ଏଇ ଭାରତରେ

ପ୍ରାୟ ଏକ ଦଶନ୍ଧି ପୂର୍ୱରୁ ମହାରାଷ୍ଟ୍ର ପଶ୍ଚିମଘାଟ ପର୍ୱତମାଳା ଆଖପାଖ ଗାଁଗୁଡ଼ିକରେ ଜଳସଙ୍କଟ ଯୋଗୁ କୃଷିରେ ବାଧା ଉପୁଜୁଥିଲା। ସେଠାକାର ବୋର୍‌ଓ୍ୱେଲ କାମ କରୁ ନ ଥିଲା। ଏବେ ଏହି ସମସ୍ୟା ଦୂର କରିଛନ୍ତି ପୁଣେର ଇଞ୍ଜିନିୟର ରାହୁଲ ବକାରେ। ସେ ବୋର୍‌ଓ୍ୱେଲଗୁଡ଼ିକର ପୁନରୁଦ୍ଧାର କରିପାରିଛନ୍ତି। ଫଳରେ ଲୋକେ ପର୍ଯ୍ୟାପ୍ତ ପାନୀୟଜଳ ପାଇବା ସହ ଚାଷକାର୍ଯ୍ୟ ମଧ୍ୟ ସୁରୁଖୁରୁରେ କରୁଛନ୍ତି। ଏସବୁ ଗାଁ ସମେତ ଭାରତରେ ଏଯାବତ୍‌ ସେ ୪୦୦ରୁ ଊର୍ଦ୍ଧ୍ୱ ବୋର୍‌ଓ୍ୱେଲ ମରାମତି କରିସାରିଲେଣି। ରୋହିଣୀ ନିଲେକାନି ଆର୍ଗିୟାମ ଫାଉଣ୍ଡେଶନ ଦ୍ୱାରା ଏହାର ପରିଚାଳନା କରାଯାଉଛି। ନୂଆ ବୋର୍‌ଓ୍ୱେଲ ତୁଳନାରେ ବହୁ କମ୍‌ ଖର୍ଚ୍ଚରେ ଅକାମି ହୋଇ ପଡ଼ିରହିଥିବା ବୋର୍‌ଓ୍ୱେଲଗୁଡ଼ିକର ପୁନରୁଦ୍ଧାର ହୋଇପାରୁଛି। ଏହି କାର୍ଯ୍ୟ ସେ ରୋବୋ ମାଧ୍ୟମରେ କରୁଛନ୍ତି। ତାଙ୍କୁ ସହଯୋଗ କରୁଛନ୍ତି ହାଇଡ୍ରୋଲୋଜିଷ୍ଟ ବିନିତ ଫଡନିସ। ରାହୁଲ ଆମେରିକାରେ ଚାକିରି ଛାଡ଼ି ଗାଁରେ ଚାଷ କରିବା ବେଳେ ଜଳାଭାବ ସ୍ଥିତିକୁ ଦେଖି ତାହା ଦୂର କରିବା ପାଇଁ ନିଷ୍ପତ୍ତି ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୃଶଂସ କାଣ୍ଡ: ପୁଅର ଶିଳପୁଆ ମାଡରେ ବାପର ମୃତ୍ୟୁ

ଆଠଗଡ,୨।୫(ସତ୍ୟ ପ୍ରସାଦ ରଥ): ଆଠଗଡ ଥାନା ଅନ୍ତର୍ଗତ ଜାଗିଆପଡା ଗ୍ରାମ ତଅଁଳା ସାହିରେ ଶନିବାର ସକାଳୁ ଘଟିଯାଇଛି ଅଘଟଣ।ନିଶାଶକ୍ତ ପୁଅ ବିଭୂତି ନାଏକ(୪୦)ର ଶିଳପୁଆ ମାଡରେ ବାପା…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଚିଡ଼ାଇବା ପଡ଼ିଲା ମହଙ୍ଗା: ଏହି କ୍ରିକେଟର୍‌ଙ୍କୁ ଦଣ୍ଡ ଦେଲା BCCI

ନୂଆଦିଲ୍ଲୀ,୨।୫: IPL 2026 ର ୪୩ତମ ମ୍ୟାଚ ରାଜସ୍ଥାନ ରୟାଲ୍ସ ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଖେଳାଯାଇଥିଲା। ରାଜସ୍ଥାନର ଜୟପୁରର ସୱାଇ ମାନସିଂହ ଷ୍ଟାଡିୟମରେ ଖେଳାଯାଇଥିବା ଏହି…

ଅଣ୍ଟା ଭାଙ୍ଗି ଖଟରେ ପଡ଼ିଛନ୍ତି ରୋଜଗାରିଆ ପୁଅ: ଅର୍ଥ ଅଭାବରୁ ଅଧାରେ ଚିକିତ୍ସା

ଥୁଆମୂଳ ରାମପୁର,୨।୫(ଦୁର୍ଗା କୀର୍ତ୍ତି): ବଡ଼ ବଡ଼ କମ୍ପାନୀର ବେପରୁଆ କାର୍ଯ୍ୟଶୈଳୀ କେମିତି ଜଣେ ଗରିବ ପରିବାରର ହସଖୁସି ଛଡ଼ାଇ ନିଏ, ତାହାର କରୁଣ ଚିତ୍ର ଦେଖିବାକୁ ମିଳିଛି…

ଯୁଦ୍ଧ ମଧ୍ୟରେ ନୂଆ ଚକ୍ରବ୍ୟୁହ ରଚିଲା ଆମେରିକା: ଛାନିଆ ହେଲା ଇରାନ

ଓ୍ବାଶିଂଟନ୍‌,୨।୫: ଇରାନ ସହିତ ଚାଲିଥିବା ସଂଘର୍ଷ ଏକ ନୂତନ ମୋଡ଼ରେ ପହଞ୍ଚିବା ପରି ମନେ ହେଉଛି। ପ୍ରାୟ ଦୁଇ ମାସ ଧରି ଚାଲିଥିବା ଯୁଦ୍ଧର ଗତି କିଛିଟା…

ଦେଢବର୍ଷ ବିତିଗଲା,ସମ୍ପୂର୍ଣ୍ଣ ହୋଇପାରୁନି ଅଙ୍ଗନବାଡି କେନ୍ଦ୍ର: ଶିକ୍ଷାଦାନ କ୍ଷେତ୍ରରେ ଘୋର ସମସ୍ୟା

କେସିଙ୍ଗା,୨।୫.(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ବାଲସି ଗ୍ରାମ ପଞ୍ଚାୟତର କଛାରପଦର ଗ୍ରାମର ଅଙ୍ଗନବାଡି କେନ୍ଦ୍ର ଆଜିକୁ ଏକ ବର୍ଷ ୫ ମାସ ବିତିଗଲାଣି…

କାଳବୈଶାଖୀର କରାଳ ରୂପ: ଉଡ଼ିଗଲା ଗରିବଙ୍କ ଘରର ଛାତ, ଗଛ ପଡ଼ି ଗାଈ- ବାଛୁରୀର ମୃତ୍ୟୁ

ଥୁଆମୂଳ ରାମପୁର, ୨।୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ଗତ ୩୦ ତାରିଖ ରାତିରୁ ଆରମ୍ଭ କରି ୧ ତାରିଖ ମଧ୍ୟାହ୍ନ ପର୍ଯ୍ୟନ୍ତ କାଳବୈଶାଖୀ…

ପୁଣି ଟାରିଫ୍‌ ଝଟକା ଦେଲେ ଟ୍ରମ୍ପ: ୟୁରୋପୀୟ ସଂଘ ସହିତ ଭାଙ୍ଗିଲେ ବାଣିଜ୍ୟ ଚୁକ୍ତି, ଏହି ଜିନିଷ ଉପରେ ଲଗାଇଲେ ୨୫% ଟ୍ୟାକ୍ସ

ଓ୍ବାଶିଂଟନ୍‌,୨।୫: ମଧ୍ୟପ୍ରାଚ୍ୟ ବିବାଦ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଟ୍ରମ୍ପ ଏକ ଟାରିଫ୍‌ ବୋମା ପକାଇଛନ୍ତି। ସେ ୟୁରୋପୀୟ ସଂଘ ସହିତ ବାଣିଜ୍ୟ ଚୁକ୍ତି ଭାଙ୍ଗିଛନ୍ତି ଏବଂ ୟୁରୋପୀୟ…

ସିମନବାଡିରେ ବିଦ୍ୟୁତ ସେବା ଠପ୍‌: ଆସୁନି ଇଣ୍ଟରନେଟ, ଲୋକେ ହନ୍ତସନ୍ତ

ଦାରିଙ୍ଗବାଡି,୨।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡରେ ଗତ ୩ ଦିନ ହେଲା ବିଦ୍ୟୁତ ସେବା ବାଧାପ୍ରାପ୍ତ ହୋଇପଡିଛି। ପ୍ରାୟ ୮ ପଞ୍ଚାୟତବାସୀ ଅନ୍ଧାରରେ ରହିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri