ଏଇ ଭାରତରେ

ରାଜସ୍ଥାନର କୋଲିଆ ଗାଁର ଗୁପ୍ତା ପରିବାରର ପ୍ରୟାସରେ ଅନେକ ହଜାର ମହିଳା ସଶକ୍ତହେବା ସହ ରୋଜଗାରକ୍ଷମ ହୋଇପାରିଛନ୍ତି। ୨୦୧୫ରେ ଏକ କୌଶଳ ବିକାଶ କେନ୍ଦ୍ର ଖୋଲି ଏହି ପରିବାର ସମ୍ପୂର୍ଣ୍ଣ ମାଗଣାରେ ମହିଳାମାନଙ୍କୁ ସିଲେଇ, କମ୍ପ୍ୟୁଟର ଆଦି ଶିକ୍ଷା ଦେଉଛନ୍ତି। ଶ୍ରୀବବୁଲ ଗୁପ୍ତା ଫାଉଣ୍ଡେଶନ ମାଧ୍ୟମରେ ଏହି କାର୍ଯ୍ୟ ସଞ୍ଚାଳିତ ହେଉଛି। କୌଶଳ ବିକାଶ କେନ୍ଦ୍ରରେ ପ୍ରଥମେ ଦରଜି ଓ ସିଲେଇ ଶିକ୍ଷା ଦିଆଗଲା। ଏହାପରେ କମ୍ପ୍ୟୁଟର ଶିକ୍ଷା ସାମିଲ କରାଯାଇଛି। ସମସ୍ତ କାର୍ଯ୍ୟରେ ସ୍ଥାନୀୟ ପଞ୍ଚାୟତର ସହଯୋଗ ରହିଛି। ଏବେ ଏହି କେନ୍ଦ୍ରରେ ୩୦ରୁ ୪୦ ଜଣ ମହିଳା ପ୍ରଶିକ୍ଷଣ ନେଉଛନ୍ତି ଓ ଏଯାବତ୍‌ ସେଠାରୁ ୧,୦୦୦ ମହିଳା ଟେଲରିଂ ତାଲିମ ନେଇସାରି ବିଭିନ୍ନ ପୋଷାକ ତିଆରି କରି ରୋଜଗାର କରିପାରୁଛନ୍ତି। ୩୦୦ରୁ ଊର୍ଦ୍ଧ୍ୱ ଝିଅ ବିଉଟି ପାର୍ଲର ଶିକ୍ଷା ନେଉଛନ୍ତି ଏବଂ ୬୦୦ରୁ ଅଧିକ ଝିଅପୁଅ କମ୍ପ୍ୟୁଟର ଆକାଉଣ୍ଟିଂ ଶିକ୍ଷା ପାଇସାରିଲେଣି। ଗୁପ୍ତା ପରିବାର ୨୦୦୭ରେ ଏକ ପ୍ରସୂତି ହସ୍ପିଟାଲ ଖୋଲିବା ପରେ ଚିକିତ୍ସା ସମସ୍ୟ ଦୂରହୋଇପାରିଛି। ଏହାବ୍ୟତୀତ ଏହି ପରିବାର ପକ୍ଷରୁ ମାଗଣାରେ ଚକ୍ଷୁ ଚିକିତ୍ସା ଶିବିର ଆୟୋଜନ କରିବା ସହ କୃତ୍ରିମ ଅଙ୍ଗଦାନ କରାଯାଉଛି।

 

Dharitri – The Largest & Most Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଶତକରୁ ବଞ୍ଚିତ ହୋଇ ବି ଇତିହାସ ରଚିଲେ ରୋହିତ ଶର୍ମା, ଭାଙ୍ଗିଲେ ସଚିନଙ୍କ ୨୨ ବର୍ଷ ପୁରୁଣା ମହାରେକର୍ଡ

ନ୍ୟୁ ଚଣ୍ଡୀଗଡ଼,୩।୧୦: ନ୍ୟୁ ଚଣ୍ଡୀଗଡ଼ସ୍ଥିତ ପିସିଏ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ୍ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ମାତ୍ର…

ହସ୍ପିଟାଲରେ ଭାରତୀୟ ପାଇଲଟଙ୍କୁ ଭେଟିଲେ ଦୁବାଇ କ୍ରାଉନ ପ୍ରିନ୍ସ, ପାଇଲଟଙ୍କୁ କଲେ ସଲାମ୍‌

ଦୁବାଇ,୩।୧୦: ଫ୍ଲାଏଦୁବାଇ ବିମାନରେ ସହ-ପାଇଲଟଙ୍କ ଆକ୍ରମଣ ସତ୍ତ୍ୱେ ସାହସ ଦେଖାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କୁ ଦୁବାଇ କ୍ରାଉନ ପ୍ରିନ୍ସ ଶେଖ ହାମଦାନ ବିନ ମହମ୍ମଦ ବିନ…

ରୁଷିଆ ସେନାରେ ଏବେବି ୫୫ ଭାରତୀୟ, ତଥ୍ୟ ଦେବାକୁ ମସ୍କୋକୁ ଅନୁରୋଧ କଲା ନୂଆଦିଲ୍ଲୀ

ନୂଆଦିଲ୍ଲୀ,୩ା୧୦: ରୁଷିଆ ସେନାରେ ନିଯୁକ୍ତି ପାଇଥିବା ଭାରତୀୟଙ୍କ ମଧ୍ୟରୁ ଇତିମଧ୍ୟରେ ୧୪୦ ଜଣଙ୍କୁ ମୁକ୍ତ କରାଗଲାଣି। ଏବେ ବି ରୁଷିଆର ସଶସ୍ତ୍ର ସେନାରେ ୫୫ ଭାରତୀୟ କାର୍ଯ୍ୟରତ…

ବନ୍ୟଜନ୍ତୁଙ୍କ ସୁରକ୍ଷା ସମସ୍ତଙ୍କ ଦାୟିତ୍ଵ

ଦିଗପହଣ୍ଡି,୩|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବନାଞ୍ଚଳ କାର୍ଯ୍ୟାଳୟ ଅଧିନ ଖମାରିଗାଁ ପଞ୍ଚାୟତ ଅନ୍ତର୍ଗତ ବୁରୁବନ୍ଧ ଗ୍ରାମ ବନସୁରକ୍ଷା ସମିତି ପକ୍ଷରୁ ରାଜ୍ୟ ଜଙ୍ଗଲ ପରିବେଶ…

ଦୁର୍ଗାପୂଜା ପାଇଁ କଡ଼ା ସୁରକ୍ଷା ବ୍ୟାଙ୍କ ଓ ସୁନା ଋଣ ପ୍ରତିଷ୍ଠାନ: ପରିଦର୍ଶନ କଲା ପୋଲିସ

ବଞ୍ଚୋ, ୩।୧୦ (ପ୍ରଦୋଷ ବିଶ୍ୱାଳ): ଆଗାମୀ ଦୁର୍ଗାପୂଜାକୁ ଦୃଷ୍ଟିରେ ରଖି ଘଷିପୁରା ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଘଷିପୁରା…

୪୮ ଘଣ୍ଟା ମଧ୍ୟରେ ଘଣ୍ଟା ପ୍ରତି ୨୪୧ କିଲୋମିଟର ବେଗରେ ଫେରିବ ବାତ୍ୟା ‘ନୋଲୋ’ (Nolo), ଉଡ଼ିବ ଘରଦ୍ୱାର! ଚିନ୍ତାରେ ପାଣିପାଗ ବିଶେଷଜ୍ଞ

ନୂଆଦିଲ୍ଲୀ,୩।୧୦: ପାଣିପାଗ ସମ୍ବନ୍ଧୀୟ ଏକ ଖବର ସାମ୍ନାକୁ ଆସିଛି ଯାହା ସମଗ୍ର ବିଶ୍ୱର ପାଣିପାଗ ବିଶେଷଜ୍ଞମାନଙ୍କୁ ଗଭୀର ଚିନ୍ତାରେ ପକାଇଛି। ଗତ କିଛି ଦିନ ଧରି ସମୁଦ୍ର…

ଏସୀୟ କ୍ରୀଡ଼ା ହକିରେ ଐତିହାସିକ ବିଜୟ, ସ୍ବର୍ଣ୍ଣ ହାତେଇଲା ଭାରତ

ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ୨୦୨୬ରେ ଭାରତୀୟ ପୁରୁଷ ହକି ଦଳ ମାଲେସିଆକୁ ୫-୧ ଗୋଲ୍‌ରେ ପରାସ୍ତ କରି ସ୍ବର୍ଣ୍ଣ ପଦକ ଜିତିଛି। ଏହି ବିଜୟ ସହ ଭାରତ…

ପାରାଲିସିସ୍‌ ପୀଡ଼ିତାଙ୍କ ପରିବାର ପାଖରେ ବିଧାୟକ: ବଢ଼ାଇଲେ ଆର୍ଥିକ ସହାୟତାର ହାତ

ଗଞ୍ଜାମ, ୩।୧୦ (ଅନାଥ ତରାଇ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ବଡ଼ସାହିର ଲକ୍ଷ୍ମୀନାରାୟଣ ବେହେରାଙ୍କ ପତ୍ନୀ ପାର୍ବତୀ ବେହେରା ପାରାଲିସିସ୍‌ ରୋଗରେ ପୀଡ଼ିତ ଥିବା ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?