ଏଇ ଭାରତରେ

ଅଶୋକ ଗୁପ୍ତାଙ୍କ ବୟସ ୨୧। ହେଲେ ପରିବେଶ ସମ୍ପର୍କିତ ଉନ୍ନତ ବିଚାର ତାଙ୍କୁ ସମାଜରେ ଭିନ୍ନ ପରିଚୟ ଦେଇଛି। ସେ ଉତ୍ତରପ୍ରଦେଶର ମନୋରମା ନଦୀକୁ ସଫା କରିପାରିଛନ୍ତି। ଏଥିରେ ଅଶୋକଙ୍କ ସହ ତାଙ୍କ ସାଙ୍ଗମାନେ ସାମିଲ ହୋଇଛନ୍ତି। ମନୋରମା ନଦୀ ପ୍ଲାଷ୍ଟିକ ଓ ଅନ୍ୟାନ୍ୟ ବର୍ଜ୍ୟରେ ଭର୍ତ୍ତି ହେବା ଯୋଗୁ ଏହାର ଜଳାଧାର ବନ୍ଦ ହୋଇଯାଇଥିଲା। ଅଶୋକ ଏବଂ ତାଙ୍କ ସାଥୀମାନେ ଏହି ନଦୀରୁ ବର୍ଜ୍ୟ ସଫା କରିବା ପରେ ସେଥିରେ ଏବେ ଜଳ ପ୍ରବାହିତ ହେଉଛି। ସେମାନେ ୩୯ ଦିନରେ ୫୦୦ କେଜି ବର୍ଜ୍ୟ ସଫା କରିବା ପରେ ଜଳ ସ୍ରୋତ ସ୍ବାଭାବିକ ହୋଇପାରିଛି। ଆଶୋକଙ୍କ ଟିମ୍‌ ହାତରେ ଅଖା ଧରି ଏହି ବର୍ଜ୍ୟ ସଫା କରୁଛନ୍ତି। ପ୍ରଦୂଷିତ ଜଳଜନିତ ସଂକ୍ରମଣ ଓ ସାପ ଭୟକୁ ଖାତିର ନ କରି ସେମାନେ ଏହି କାର୍ଯ୍ୟକୁ ସଫଳତାର ସହ କରିପାରିଛନ୍ତି; ଏଥିପାଇଁ ସେ କୌଣସି ପାଣ୍ଠି ସଂଗ୍ରହ କରିନହାନ୍ତି କି ମେଶିନ ବ୍ୟବହାର କରିନାହାନ୍ତି କିମ୍ବା କୌଣସି ସଂଗଠନର ସହଯୋଗ ଲୋଡ଼ି ନାହାନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପିଲାଶୂନ୍ୟ ପଡ଼ିଆ

ଖେଳ ପଡ଼ିଆ ଆଜିକାଲି ମେଲା ପଡୁଛି। କେଉଁଠି ଘାସ ଉଠି ଗଲାଣି ତ କେଉଁଠି ଅନାବାନା ଗଛପତ୍ରରେ ଅସନା ହୋଇଗଲାଣି। ଯେଉଁଠି ପିଲାଙ୍କର ଗହଳଚହଳ ଲାଗି ରହୁଥିଲା…

ବଳିପଡ଼ୁଛନ୍ତି ବିଦ୍ୟାର୍ଥୀ

ଡାକ୍ତରୀ ପ୍ରବେଶିକା ପରୀକ୍ଷା ଏନ୍‌ଇଇଟି-ୟୁଜି ୨୦୨୬ରେ ବ୍ୟାପକ ଦୁର୍ନୀତି ହୋଇଛି ବୋଲି ଦେଶସାରା ‘ଘୋ’ ସୃଷ୍ଟି ହୋଇଥିବା ବେଳେ ସୁପ୍ରିମକୋର୍ଟ ୨୫ ମେ’ରେ ପରୀକ୍ଷା ପରିଚାଳନା କରିଥିବା…

ଭାରତର ବିକାଶ ଯାତ୍ରା

ଯେତେବେଳେ ମୁଁ ତିରୁପ୍ପୁରର ଏକ ବିଦ୍ୟାଳୟରେ ପଢୁଥିବା ଜଣେ ଛୋଟ ବାଳକ ଥିଲି, ସେତେବେଳେ ଆମ ଦେଶକୁ ନେଇ ମୋ ମନରେ ଅନେକ ସ୍ବପ୍ନ ଥିଲା। ମୋ…

ସାହିତ୍ୟରେ ଶସ୍ତା ରାଜନୀତି

ହଁଆଜ୍ଞା, ଅକବି ଓ ଅଲେଖକ ପ୍ରବଳ! ଚିନ୍ତାରେ କବି ଓ ଲେଖକକୁଳ। ସବଳ ଡମ୍ଫା,ଡହରା,ଟାଉଟର। ଦୁର୍ବଳ, ସ୍ରଷ୍ଟା, ସାଧକ, କଳାକାର। କବିବର ରାଧାନାଥ ରାୟଙ୍କ କାଳଜୟୀ କବିତାଂଶ;…

ବ୍ରିକ୍ସ: ସାମର୍ଥ୍ୟ ଅଛି ଶକ୍ତି ନାହିଁ

ବ୍ରିକ୍ସ କ୍ରମଶଃ ପ୍ରତିଷ୍ଠା ଲାଭ କଲେ ମଧ୍ୟ ଅନ୍ତର୍ଜାତୀୟ ଆହ୍ବାନଗୁଡିକୁ ମୁକାବିଲା କରିବାରେ ସଫଳ ହୋଇପାରୁନାହିଁ। ସେଥିପାଇଁ ଚଳିତ ମାସରେ ନୂଆଦିଲ୍ଲୀରେ ଅନୁଷ୍ଠିତ ବ୍ରିକ୍ସ ବୈଦେଶିକ ମନ୍ତ୍ରୀଙ୍କ…

ନକଲି ଆଇନଜୀବୀ

ଦେଶରେ ଥିବା ଆଇନଜୀବୀଙ୍କ ଶିକ୍ଷାଗତ ଯୋଗ୍ୟତା ଯାଞ୍ଚ ଲାଗି ବାର୍‌ କାଉନ୍‌ସିଲ୍‌ ଅଫ୍‌ ଇଣ୍ଡିଆ (ବିସିଆଇ) ପକ୍ଷରୁ ୨୦୨୫ ଜାନୁଆରୀରେ ଏକ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଏଥିରେ…

ଏଇ ଭାରତରେ

ନିଜେ ସମସ୍ୟାରେ ଥିଲେ ବି ଅନ୍ୟଙ୍କ ମୁହଁରେ ଖୁସି ଦେଖି ସନ୍ତୋଷ ଲାଭ କରନ୍ତି ଗୁଜରାଟ କଚ୍ଛର ଆମ୍ମା(ଶ୍ରଦ୍ଧା ନାମ)। ସେ ପ୍ରଚଣ୍ଡ ଗ୍ରୀଷ୍ଣ ପ୍ରବାହରେ ପଥଚାରୀଙ୍କୁ…

କେରଳର ନୂଆ କାଣ୍ଡାରି

ଦଶନ୍ଧିବ୍ୟାପୀ ବାମପନ୍ଥୀ ଶାସନର ଅବସାନ ଘଟାଇ ଯିଏ କଂଗ୍ରେସ ପାଇଁ ଈଶ୍ୱରଙ୍କ ନିଜ ଦେଶ କୁହାଯାଉଥିବା କେରଳରେ ମଞ୍ଚ ତିଆରି କରାଇବାରେ ପ୍ରମୁଖ ଭୂମିକା ନିର୍ବାହ କଲେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri