ଏଇ ଭାରତରେ

କେରଳର ଗିରିଜା କୁମାରୀ ମଧୁ ସ୍ନାୟବିକ ସମସ୍ୟା ଓ ମାନସିକ ଅନଗ୍ରସର ପିଲାଙ୍କ ଉନ୍ନତି ପାଇଁ କାର୍ଯ୍ୟ କରୁଛନ୍ତି। ସେ ରହୁଛନ୍ତି ଆଲପୁଝା ଜିଲା ଥାମାରାକୁଲାମ୍‌ରେ। ଗିରିଜା ମାନସିକ ଅନଗ୍ରସର ପିଲାଙ୍କୁ ଫୁଟ୍‌ବଲ ଖେଳ ଶିଖାଉଛନ୍ତି। ଏବେ ସୁଦ୍ଧା ତାଙ୍କ ପାଖରୁ ୨୫୦ ପିଲା ଫୁଟ୍‌ବଲ ଖେଳ ଶିଖି ସାରିଲେଣି। ଗିରିଜାଙ୍କ ଜନ୍ମ ଏକ କୃଷକ ପରିବାରରେ। ସେ ଦ୍ୱାଦଶ ଶ୍ରେଣୀ ଯାଏ ପଢ଼ିଛନ୍ତି। ୨୦୨୧ରେ ସେ ସେରିବ୍ରାଲ ପ୍ଲାଜି ସ୍ପୋଟର୍‌ସ ଆସୋସିଏଶନ ଗଠନ କରିଥିଲେ ଏବଂ ଗାଁର ଏକ ଛୋଟ ପଡ଼ିଆରେ ମାନସିକ ଅନଗ୍ରସର ପିଲାଙ୍କୁ ଖେଳ ଶିଖାଇବା ଆରମ୍ଭ କରିଥିଲେ। ଏଥିପାଇଁ ପ୍ରାରମ୍ଭରୁ ଆବଶ୍ୟକ ଅର୍ଥ ଯୋଗାଡ଼ କରିବା କଷ୍ଟକର ହୋଇଥିଲା, ଯେଉଁଥିପାଇଁ ସେ ତାଙ୍କ ସୁନା ଅଳଙ୍କାର ବନ୍ଧକ ରଖି ୨ ଲକ୍ଷ ଟଙ୍କା ସଂଗ୍ରହ କରିଥିଲେ। ଖେଳିବା ଯୋଗୁ ଏଭଳି ପିଲାଙ୍କ ମନରେ ସାହସ ଓ ବନ୍ଧୁତ୍ୱ ଭାବନା ବଢ଼ିଛି। ଗିରିଜା ଏହି ପିଲାଙ୍କୁ ନେଇ ଗଠନ କରିଥିବା ଟିମ୍‌ ଜାତୀୟସ୍ତରୀୟ ୫ ପ୍ରତିଯୋଗିତାରେ ଏପରିକି ଖେଲୋ ଇଣ୍ଡିଆ ପାରା ଗେମ୍ସ ୨୦୨୩ରେ ବିଜୟୀ ହୋଇଥିଲେ। ଖେଳିବା ଦ୍ୱାରା ପିଲାଙ୍କ ମାନସିକ ସ୍ଥିତି ଭଲ ରହୁଛି ବୋଲି କହନ୍ତି ଗିରିଜା। ଗିରିଜା ଏହି କାମ କରିବା ସହ ନିଜ ପରିବାର ଚଳାଇବାକୁ ଟେଲରିଂ ବିଜ୍‌ନେସ କରୁଛନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନକୁ ହସ୍ତାନ୍ତର ହୋଇନାହିଁ ଅଙ୍ଗନୱାଡ଼ି କେନ୍ଦ୍ର: ବିପଦସଙ୍କୁଳ ସ୍କୁଲ ବାରଣ୍ଡାରେ ବସୁଛନ୍ତି ଶିଶୁ

ଲାଞ୍ଜିଗଡ଼,୧୬ା୯(ରମେଶ ଚନ୍ଦ୍ର ନାୟକ):କଳାହାଣ୍ଡି ଜିଲା ଲାଞ୍ଜିଗଡ଼ଠାରେ ୨୦୧୫ରେ ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ଆରମ୍ଭ ହୋଇ ସମ୍ପୂର୍ଣ୍ଣ ହେବାର ୪ ବର୍ଷରୁ ଅଧିକ ସମୟ ବିତିଯାଇଥିଲେ ମଧ୍ୟ ପ୍ରଶାସନକୁ…

ହଇଚଇ ସୃଷ୍ଟି କଲା ଅଭିଜିତ ଦୀପକେଙ୍କ ନୂଆ ପୋଷ୍ଟ, କହିଲେ- ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାରେ…

ନୂଆଦିଲ୍ଲୀ,୧୬।୯: ଉତ୍ତରପ୍ରଦେଶର ୧୪,୪୨୯ଟି ପରିଷଦୀୟ ପ୍ରାଥମିକ ବିଦ୍ୟାଳୟକୁ ‘ସ୍ମାର୍ଟ ସ୍କୁଲ’ ଭାବେ ବିକଶିତ କରାଯିବ। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ଏହି…

ବ୍ୟକ୍ତିନୀତି-ଗଣନୀତି-ଦୈବୀନୀତି

ପ୍ରାକ୍‌ ସ୍ବାଧୀନତା କାଳରେ ରାଜନୀତିର ସଂଜ୍ଞା ଓ ସ୍ବରୂପ ନିରୂପଣ କରିବା ଆଦୌ କଠିନ ନ ଥିଲା, ବରଂ ଅତ୍ୟନ୍ତ ସହଜ ସାଧ୍ୟ ଥିଲା। ମାତ୍ର ସ୍ବାଧୀନତା…

ମାନବଜାତିର ଭବିଷ୍ୟତ ପାଇଁ ଶିକ୍ଷାର ଭୂମିକା

ଶିକ୍ଷା ହେଉଛି ମାନବ ସଭ୍ୟତାର ଅତୀତ ଓ ଭବିଷ୍ୟତକୁ ଯୋଡ଼ିଥିବା ସବୁଠାରୁ ଦୃଢ଼ ସେତୁ। ପ୍ରାଚୀନ କାଳରେ ଯେତେବେଳେ ଶ୍ରେଣୀକକ୍ଷର କୌଣସି ନିର୍ଦ୍ଦିଷ୍ଟ କାନ୍ଥ ନ ଥିଲା,…

ମକର ରାଶିରେ ରାହୁଙ୍କ ପ୍ରବେଶ: ୨୦୨୮ ଯାଏ ୫ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ହାତକୁ ଆସିବ ପ୍ରଚୁର ଟଙ୍କା, ବ୍ୟବସାୟରେ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ ମକର ରାଶିକୁ କର୍ମ, ଅଧିକାର ଓ ସଂଘର୍ଷ ପରେ ସଫଳତାର ପ୍ରତୀକ ଭାବେ ଦେଖାଯାଏ। ଶନିଙ୍କ ଅଧିପତ୍ୟ ଥିବା ଏହି ରାଶିରେ…

ଅବହେଳିତ କଳାହାଣ୍ଡିର ଲୋକନୃତ୍ୟ ‘ଘୁମୁରା’: ପ୍ରଶିକ୍ଷଣ କେନ୍ଦ୍ରରେ ଝୁଲୁଛି ତାଲା

ଭବାନୀପାଟଣା, ୧୬ା୯ (ଉତ୍ତମ କୁମାର ଦାଶ):କଳାହାଣ୍ଡିର ଲୋକନୃତ୍ୟ ଘୁମୁରାକୁ ଆହୁରି ସମୃଦ୍ଧ କରିବା ପାଇଁ ରାଜ୍ୟ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡିଶା ସଂଗୀତ ନାଟକ ଏକାଡେମୀ ପକ୍ଷରୁ…

ଫ୍ରାଜାଇଲ ଫାଇଭ୍‌

ବର୍ତ୍ତମାନର କେନ୍ଦ୍ର ସରକାର ବାରମ୍ବାର କହୁଛନ୍ତି, ଦେଶରେ ସବୁ କିଛି ଠିକ୍‌ଠାକ୍‌ ଚାଲିଛି। ୨୦୧୪ ପୂର୍ବରୁ ଭାରତ ‘ଫ୍ରାଜାଇଲ ଫାଇଭ୍‌’ ଅର୍ଥନୀତିରେ ଥିବା ବେଳେ ଏହାର ଅଭିବୃଦ୍ଧି…

ଲୋନ୍‌ ନେଇଥିବା ଲୋକଙ୍କୁ ଲାଗିବ ବଡ଼ ଝଟକା: ମହଙ୍ଗା ହେବ EMI! ଅକ୍ଟୋବରରୁ RBI …

ନୂଆଦିଲ୍ଲୀ,୧୬।୯: ଯଦି ଆପଣ ବ୍ୟାଙ୍କରୁ ହୋମ ଲୋନ, କାର୍‌ ଲୋନ କିମ୍ବା ପର୍ସନାଲ ଲୋନ ନେଇଛନ୍ତି, ତେବେ ଆଗାମୀ ଦିନରେ ଆପଣଙ୍କ ଉପରେ ଅତିରିକ୍ତ EMI ବୋଝ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?