ଏଇ ଭାରତରେ

ଦେଶୀ ଗଛର ସୁରକ୍ଷା କରୁଛନ୍ତି ମହାରାଷ୍ଟ୍ରର ଅନନ୍ତ ଭିକାଜି ତୟାଡେ। ସେ ୩୫୦ କିସମର ଦେଶୀ ଗଛ ପୁନରୁଦ୍ଧାର କରିପାରିଛନ୍ତି। ଅନନ୍ତ ୧୯୭୭ରେ ବିଦର୍ଭ ଅଞ୍ଚଳର ଫୁଲି ଗାଁରେ ଜନ୍ମଗ୍ରହଣ କରିଥିଲେ। ବଲ୍‌ଧାନା ଜିଲାର ଏହି ଗାଁର ଗ୍ରାମବାସୀ କୃଷି ଉପରେ ନିର୍ଭର କରିଥାନ୍ତି। ସେମାନେ ଉତ୍ପାଦନ ବୃଦ୍ଧି କରିବା ଲକ୍ଷ୍ୟରେ ଦେଶୀ ଗଛ ସବୁ କାଟି ଦେଇଥିଲେ, ଯାହାର ପୁନରୁଦ୍ଧାର କରିବା ଲାଗି ଅନନ୍ତ କାର୍ଯ୍ୟ କରୁଛନ୍ତି। ୨୦୦୮ରେ ସେ ପୁଣେସ୍ଥିତ ‘୧୪ ଟ୍ରି ଫାଉଣ୍ଡେଶନ’ରେ କାର୍ଯ୍ୟକରି ପରିସଂସ୍ଥା ପୁନରୁଦ୍ଧାର ବିଷୟରେ ଅଭିଜ୍ଞତା ହାସଲ କରିଥିଲେ। ପରେ ସେ ‘୮ ନେଚୁରାଲ୍ସ’ ସଂସ୍ଥା ଗଠନ କରି ୨୦୧୮ରେ ଭିଟେଲ ଗାଁରେ ଦୁଇଜଣ କର୍ମଚାରୀଙ୍କୁ ନେଇ ଏକ ନର୍ସରି କରିଥିଲେ। ପରେ ସେ ଦେଶୀ ଗଛର ମଞ୍ଜି ସଂଗ୍ରହ କରି ଫୁଲି ଓ କହ୍ନଓ୍ବୋଡ଼ି ଗାଁରେ ଆଉ ଦୁଇଟି ନର୍ସରି କରିଛନ୍ତି। ତିନୋଟି ନର୍ସରିରେ ୬ ଲକ୍ଷରୁ ଊର୍ଦ୍ଧ୍ୱ ଦେଶୀ ଗଛର ଚାରା ରହିଛି। ଏବେ ୩୫୦ ପ୍ରଜାତିର ଦେଶୀ ଗଛ ସଂରକ୍ଷିତ କରିପାରିଥିବାବେଳେ ସିଡ୍‌ ବ୍ୟାଙ୍କରେ ୨୫୦ରୁ ଅଧିକ କିସମର ଦେଶୀମଞ୍ଜି ରଖାଯାଇଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆପଣଙ୍କ ବୟସ କେତେ

ରାତିର ଗଭୀର ଅନ୍ଧକାର। ଗୋଟିଏ ଷ୍ଟ୍ରିଟ୍‌ଲାଇଟ୍‌ ତଳେ ଜଣେ ବୃଦ୍ଧ ବ୍ୟାକୁଳ ହୋଇ କିଛି ଖୋଜୁଥିଲେ। ସେହି ବାଟ ଦେଇ ଯାଉଥିବା ଜଣେ ଯୁବକ ତାଙ୍କୁ ଦେଖି…

ଆମେ କେମିତି ପୃଥିବୀକୁ ଦେଖୁଛୁ

ଏକଦା ମଣିଷ ଜାଣୁ ନ ଥିଲା ପୃଥିବୀ କେତେ ବଡ଼। ସେ ଜାଣୁଥିଲା କେବଳ ନିଜ ଗାଁ, ନଦୀ, ପାହାଡ଼, ଜଙ୍ଗଲ ଓ ଚାଷଭୂଇଁ । ତା’ପରେ…

ଅଦେଖା ଚାପ

ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ରାକେଶ ମେହେଟ୍ଟାଙ୍କ ମୃତ୍ୟୁ ଅତ୍ୟନ୍ତ ଦୁଃଖଦାୟକ। କିନ୍ତୁ ଜଣେ ପ୍ରତିଷ୍ଠିତ ପୂର୍ବତନ ସରକାରୀ ଅଧିକାରୀ ଏଭଳି ଏକ ଚରମ ପଦକ୍ଷେପ…

ଏଇ ଭାରତରେ

ଦେବେନ୍ଦ୍ର କୁମାରଙ୍କ ଜୀବନ ସଂଘର୍ଷ ଅତ୍ୟନ୍ତ ପ୍ରେରଣାଦାୟୀ। ତାଙ୍କୁ ମାତ୍ର ୨ ବର୍ଷ ବୟସ ହୋଇଥିବାବେଳେ ତାଙ୍କ ମାତାପିତାଙ୍କ ଦେହାନ୍ତ ହୋଇଗଲା। ସେତେବେଳେ ଦେବେନ୍ଦ୍ରଙ୍କ ପାଖରେ ରହିଗଲା…

ସମୟ-ସମାଜ-ମଣିଷ

ଏହି ସଂସାରରେ ସମୟ, ସମାଜ ଏବଂ ମଣିଷ ଏହି ତିନୋଟି ଗୋଟିଏ ସୂତାରେ ବନ୍ଧା ହୋଇଥିବା ଫୁଲ ଭଳି। ସମୟ କାହାରିକୁ ଅପେକ୍ଷା କରେନାହିଁ। ଏହା ନିରନ୍ତର…

ବିଭାଜିତ ବିଶ୍ୱ ବ୍ୟବସ୍ଥା

ପଚିଶବର୍ଷ ପୂର୍ବେ, ପୃଥିବୀର ଗତିପଥ ବଦଳିଯାଇଥିଲା। ପ୍ରାୟ ନୂତନ ସହସ୍ରାବ୍ଦୀର ସେହି ପ୍ରାରମ୍ଭିକ ସମୟରେ ଆମେରିକା ଏବଂ ରୁଷିଆରେ ନୂଆ ରାଷ୍ଟ୍ରପତି କ୍ଷମତାକୁ ଆସିଥିଲେ। ହେଲେ ୧୧…

ଆର୍ଥିକ କ୍ଷମତା ଓ ପ୍ରତିଭା

ଭାରତ ଭଳି ବିକାଶଶୀଳ ଦେଶରେ ଶିକ୍ଷାକୁ ସର୍ବଦା ରାଷ୍ଟ୍ର ଗଠନର ସବୁଠାରୁ ବଡ଼ ମାଧ୍ୟମ ବୋଲି ବିଚାର କରାଯାଇଛି । ହେଲେ ବିଡମ୍ବନାର ବିଷୟ , ଏବେ…

ମାର୍ବଲ୍ ମନ୍ଦିରର ଉତ୍ଥାନ

ମାର୍ୱଲ ମନ୍ଦିରଗୁଡ଼ିକୁ ଦେଖିଲେ ପ୍ରଥମେ ଏହା ଚାରିପାଖର ପରିବେଶ ନଜରକୁ ଆସେ। ଭିକ୍ଟୋରିଆନ୍‌ ଶୈଳୀର ଲନ୍‌, ମୋଗଲ ଆମୋଦପ୍ରମୋଦ ବଗିଚାର ଭ୍ରମ ସୃଷ୍ଟି କରୁଥିବା ଝରଣା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?