ଏଇ ଭାରତରେ

ନାଗପୁର ନିବାସୀ ଅଶୋକ ତେଭାନି ଅଦରକାରୀ ଓ୍ବେଡିଂ କାର୍ଡରୁ ଘରଚଟିଆଙ୍କ ପାଇଁ ବସା ତିଆରି କରୁଛନ୍ତି। ତାଙ୍କୁ ବୟସ ଏବେ ୭୪। ସେ ବ୍ୟାଙ୍କ ଚାକିରିରୁ ଅବସର ନେବା ପରେ ଏହି କାମ କରିଆସୁଛନ୍ତି। ୨୦୧୪ରେ ସେ ଘରଚଟିଆଙ୍କ ବଂଶ ଲୋପ ପାଇଯାଉଥିବା ବିଷୟ ଜାଣିବା ପରେ ସେମାନଙ୍କ ବଂଶ ବୃଦ୍ଧି ପାଇଁ ଅଦରକାରୀ ଓ୍ବେଡିଂ କାର୍ଡରେ ବସା ତିଆରି କରିବା ଆରମ୍ଭ କରିଥିଲେ। ସେବେଠାରୁ ସେ ମାସକୁ ୨୫ରୁ ୨୬ଟି ବସା ତିଆରି କରି ଆସୁଛନ୍ତି। ଏବେ ସୁଦ୍ଧା ସେ ୨,୭୨୫ ବସା ତିଆରି କରିସାରିଲେଣି। ଯେଉଁମାନେ ଘରଚଟିଆଙ୍କ ପାଇଁ ବସାକୁ ଘର ବାହାରେ ରଖୁଛନ୍ତି ଅଶୋକ ସେମାନଙ୍କୁ ତାହା ମାଗଣାରେ ଦେଉଛନ୍ତି। ଏହା ବ୍ୟତୀତ ସେ ନାଗପୁରର ବିଭିନ୍ନ ସ୍କୁଲରେ କର୍ମଶାଳାର ଆୟୋଜନ କରି ପିଲାଙ୍କୁ ଘରଚଟିଆ ବସା ତିଆରିର କୌଶଳ ଶିକ୍ଷା ଦେଉଛନ୍ତି। ଏହି କାର୍ଯ୍ୟରେ ତାଙ୍କୁ ଏକ ଏନ୍‌ଜିଓ ସହଯୋଗ କରୁଛି। ଚଳିତବର୍ଷ ମାର୍ଚ୍ଚ ଶେଷସୁଦ୍ଧା ସେ ନାଗପୁରର ଆଉ ଅଧିକ ୨୦ଟି ସ୍କୁଲରେ ଘରଚଟିଆ ସଂରକ୍ଷଣ ସମ୍ପର୍କରେ ସଚେତନତା କାର୍ଯ୍ୟକ୍ରମ ପାଇଁ ଯୋଜନା ରଖିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅଭିଷେକ ବାନାର୍ଜୀଙ୍କ ଉପରେ ଆକ୍ରମଣ ଘଟଣାରେ ବଙ୍ଗଳା ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ; ୫ ଅଭିଯୁକ୍ତ ଗିରଫ

ସୋନାରପୁର,୩୧।୫: ତୃଣମୂଳ କଂଗ୍ରେସ (ଟିଏମସି)ର ଜାତୀୟ ସାଧାରଣ ସମ୍ପାଦକ ଏବଂ ଏମପି ଅଭିଷେକ ବାନାର୍ଜୀଙ୍କ ଉପରେ ହୋଇଥିବା ଆକ୍ରମଣ ଘଟଣାରେ ପୋଲିସ ପାଞ୍ଚ ଜଣଙ୍କୁ ଗିରଫ କରିଛି।…

କେନ୍ଦ୍ରାପଡ଼ା ସହରରେ ଫୁଟିଲା ଗୁଳି

କେନ୍ଦ୍ରାପଡା, ୩୧ା୫ (ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଟାଉନ ଥାନା ଅନ୍ତର୍ଗତ ସହରସ୍ଥ ରଣପଡା ନିକଟ ଟାଉନ ହାଇସ୍କୁଲ ପଡ଼ିଆ ପାଖରେ ଶନିବାର ସନ୍ଧ୍ୟାରେ ଗୁଳି ଫୁଟିଛି। ଏଥିରେ କାହାରି…

ଖୁସି ଖବର, ପେଟ୍ରୋଲ-ଡିଜେଲ ଉପରେ ଟିକସ ହ୍ରାସ କଲେ ସରକାର: ସାଧାରଣ ଲୋକଙ୍କ ଉପରେ କ’ଣ ପଡ଼ିବ ପ୍ରଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୩୧।୫: କେନ୍ଦ୍ର ସରକାର ପେଟ୍ରୋଲ, ଡିଜେଲ ଏବଂ ATF ରପ୍ତାନି ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ଶନିବାର, ୩୦ ମଇରେ ଜାରି ଏକ ବିବୃତ୍ତି ଅନୁଯାୟୀ,…

୯ କିଲୋମିଟରର ଅକୁହା କାହାଣୀ

ଖର ରୌଦ୍ରତାପ। ପାଦ ପୋଡ଼ିଯାଉଛି, ଓଠ ଶୁଖିଯାଉଛି। ତା’ରି ଭିତରେ ଜଣେ ମହିଳା ନିଜର ୯୦ ବର୍ଷୀୟା ବୃଦ୍ଧା ଶାଶୁଙ୍କୁ ପିଠିରେ ବୋହି ପାହାଡ଼ିଆ ରାସ୍ତା, ପଥୁରିଆ…

ପ୍ରାଥମିକ ବିଦ୍ୟାଳୟରେ ଲେସନ ପ୍ଲାନ୍‌

ଦି କୌଣସି ଶିକ୍ଷା ଅଧିକାରୀ ବିଦ୍ୟାଳୟ ପରିଦର୍ଶନ ସମୟରେ ଲେସନ ପ୍ଲାନ ଦେଖିବା ପାଇଁ ଚାହାନ୍ତି ଏବଂ ଲେସନ ପ୍ଲାନକୁ ଆଧାରି କରି ଶ୍ରେଣୀଗୃହକୁ ସମୀକ୍ଷା କରିବାକୁ…

ଦ୍ୱନ୍ଦ୍ୱ ଦୂର ହେଉ

ଗାଈକୁ ଜାତୀୟ ପ୍ରାଣୀ ଘୋଷଣା କରିବା ସହ ସାରା ଭାରତରେ ଏହାର ହତ୍ୟା ନିଷେଧ ପାଇଁ ପ୍ରମୁଖ ମୁସଲିମ୍‌ ବ୍ୟକ୍ତିବିଶେଷ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି। ସର୍ବବୃହତ୍‌ ମୌଲବୀ…

ସୂର୍ଯ୍ୟା ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଏନକାଉଣ୍ଟରରେ ନିହତ; ମା’ କହିଲେ: ‘ଘର ଉପରେ ମଧ୍ୟ ବୁଲଡୋଜର ଚଲାଇ ଦିଅ’

ନୂଆଦିଲ୍ଲୀ,୩୧।୫: ଗାଜିଆବାଦରେ ସୂର୍ଯ୍ୟା ଚୌହାନ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଆସଦ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛି। ପୋଲିସ ଇନ୍ଦିରାପୁରମରେ ଆସଦକୁ ଏନକାଉଣ୍ଟରରେ ନିଯୁକ୍ତ କରିଥିଲା। ଏହି…

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri