ଏଇ ଭାରତରେ

ପଲିଥିନ ବ୍ୟବହାର ଉପରେ କଟକଣା ଲାଗୁ ହୋଇଥିଲେ ମଧ୍ୟ ଏହାର ବ୍ୟବହାର ପୂର୍ୱଭଳି ଜାରି ରହିଛି। ଅଧିକାଂଶ ଲୋକ ବ୍ୟାଗ୍‌ ନ ନେଇ ପଲିଥିନରେ ପରିବା ଆଣିବା ଦେଖାଯାଏ। ଲୋକମାନେ ବଜାରକୁ ପରିବା କିଣିବାକୁ ଯିବା ସମୟରେ ବ୍ୟାଗ୍‌ ନେବା ଲାଗି ଚାହଁୁନାହାନ୍ତି। କେହି ବି ଏହା ବୁଝିବାକୁ ପ୍ରସ୍ତୁତ ନୁହନ୍ତି ଯେ, ପଲିଥିନ୍‌ର ପରିବେଶଗତ ପ୍ରଭାବ ଅତ୍ୟନ୍ତ ଭୟଙ୍କର। ତେବେ ଏହାର କୁପ୍ରଭାବକୁ ଉପଲବ୍ଧି କରି ପଲିଥିନ ବ୍ୟବହାର ହ୍ରାସ ସକାଶେ ଚେନ୍ନାଇର ମହିଳାମାନେ ଏକ ଭିନ୍ନ ଉପାୟ ଆପଣାଉଛନ୍ତି। ସେମାନେ ଗାଢ଼ ସବୁଜ ରଙ୍ଗର ବିଦ୍ୟୁତ୍‌ଚାଳିତ(ଇଭି) ଅଟୋରେ ପରିବା ନେଇ ଲୋକଙ୍କ ପାଖରେ ପହଞ୍ଚାଇ ଦେଉଛନ୍ତି। ଚେନ୍ନାଇର ମହିଳା ଗ୍ରୁପ୍‌କୁ ତାମିଲନାଡୁ ସରକାର ଇଭି ଅଟୋ ଯୋଗାଇ ଦେଇଛନ୍ତି। ଏହି ଅଟୋରେ ପରିବା ତଟକା ରହିବାର ବ୍ୟବସ୍ଥା କରାଯାଇଛି ଏବଂ ପରିବାଗୁଡ଼ିକୁ ସେମାନେ ମାଞ୍ଜାପାଇ ବ୍ୟାଗ୍‌(ହଳଦିଆ ରଙ୍ଗର କନାବ୍ୟାଗ୍‌)ରେ ଲୋକଙ୍କୁ ଦେଉଛନ୍ତି। ତାମିଲନାଡୁ ସରକାର ପଲିଥିନ ବ୍ୟବହାର ହ୍ରାସ ପାଇଁ ତିନିବର୍ଷ ପୂର୍ୱେ ମାଞ୍ଜାପାଇ ବ୍ୟାଗ୍‌ ବ୍ୟବହାରକୁ ପ୍ରୋତ୍ସାହିତ କରିଥିଲେ। ଏବେ ରାଜ୍ୟର ୧୮୯ଟି ସ୍ଥାନରେ ଏହି ବ୍ୟାଗ୍‌ ତିଆରି କରାଯାଇ ଲୋକଙ୍କୁ ଶସ୍ତାରେ ଯୋଗାଇ ଦିଆଯାଉଛି। ଚେନ୍ନାଇରେ ମଧ୍ୟ ୪୦ଟି ଜାଗାରେ ଏହା ଉପଲବ୍ଧ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

Christmas 2025: ଖ୍ରୀଷ୍ଟମାସରେ ସାଣ୍ଟା ସବୁବେଳେ କାହିଁକି ମୋଜାରେ ଦିଅନ୍ତି ଉପହାର? ଜାଣନ୍ତୁ ଏହା ପଛରେ ଥିବା ରୋଚକ କାହାଣୀ

ନୂଆଦିଲ୍ଲୀ: ଡିସେମ୍ବର ୨୫ରେ ପାଳିତ ଖ୍ରୀଷ୍ଟମାସ କେବଳ ଏକ ପର୍ବ ନୁହେଁ, ବରଂ ଆନନ୍ଦ ଏବଂ ଆଶାର ଦିନ। ଏହି ଦିନ ପିଲାମାନେ ସବୁଠାରୁ ଅଧିକ...

ବର୍ଷର ଶେଷ ଗୁରୁବାରରେ ଅଦ୍ଭୁତ ସଂଯୋଗ, ମିଥୁନ ସମେତ ୫ ରାଶିଙ୍କୁ ଖ୍ରୀଷ୍ଟମାସରେ ହେବ ଧନବର୍ଷା!

ଆଜି ୨୦୨୫ ମସିହା ଡିସେମ୍ୱର ମାସ ୨୫ ତାରିଖ ଗୁରୁବାର। ଗୁରୁବାର ବ୍ରହ୍ମାଣ୍ଡର ଶାସକ ଏବଂ ଦେବତାମାନଙ୍କ ଗୁରୁ ବୃହସ୍ପତିଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ। ଏହା ବ୍ୟତୀତ,...

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...

ବଡ଼ ଦିନରେ ବଡ଼ ଅଘଟଣ, ବସ-ଟ୍ରକ ଧକ୍କାରେ ଜୀବନ୍ତ ଜଳିଗରେ ୧୭ ଯାତ୍ରୀ

ବେଙ୍ଗାଲୁରୁ,୨୫।୧୨: ଗୁରୁବାର ସକାଳେ କର୍ନାଟକର ଚିତ୍ରଦୁର୍ଗ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ରୁ ଅଧିକ ଲୋକ ପୋଡ଼ି ମୃତ୍ୟୁବରଣ କରିଛନ୍ତି। ହିରିୟୁର ତାଲୁକର...

ଯିଶୁଖ୍ରୀଷ୍ଟଙ୍କ ଜନ୍ମ ମହତ୍ତ୍ୱ

ଶ୍ୱର ଜଗତକୁ ଏତେ ପ୍ରେମ କଲେ ଯେ, ତାଙ୍କ ନିଜର ଅଦ୍ୱିତୀୟ ପୁତ୍ର ପ୍ରଭୁ ଯିଶୁଙ୍କୁ ପୃଥିବୀକୁ ପଠାଇଲେ। ଏଣୁ ଯେ କେହି ଯିଶୁଙ୍କଠାରେ ବିଶ୍ୱାସ...

ଗାନ୍ଧୀ ନୂଅଁାଖାଇ

ନୂଆ ଫସଲ ଅମଳ ପରେ ଆମ ଓଡ଼ିଶାରେ ବିଭିନ୍ନ ତିଥି ନେଇ ନୂଅଁାଖାଇ ପାଳନ କରାଯାଏ। ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳରେ ନୂଆଖାଇ ବା ନୂଅଁାଖାଇ ଏକ...

ଜୈନ ଗ୍ରନ୍ଥ ଓ କର୍ମ ସିଦ୍ଧାନ୍ତ

ଜୈନ ଗ୍ରନ୍ଥ ଅନୁଯାୟୀ, ପରମସତ୍ତାଙ୍କ ହିସାବ ଖାତାରେ ପ୍ରତ୍ୟେକ କର୍ମର ଭଲ ମନ୍ଦ ଫଳ ରହିଛି। ନିଜର ଲୋଭ ଓ ମୋହ (ଖାଇବାଠାରୁ ଆରମ୍ଭକରି ବିଭିନ୍ନ...

ତାରିକ ରହମାନଙ୍କ ପ୍ରତ୍ୟାବର୍ତ୍ତନ ପୂର୍ବରୁ ବାଂଲାଦେଶରେ ପୁଣି ହିଂସା, ଢାକାରେ ବୋମା ବିସ୍ଫୋରଣ

ଢାକା,୨୫।୧୨: ନିର୍ବାସିତ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ନେତା ତାରିକ ରହମାନଙ୍କ ପ୍ରତ୍ୟାବର୍ତ୍ତନ ପୂର୍ବରୁ, ରାଜଧାନୀ ଢାକା ପୁଣି ଥରେ ହିଂସା ବଢି ଯାଇଥିଲା। ଖ୍ରୀଷ୍ଟମାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri