୁଣା ରଙ୍ଗ କ୍ୟାନ, ଟାୟାର, ଷଡେଇ, ନଡ଼ିଆକତା, ପ୍ଲାଷ୍ଟିକ ବୋତଲ, ପୁରୁଣା ସିଲେଇ ମେଶିନ ଓ ଡ୍ରମ୍‌ ବ୍ୟବହାର କରିଛନ୍ତି। ବଡ଼ କଥା ହେଉଛି ସେ ଜାପାନର ବଗିଚା ପଦ୍ଧତି (କୋକେଡାମ) ଅନୁସାରେ ଏହି ବଗିଚା କରିଛନ୍ତି, ଯେଉଁଥିରେ ଗଛଗୁଡ଼ିକୁ ନଡ଼ିଆକତା ଓ ମାଟିରେ ଲଗାଯାଇ ଝୁଲାଇ ଦିଆଯାଉଛି। ଅଞ୍ଜଳି ଓ ତାଙ୍କ ମା’ଙ୍କ ଦ୍ୱାରା କରାଯାଇଥିବା ଏହି ବଗିଚା ପରିବେଶ ଅନୁକୂଳ ହେବା ସହ ଖର୍ଚ୍ଚ କମ୍‌ କରିପାରୁଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କ ପାଇଁ ବଡ଼ ଖୁସିଖବର, ପିଏମ୍‌ କିଷାନର ୨୨ତମ କିସ୍ତି ଜାରି, ଆପଣଙ୍କ ଆକାଉଣ୍ଟକୁ ଆସି ନ ଥିଲେ…

ନୂଆଦିଲ୍ଲୀ,୧୩।୩:  କେନ୍ଦ୍ର ସରକାରଙ୍କ ମହତ୍ତ୍ୱାକାଂକ୍ଷୀ ‘ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି’ (PM-KISAN) ଯୋଜନା ଅଧୀନରେ ଦେଶର କୋଟି କୋଟି ଚାଷୀଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

‘ହୋର୍ମୁଜ ଷ୍ଟ୍ରେଟ୍‌’ରେ ଭାରତର ଦବଦବା! ଇରାନ ରାଷ୍ଟ୍ରଦୂତ ଦେଲେ ବଡ଼ ସଂକେତ, କିଛି ସମୟରେ ବଡ଼ ଘୋଷଣା…  

ନୂଆଦିଲ୍ଲୀ,୧୩।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ବଢୁଥିବା ଯୁଦ୍ଧ ପରିସ୍ଥିତି ମଧ୍ୟରେ ଭାରତ ପାଇଁ ଏକ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ପାରସ୍ୟ ଉପସାଗରରେ ଜାରି…

ଆରଆଇଙ୍କୁ ମାଡ ଘଟଣାରେ: ଜଣେ ଗିରଫ

ନନ୍ଦପୁର,୧୩।୨(ତୁଷାର କାନ୍ତ ମହାନ୍ତି): ଜାତିଗତ ପ୍ରମାଣପତ୍ର ପାଇଁ ନନ୍ଦପୁର ତହସିଲରେ କାର୍ଯ୍ୟରତ ରାଜସ୍ବ ନିରୀକ୍ଷକ ମଧୁସୁଦନ ଖେମୁଣ୍ଡୁଙ୍କୁ ଅଶାଳୀନ ବ୍ୟବହାର ଓ ମାଡ ମାରିବା ଘଟଣାରେ ଜଣେ…

ଲାଞ୍ଚନେଇ ବନ୍ଧାହେଲେ ବଡ଼ଗାଁ ଥାନା ଏଏସ୍‌ଆଇ

ସୁନ୍ଦରଗଡ,୧୩।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ବଡ଼ଗାଁ ଥାନା ପୋଲିସ, ଏଏସ୍‌ଆଇ ଅରୂପା ନନ୍ଦ ଦାସ ଗୁରୁବାର ସନ୍ଧ୍ୟାରେ ଜଣେ ଢାବା ମାଲିକଙ୍କଠାରୁ ୨୫,୦୦୦ଟଙ୍କା ଲାଞ୍ଚ ନେବା…

ଭୋଜିଖାଇ ଫେରିଲେ ସକାଳୁ ମିଳିଲାନି ବାଇକ୍‌ 

ଦିଗପହଣ୍ଡି,୧୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମର ରାଜେଶ କୁମାର ରାଉତଙ୍କ ଏକ ବାଇକ୍‌କୁ କେହି ଦୁର୍ବୃତ୍ତ ତାଙ୍କ ଘର ସମ୍ମୁଖରୁ ଚୋରି…

ଆମେରିକାର ବଡ଼ ଦାବି: ଇରାନର ନୂଆ ସର୍ବୋଚ୍ଚ ନେତା ମୋଜତାବା ଗୁରୁତର ଆହତ

ୱାଶିଂଟନ୍‌,୧୩।୩: ଆମେରିକାର ପ୍ରତିରକ୍ଷା ସଚିବ ପିଟ୍‌ ହେଗସେଠ୍‌ ଏକ ବଡ଼ ଦାବି କରିଛନ୍ତି। ଇରାନର ନୂଆ ସୁପ୍ରିମ ଲିଡର ମୋଜତାବା ଖାମନେଇ ଗୁରୁତର ଆହତ ହୋଇଥିବା ଏକ…

ୱାରେଣ୍ଟିଙ୍କୁ କୋର୍ଟଚାଲାଣ

ଦିଗପହଣ୍ଡି,୧୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର କୁକୁଡ଼ାଖଣ୍ଡି ବ୍ଲକ ବଣିଆମାରି ଗ୍ରାମର ବିପ୍ର ମଲ୍ଲିକଙ୍କୁ କୋର୍ଟ ୱାରେଣ୍ଟ ବଳରେ ଗିରଫ କରି ବ୍ରହ୍ମପୁର…

ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ

ବଲାଙ୍ଗୀର,କଣ୍ଟାବାଞ୍ଜି,୧୩।୩ ( ସୁନିଲ କୁମାର ମହାନ୍ତି, ଗୁରୁ ଦୟାଲ ହଂସ): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନର ଜଣେ ଛାତ୍ରଙ୍କ ଶୁକ୍ରବାର ବଲାଙ୍ଗୀର ଭୀମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri