ଏଇ ଭାରତରେ

ପଶ୍ଚିମବଙ୍ଗ ବାଙ୍କୁଡ଼ା ସେନଜୁତି ମାହାତୋ ଓ ଅଭିଷେକ ଚୌଧୁରୀ ସେହି ଅଞ୍ଚଳର ଖଜୁରି ଗୁଡ଼ ଉତ୍ପାଦନ କରି ସେଠାକାର ଏହି ପାରମ୍ପରିକ ଉତ୍ପାଦକୁ ବଞ୍ଚାଇ ରଖିବା ପାଇଁ ଚେଷ୍ଟା ଜାରି ରଖିଛନ୍ତି। ସେନଜୁତି ଜବାହରଲାଲ ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିଥିବାବେଳେ ଅଭିଷେକ ଆଇଆଇଏମ୍‌ କୋଲକାତାରୁ ଏମ୍‌ବିଏରେ ଡିଗ୍ରୀ କରିଛନ୍ତି। ଏମାନେ ବାଙ୍କୁଡ଼ାରେ ଆର୍ଥ ଷ୍ଟୋରି ଫାର୍ମ ଗଠନ କରି ସେଠାରେ ଖଜୁରି ରସ ସଂଗ୍ରହ ଓ ସେଥିରୁ ଗୁଡ଼ ରାନ୍ଧିବା କାର୍ଯ୍ୟରେ ୮୦ ଜଣଙ୍କୁ ନିଯୁକ୍ତି ଦେଇଛନ୍ତି। ଏହି ଫାର୍ମକୁ ସେମାନେ ୨୦୨୦ରେ ଆରମ୍ଭ କରିଥିଲେ। ତେବେ ତାଙ୍କ ଫାର୍ମ ଏବଂ ସେହି ଅଞ୍ଚଳରେ ଥିବା ଅତ୍ୟଧିକ ଖଜୁରି ଗଛରୁ ସୂର୍ଯ୍ୟୋଦୟ ପୂର୍ବରୁ ୫୦ କୁଶଳୀ ବ୍ୟକ୍ତି ରସ ସଂଗ୍ରହ କରିବା ପରେ ୩୫ ଜଣ ଗୁଡ଼ ରାନ୍ଧୁଛନ୍ତି। ଏହା ଦ୍ୱାରା ଏହି ଲୋକମାନଙ୍କୁ ସ୍ଥାୟୀ ଭାବେ ଏବେ ରୋଜଗାର ମିଳିପାରିଛି। ଫଳରେ ଲୋକେ ସେମାନଙ୍କ ପାରମ୍ପରିକ ଗୁଡ଼ ଉତ୍ପାଦନ କାର୍ଯ୍ୟ ସହିତ ପୁନର୍ବାର ଯୋଡ଼ି ହେବା ସହ ଅଧିକ ରୋଜଗାର କରିବା ପାଇଁ ସକ୍ଷମ ହୋଇଛନ୍ତି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ କରୁଛି ବୟକଟର ନାଟକ, ICC ପ୍ରୋଟୋକଲକୁ ସମ୍ମାନ ଦେବ ଭାରତ, ବୁଦ୍ଧି ଶିଖିବ ପାକିସ୍ତାନ!

ନୂଆଦିଲ୍ଲୀ,୨।୨: ପାକିସ୍ତାନ ଟି-୨୦ ବିଶ୍ୱକପରେ ଭାରତ ବିପକ୍ଷରେ ଖେଳିବାକୁ ମନା କରିଦେଇଛି। ଏହା ସତ୍ତ୍ୱେ, ଭାରତୀୟ ଦଳ ମ୍ୟାଚ ପାଇଁ ଶ୍ରୀଲଙ୍କା ଯାତ୍ରା କରିବ। ଭାରତ ଏବଂ…

୬ ତାରିଖ ପର୍ଯ୍ୟନ୍ତ କୁହୁଡ଼ି: ଏସବୁ ଜିଲାକୁ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨ା୨(ବନ୍ଦନା ସେଠୀ): ରାଜ୍ୟରେ ଏବେ ରାତି ତାପମାତ୍ରା ବୃଦ୍ଧି ପାଇଥିବାରୁ ଶୀତ ପ୍ରକୋପ ହ୍ରାସ ପାଇଛି। ତେବେ ଅତ୍ୟଧିକ କୁହୁଡି ପାଇଁ ଜନଜୀବନ ପ୍ରଭାବିତ ହେଉଛି। ସୋମବାର…

କିନ୍ନରଙ୍କୁ ଛୁରି ଭୁସି ହତ୍ୟା, ମୀରା ପରିଡ଼ା କହିଲେ…

ପୁରୁଣା ଭୁବନେଶ୍ୱର/ପିପିଲି,୨ା୨(ସୁବାସ ଚନ୍ଦ୍ର ପ୍ରଧାନ/ଦୁର୍ଗାମାଧବ ମିଶ୍ର/ପ୍ରଭାତ ମହାପାତ୍ର): ପୁରୀ-ଭୁବନେଶ୍ୱର ୩୧୬ ନମ୍ବର ଜାତୀୟ ରାଜପଥର ମଧୁର ମତ୍ସ୍ୟ ଗବେଷଣା ଅନୁସନ୍ଧାନ କେନ୍ଦ୍ର (ସିଫା) ନିକଟରେ ରବିବାର ଜଣେ…

ହେବ ତୃତୀୟ ବିଶ୍ୱ ଯୁଦ୍ଧ! କାହିଁକି ଉଠୁଛି ଭାରତ-ପାକିସ୍ତାନ ନାମ? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨।୨: ୨୦୨୬ ମସିହାର ପ୍ରଥମ ମାସରେ, ବିଶ୍ୱର ଅଧିକାଂଶ ସ୍ଥାନରେ ଉତ୍ତେଜନା ଦେଖାଦେଇଛି। ଇରାନ ଉପରେ ଆମେରିକାର ସମ୍ଭାବ୍ୟ ଆକ୍ରମଣର ଭୟ ସମଗ୍ର ପଶ୍ଚିମ ଏସିଆରେ ଘୂରି…

ପ୍ରଧାନମନ୍ତ୍ରୀ ମୋଦିଙ୍କ ବଡ଼ିଗାର୍ଡ ହାତରେ ଥିବା Briefcase କ’ଣ? ଜାଣନ୍ତୁ ଏହା ପଛର କାହାଣୀ

ନୂଆଦିଲ୍ଲୀ,୨।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେତେବେଳେ କୌଣସି ସାର୍ବଜନୀନ କାର୍ଯ୍ୟକ୍ରମରେ କିମ୍ବା ବିଦେଶ ଗସ୍ତରେ ଯୋଗ ଦିଅନ୍ତି, ତାଙ୍କ ସହିତ କଳା ସୁଟ ଏବଂ କଳା ଚଷମା…

ଅନ୍ଧ, ମୂକ, ବଧିର ବିଦ୍ୟାଳୟରେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ, ଅଭିଯୋଗ ଆଣିବାରୁ…

ଭବାନୀପାଟଣା,୨।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ପରମାନନ୍ଦପୁରସ୍ଥିତ ରେଡ୍‌କ୍ରସ ଅନ୍ଧ, ମୂକ, ବଧିର ବିଦ୍ୟାଳୟରୁ ଆସିଛି ସାଂଘାତିକ ଅଭିଯୋଗ । ବିଦ୍ୟାଳୟରେ କାର୍ଯ୍ୟରତ ଜଣେ…

ଭାରତର ମ୍ୟାଚ ବୟକଟକୁ ନେଇ ବଡ଼ କଥା କହିଲେ ପାକିସ୍ତାନୀ ଅଧିନାୟକ? ଜାଣନ୍ତୁ ଏହାର ମୁଖ୍ୟ ଉଦ୍ଦେଶ୍ୟ କ’ଣ

ନୂଆଦିଲ୍ଲୀ,୨।୨: ପାକିସ୍ତାନ କ୍ରିକେଟ ଦଳର ଅଧିନାୟକ ସଲମାନ ଆଗା ଭାରତ ବିପକ୍ଷରେ ଟି-୨୦ ବିଶ୍ୱକପ ମ୍ୟାଚ ବର୍ଜନ କରିବା ସରକାରଙ୍କ ନିଷ୍ପତ୍ତି ଉପରେ ପ୍ରତିକ୍ରିୟା ଦେଇଛନ୍ତି। ପାକିସ୍ତାନ…

ପଥର କୋଇଲା ବୋଝେଇ ପିକ୍‌ଅପ୍‌ ଜବତ, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ଦେବଗଡ଼,୨ା୨(ଶଶାଙ୍କ ଶେଖର ଝାଙ୍କର): ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ ଖିଲେଇ ନିକଟରୁ ବେଆଇନ ପଥର କୋଇଲା ବୋଝେଇ ଏକ ପିକ୍‌ଅପ୍‌କୁ ପୋଲିସ ଜବତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri