ଏଇ ଭାରତରେ

ନଡ଼ିଆକତାକୁ ସାମଗ୍ରୀ ତିଆରି କରିବାରେ ଯେତିକି ବ୍ୟବହାର କରାଯାଉଛି ତାହାଠାରୁ ଅଧିକ ବର୍ଜ୍ୟ ଆକାରରେ ପିଙ୍ଗି ଦିଆଯାଉଛି। ତେବେ ଏହି କତା ବର୍ଜ୍ୟକୁ କେରଳର ଅର୍ଦ୍ରା ନାୟର ସଂଗ୍ରହ କରି ସେଥିରୁ ପ୍ୟାକେଜିଂ ଉତ୍ପାଦ ପ୍ରସ୍ତୁତ କରୁଛନ୍ତି। ଅର୍ଦ୍ରାଙ୍କ ବୟସ ୨୯ । ସେ ୨୦୧୨ରେ ଗ୍ରୀନାମୋର କମ୍ପାନୀ ପ୍ରତିଷ୍ଠା କରି ଠିକ୍‌ ପ୍ଲାଷ୍ଟିକ ଭଳି ଦେଖାଯାଉଥିବା ପରିବେଶ ଉପଯୋଗୀ ବାୟୋପଲିମର ଉତ୍ପାଦନ କରୁଛନ୍ତି, ଯାହା ଖାଦ୍ୟ, ଔଷଧ ଏବଂ କସ୍‌ମେଟିକ ପ୍ୟାକେଜିଂରେ ବ୍ୟବହାର ହେଉଛି। ଏହି ପ୍ୟାକେଜିଂ ଉତ୍ପାଦ ବିଘଟନ ଯୋଗ୍ୟ ଏବଂ କମ୍‌ ଦିନରେ ମାଟିରେ ମିଶିଯାଉଛି। ଏହା ପ୍ଲାଷ୍ଟିକ ପଲିମର୍‌ର ପ୍ରଦୂଷଣକାରୀ ପ୍ରଭାବରୁ ପରିବେଶକୁ ରକ୍ଷା କରିବାରେ ପ୍ରମୁଖ ଭୂମିକା ନେଇପାରିବ। ଏହା ସହ ଅର୍ଦ୍ରାଙ୍କ ଦ୍ୱାରା ପ୍ରସ୍ତୁତ ଏହି ପରିବେଶ ଉପଯୋଗୀ ପ୍ୟାକେଜିଂ ଉତ୍ପାଦ ବି ଖାଦ୍ୟକୁ ପ୍ଲାଷ୍ଟିକର ବିଷାକ୍ତ କରାଇବାରୁ ସୁରକ୍ଷିତ ରଖିପାରିବ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଜିଲା ମାଟ୍ରିକ୍‌ ଫଳ: କମିଛି ପାସ୍‌ ହାର, ବଢ଼ିଛି A-1 ଗ୍ରେଡ୍‌

ବରଗଡ଼,୩ା୫(ପ୍ରେମାନନ୍ଦ ଖମାରୀ): ଗତବର୍ଷ ଏବଂ ଚଳିତବର୍ଷ ମାଟ୍ରିକ ପରୀକ୍ଷାଫଳକୁ ତୁଳନା କଲେ ସମାନ ଦିନରେ ପରୀକ୍ଷାଫଳ ପ୍ରକାଶ ପାଇଛି। କିନ୍ତୁ ଏଥର ପରୀକ୍ଷାଫଳ ଗତବର୍ଷ ପରୀକ୍ଷା ଫଳ…

ଦିଲ୍ଲୀର ବିବେକ ବିହାରରେ ୪ ମହଲା କୋଠାରେ ଅଗ୍ନିକାଣ୍ଡ, ୯ ଜଣଙ୍କର ମୃତ୍ୟୁ

ନୂଆଦିଲ୍ଲୀ,୩।୫: ଶନିବାର ରାତିରେ ଦିଲ୍ଲୀର ଶାହଦରାର ବିବେକ ବିହାର ଅଞ୍ଚଳରେ ଏକ ଚାରି ମହଲା ବିଶିଷ୍ଟ ଆବାସିକ କୋଠାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା। ଅଗ୍ନିକାଣ୍ଡ ଯୋଗୁ ପୋଡ଼ିଯିବା…

ଇରାନର ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କଲା ଆମେରିକା, କଡ଼ା ଜବାବ ରଖିଲା ତେହରାନ

ତେହରାନ,୩।୫: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ଏବଂ ଉତ୍ତେଜନା ଜାରି ରହିଛି। ଏହା ମଧ୍ୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ଅଲି ବାଘେରି କାନି ଶନିବାର…

ବିନା ଟ୍ୟୁସନରେ ମାଟ୍ରିକ୍‌ ଟପ୍ପର, ବଡ଼ ହେଲେ ଡାକ୍ତର ହେବେ କହିଲେ ଦୀପଶିଖା

ବରଗଡ଼,୩ା୫(ପ୍ରେମାନନ୍ଦ ଖମାରୀ): ବିଦ୍ୟାଳୟରେ ପାଠପଢ଼ା ବ୍ୟତୀତ ଘରେ ଦୈନିକ ୬ରୁ ୭ଘଣ୍ଟା ପଢ଼ୁଥିଲି। ଟ୍ୟୁସର ପଢ଼ୁ ନ ଥିଲି। ପଦ୍ମପୁରସ୍ଥିତ ନାନା ମମତା(ବାପାଙ୍କ ଭଉଣୀ) ଘରେ ରହୁଛନ୍ତି…

‘ଭାଜପା ୫୦୦-୭୦୦ ଭୋଟରେ ଆଗେଇଲେ ପୁଣିଥରେ ହେବ ଗଣତି!’, TMC କର୍ମୀଙ୍କୁ ବଡ଼ ବାର୍ତ୍ତା ଦେଲେ ମମତା

କୋଲକାତା,୩।୫: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଏବଂ ତୃଣମୂଳ କଂଗ୍ରେସ ସୁପ୍ରିମୋ ମମତା ବାନାର୍ଜୀ ଶନିବାର ଦଳର କାଉଣ୍ଟିଂ ଏଜେଣ୍ଟମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଯେ ଯେଉଁ ବୁଥ୍ରେ ବିଜେପି ୫୦୦…

ଯୋଗ ଦିବାରାତ୍ରି

ଭାରତ ନେତୃତ୍ୱରେ ସାରା ବିଶ୍ୱରେ ପାଳିତ ଯୋଗଦିବସରେ ଶହଶହ ଯୋଗୀ ଓ ଯୋଗିନୀ ବିଭିନ୍ନ ଆସନ, ପ୍ରାଣାୟାମ ଇତ୍ୟାଦି ପତଞ୍ଜଳିକୃତ ଯୋଗମାର୍ଗ ପ୍ରଦର୍ଶନ କରନ୍ତି । ଯୋଗ କଲେ…

ସବୁଜ ଶକ୍ତି ଓ ନିଯୁକ୍ତି ସୁଯୋଗ

ଶ୍ୱତାପନ ଓ ଜଳବାୟୁ ପରିବର୍ତ୍ତନ ପରି ଗମ୍ଭୀର ପରିବେଶ ସମସ୍ୟାର ପ୍ରଚ୍ଛଦରେ ରହିଛି ଶକ୍ତି ଉତ୍ପାଦନର ପ୍ରମୁଖ ଉତ୍ସ କୋଇଲା, ପେଟ୍ରୋଲିୟମ ତୈଳ ଏବଂ ପ୍ରାକୃତିକ ଗ୍ୟାସ…

ପକ୍ଷପାତ ବିଚାର

ଆପଣ ଯଦି ଜଣେ ସାଧାରଣ ବ୍ୟକ୍ତି, ତେବେ ଯେକୌଣସି ଦଳକୁ ସମର୍ଥନ କରିପାରିବେ ଏବଂ ଭୋଟ ଦେଇପାରିବେ। ଡିଏମ୍‌କେ, ଏଡିଏମ୍‌କେ, ଟିଡିପି, ଏନ୍‌ସିପି, ପିଡିପି, ଟିଏମ୍‌ସି, ଆଇଏନ୍‌ସି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri