ଏଇ ଭାରତରେ

ଜଳବାୟୁ ପରିବର୍ତ୍ତନ ସଙ୍କଟ ଗମ୍ଭୀର ହେବାରେ ଲାଗିଛି। ପ୍ରାକୃତିକ ବିପର୍ଯ୍ୟୟର ତୀବ୍ରତା ବୃଦ୍ଧି ପାଉଥିବାବେଳେ କୃଷି ଓ ଜୀବନ ଜୀବିକା ପ୍ରଭାବିତ ହେଉଛି। ଏହାକୁ ନେଇ ଜାତୀୟ ତଥା ଅନ୍ତର୍ଜାତୀୟ କ୍ଷେତ୍ରରେ ସଚେତନତା କାର୍ଯ୍ୟକ୍ରମ ଚାଲୁଥିବାବେଳେ ବ୍ୟକ୍ତିଗତ ସ୍ତରରେ ଯେଉଁ କେତେଜଣ ଆଗକୁ ଆସିଛନ୍ତି ସେମାନଙ୍କ ମଧ୍ୟରେ ଚଞ୍ଚଳ କନଓ୍ବର ସିଂ ଅନ୍ୟତମ। ସେ ଏକାକୀ ଭାରତରେ ୨୦,୩୯୭ କି.ମି. ସାଇକେଲରେ ଯାଇ ଜଳବାୟୁ ପରିବର୍ତ୍ତନ ସମ୍ପର୍କରେ ଲୋକଙ୍କୁ ସଚେତନ କରୁଛନ୍ତି। ସେ ୬ ମାସ ଧରି ପ୍ରାୟ ସବୁ ରାଜ୍ୟକୁ ଯାଇଛନ୍ତି। ସେ ତାଙ୍କ ଯାତ୍ରା ୨୮ ଅଗଷ୍ଟ ୨୦୨୨ରେ ଆରମ୍ଭ କରି ଚଳିତବର୍ଷ ଫେବୃଆରୀରେ ଶେଷ କରିଛନ୍ତି। ଏହି ଯାତ୍ରା ସମୟରେ ସେ ସର୍ବନିମ୍ନ ଆବଶ୍ୟକତାକୁ ଆଧାର କରି ଜୀବନ ବିତାଇଛନ୍ତି। ଚଞ୍ଚଳଙ୍କ ବୟସ ୩୯। ଏହି ସାଇକେଲ ଯାତ୍ରା ସମୟରେ ସେ ସ୍କୁଲ ଓ କଲେଜଗୁଡ଼ିକୁ ଯାଇ ସଚେତନତା ବର୍ତ୍ତା ଦେଇଛନ୍ତି। ଏହାସହ ପରିବେଶ କାର୍ଯ୍ୟକ୍ରମ ସହ ଜଡ଼ିତ ସବୁ ରାଜ୍ୟର କର୍ମଚାରୀଏବଂ ପରିବେଶବିତ୍‌ଙ୍କ ସହ ମଧ୍ୟ ଆଲୋଚନା କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭୟାବହ ଅଗ୍ନିକାଣ୍ଡ: ଚାଲିଗଲା ୪ ଜୀବନ, ଗାଁରେ ଶୋକାକୁଳ

ଯାଜପୁର,୧୧।୮: ଦୀପାବଳିର ଆଲୋକରେ ସାରା ଦୁନିଆ ଝଲସୁଥିବା ବେଳେ ଯାଜପୁର ଜିଲା ବାଲିଚନ୍ଦ୍ରପୁର ଅଞ୍ଚଳରେ ଘଟିଛି ଏକ ଛାତିଥରା ଘଟଣା। ଏହା ସାରା ଅଞ୍ଚଳକୁ ସ୍ତବ୍ଧ କରିଦେଇଛି।…

ଦୀପାବଳି ପାଇଁ ଯାଉଥିଲେ ଗାଁକୁ, ବାଟରେ ଘଟିଲା ଦୁର୍ଘଟଣା, ଆଉ ତା’ପରେ…

ଦିଗପହଣ୍ଡି,୮।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ପଞ୍ଚାୟତ ଆଦିକନ୍ଦପୁର ଗ୍ରାମର ମନୋଜ କୁମାର ଗୌଡ଼ ନାମକ ଜଣେ ଯୁବକ ରବିବାର ଏକ ଅଟୋ…

ରାଷ୍ଟ୍ରପତି, ଉପରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦି, ଦୀପାବଳିରେ ଦେଲେ…

ନୂଆଦିଲ୍ଲୀ,୮।୧୧: ଦୀପାବଳି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ଦୀପାବଳି ଶୁଭେଚ୍ଛା ଜଣାଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଧ୍ୟ ପ୍ରଧାନମନ୍ତ୍ରୀଙ୍କୁ…

ଦୀପାବଳିରେ କୁଡୁମି ସମାଜର ଗୋଠ ପୂଜା, ଧିଙ୍ଗୁଆନ ପର୍ବ

କାଳିଆପାଣି,୮।୧୧: ଦୀପାବଳି ଅବସରରେ କୁଡୁମି ସମାଜର ଗୋଠପୂଜା ଏବଂ ଧିଙ୍ଗୁଆନ ପର୍ବ ରବିବାର ଅନୁଷ୍ଠିତ ହୋଇଯାଇଛି । କୁଡୁମି ସମାଜ ନିଜ ପାରମ୍ପରିକ ରୀତି ନୀତିକୁ ବିଶ୍ୱାସ…

ମହିଳା କର୍ମଚାରୀଙ୍କୁ ଏହି ଗିଫ୍ଟ ଦେଲେ କେଏଲ୍‌ ରାହୁଲ, ଚାରିଆଡୁ ପ୍ରଶଂସା

ନୂଆଦିଲ୍ଲୀ,୮।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଦିନିକିଆରେ ବ୍ୟାଟିଂରେ ଚମତ୍କାର କରିବା ସହ ମଇଦାନ ବାହାରେ ନିଜର ମହାନତା ଦେଖାଇଛନ୍ତି ଭାରତୀୟ ୱିକେଟ୍‌କିପର ବ୍ୟାଟର କେଏଲ୍‌ ରାହୁଲ ।…

ମର୍ମନ୍ତୁଦ ଦୁର୍ଘଟଣା: ଦୀପାବଳିରେ ଲିଭିଗଲା ୩ ଜୀବନ

ନୟାଗଡ଼/ଦଶପଲ୍ଲା,୮।୧୧(ଲୋକନାଥ ମିଶ୍ର/ପ୍ରକାଶ ପାଣି): ଆଲୋକର ପର୍ବ ‘ଦୀପାବଳି’ ପାଇଁ ଗାଁରୁ ସହର ସବୁଠି ଉତ୍ସବମୁଖର। ଏହି ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ନୟାଗଡ଼…

ପେଟବ୍ୟଥା-ବାନ୍ତି….. ଦୀପାବଳିରେ ଗୁପଚୁପ ଖାଇ ୧୦୦ରୁ ଅଧିକ ଅସୁସ୍ଥ

ଲକ୍ଷ୍ନୌ,୮।୧୧: ଦୀପାବଳି ପର୍ବର ଖୁସି ଭିତରେ ଉତ୍ତରପ୍ରଦେଶର ସିଦ୍ଧାର୍ଥନଗର ଜିଲାରେ ଖାଦ୍ୟ ବିଷକ୍ରିୟାର ଏକ ବଡ଼ ଘଟଣା ସାମ୍ନାକୁ ଆସିଛି। ଗୁପ୍‌ଚୁପ୍‌ ଖାଇ ୧୦୦ରୁ ଅଧିକ ଲୋକ…

ରେଳ ଧାରଣାରେ ଦମ୍ପତିଙ୍କ ଝଗଡ଼ା ନେଲା ୩ ଜୀବନ, ବଞ୍ଚାଇବାକୁ ଯାଇ ଟ୍ରେନ୍‌ ଧକ୍କାରେ…

ଜୟପୁର,୮ା୧୧: ରାଜସ୍ଥାନର ବିକାନେର ଜିଲାରେ ରବିବାର ଏକ ଦୁଃଖଦ ରେଳ ଦୁର୍ଘଟଣା ଘଟିଛି । ରେଳ ଧାରଣାରେ ଝଗଡ଼ା କରୁଥିବା ଏକ ଦମ୍ପତିଙ୍କୁ ବଞ୍ଚାଇବାକୁ ଯାଇ ଟ୍ରେନ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?