ଏଇ ଭାରତରେ

ପୋଲିସ ଚାକିରି କରି ସମାଜ ସେବାରେ ସମୟ ଦେଉଛନ୍ତି ପି. କାର୍ତ୍ତିକ। ତାମିଲନାଡୁର ଛେଙ୍ଗଲାପେଟ ଟାଉନ ଥାନାର କନ୍‌ଷ୍ଟେବଲ ଭାବେ ଦାୟିତ୍ୱ ନିର୍ବାହ କରିବା ସହ ସେ ଅଜଣା ମୃତଦେହ ଦାହ ସଂସ୍କାର କରୁଛନ୍ତି। ଏବେ ସୁଦ୍ଧା ସେ ୭୦ଟି ଅଜଣା ମୃତଦେହ ଦାହ କରିସାରିଲେଣିି, ଯେଉଁମାନଙ୍କର କେହି ଦାବିଦାର ନାହାନ୍ତି। ଏହି କାମ କାର୍ତ୍ତିକ ୩ ବର୍ଷ ହେଲା କରୁଛନ୍ତି। ଭାରତର ବିଭିନ୍ନ ଅଞ୍ଚଳର ବସ୍‌ଷ୍ଟାଣ୍ଡ, ରେଳ ଲାଇନ, ମନ୍ଦିର ପାଖ ଏବଂ ହସ୍ପିଟାଲରେ ଅନେକ ଶହ ଲୋକଙ୍କର ମୃତ୍ୟୁ ଘଟୁଛି, ଯାହାଙ୍କର କେହି ନାହାନ୍ତି। ତେବେ ଛେଙ୍ଗଲପଟିରେ କାର୍ତ୍ତିକ ଯେଉଁ କାର୍ଯ୍ୟ କରୁଛନ୍ତି ତାହା ଅନ୍ୟ ଅଞ୍ଚଳ ପାଇଁ ପ୍ରେରଣାଦାୟକ। କାର୍ତ୍ତିକ ଜଣେ ମହିଳାଙ୍କ ମୃତଦେହ ଦାହ କରିବାରୁ ଏହି କାର୍ଯ୍ୟ ଆରମ୍ଭ କରିଥିଲେ। ସେହି ମହିଳାଜଣକ ଛେଙ୍ଗଲପେଟର ଚର୍ଚ୍ଚ ବାହାରେ ଭିକ୍ଷାବୃତ୍ତି କରି ରହୁଥିଲେ। ତାଙ୍କର ମୃତ୍ୟୁ ହେବା ପରେ ମୃତଦେହକୁ ନେବା ଲାଗି କେହି ନ ଆସିବାରୁ ସେ ତାହାକୁ ହସ୍ପିଟାଲର ଶବଗୃହରେ ୩ ମାସ ରଖିବା ପରେ ଦାହ କରିଥିଲେ । ସେବେଠାରୁ ସେ ଏହି କାର୍ଯ୍ୟ ଜାରି ରଖିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳ-ଶନିଙ୍କ କେନ୍ଦ୍ରଯୋଗ; ୪ ରାଶିଙ୍କ ଭଲଦିନ ଆରମ୍ଭ, ବଢିବ ଅପର୍ଯ୍ୟାପ୍ତ ଧନ…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ୧ ସେପ୍ଟେମ୍ବର, ୨୦୨୬ ଠାରୁ, ମଙ୍ଗଳ ଏବଂ ଶନି ପରସ୍ପରଠାରୁ ୯୦ ଡିଗ୍ରୀ କୋଣରେ ଅବସ୍ଥିତ ହେବେ। ଜ୍ୟୋତିଷ ଶାସ୍ତ୍ରରେ ଏହାକୁ କେନ୍ଦ୍ର…

ମା’ ଦଣ୍ଡକାଳୀ ମନ୍ଦିର ଦାନହୁଣ୍ଡି ଭାଙ୍ଗି ଲୁଟିନେଲେ ଦୁର୍ବୃତ୍ତ, ପୂଜକ ଦେଖିବା ପରେ…

ଦିଗପହଣ୍ଡି/ପାଟପୁର,୧୯ା୮(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ପାଟପୁର ଥାନାଠାରୁ ମାତ୍ର ୫ ଶହ ମିଟର ଦୂରରେ ଥିବା ପଳାସପୁର ଗ୍ରାମ ନିକଟ ମା ’ ଦଣ୍ଡକାଳୀ…

ଓମର ଅବଦୁଲ୍ଲାଙ୍କୁ ଭେଟିବା ପରେ ବଡ଼ କଥା କହିଦେଲେ ଆମେରିକୀୟ ରାଷ୍ଟ୍ରଦୂତ, ଜମ୍ମୁ-କାଶ୍ମୀର….

ନୂଆଦିଲ୍ଲୀ, ୧୯।୮: ଭାରତରେ ଆମେରିକାର ରାଜଦୂତ ସର୍ଗିଓ ଗୋର୍ ବୁଧବାର ଜମ୍ମୁ-କଶ୍ମୀରକୁ ନେଇ ଭାରତର ଆଭିମୁଖ୍ୟ ସହ ସମାନ ମତ ରଖିଛନ୍ତି । ସେ ଜମ୍ମୁ-କଶ୍ମୀରକୁ ଭାରତର…

ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ଛାତ୍ରୀଙ୍କ ଆତ୍ମରକ୍ଷା ତାଲିମ

ଭଞ୍ଜନଗର,୧୯ା୮(ବାବୁଲା ପ୍ରଧାନ): ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ‘ଶକ୍ତିଶ୍ରୀ ଏମପାଓ୍ବାର୍‌ ସେଲ’ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ଆତ୍ମରକ୍ଷା ତାଲିମ ଶିବିର ବୁଧବାର ଉଦଘାଟିତ ହୋଇଯାଇଛି।…

‘ଅପରେଶନ ସିନ୍ଦୂର’ ଡକ୍ୟୁମେଣ୍ଟାରୀ: ହଜିଲା ପାକିସ୍ତାନର ନିଦ, ରାତି ୨ଟାରେ ଜାରି କଲା ବିବୃତ୍ତି

ଇସଲାମାବାଦ,୧୯।୮: ’ଅପରେଶନ ସିନ୍ଦୂର’ ଉପରେ ଆଧାରିତ ଡକ୍ୟୁମେଣ୍ଟାରୀକୁ ନେଇ ପାକିସ୍ତାନ ଉତ୍ତେଜିତ ହୋଇ ଉଠିଛି। ପାକିସ୍ତାନ ସେନାର ମିଡିଆ ୱିଙ୍ଗର ମୁଖପାତ୍ର ଲେଫ୍ଟନାଣ୍ଟ ଜେନେରାଲ ଅହମ୍ମଦ ସରିଫ…

ସାବଧାନ ଆସୁଛି ନିୟମ! ସରକାରୀ ଚାକିରିଆଙ୍କ କଟିବ ୨୦% ଦରମା

ନୂଆଦିଲ୍ଲୀ, ୧୯।୮: ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ସୋମବାର କହିଛନ୍ତି ଯେ, ଆଇନଗତ ଭାବେ ବିବାହ ବିଚ୍ଛେଦ (ଡିଭୋର୍ସ) ନନେଇ ପ୍ରଥମ ସ୍ତ୍ରୀଙ୍କୁ ଛାଡ଼ି ଅନ୍ୟ…

ବିଧାନସଭାରେ ଗୀତ ଗାଇଲେ ମହିଳା ବିଧାୟକ; ହସିଲେ ମୁଖ୍ୟମନ୍ତ୍ରୀ, କହିଲେ….

ଚେନ୍ନାଇ, ୧୯।୮: ତାମିଲନାଡୁରେ ଅଭିନେତାରୁ ରାଜନେତା ହୋଇଥିବା ସି. ଜୋସେଫ ବିଜୟଙ୍କ ସରକାର ବିଧାୟକମାନଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି । ସମସ୍ତ ବିଧାୟକଙ୍କୁ କାର୍ ମିଳିବା…

୧୦ଟି ୱିକେଟ ନେବା ସତ୍ତ୍ୱେ ମାନବ ସୁଥରଙ୍କୁ କାହିଁକି ମିଳିଲା ନାହିଁ ‘ପ୍ଲେୟାର ଅଫ ଦି ମ୍ୟାଚ’ ପୁରସ୍କାର? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୮: ଗାଲେରେ ଶ୍ରୀଲଙ୍କା ବିପକ୍ଷରେ ପ୍ରଥମ ଟେଷ୍ଟରେ ଭାରତୀୟ ସ୍ପିନ ଅଲରାଉଣ୍ଡର ମାନବ ସୁଥର ୧୦ ୱିକେଟ ନେଇଥିଲେ। ସେ ପ୍ରଥମ ଇନିଂସରେ ୪ ଜଣ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri