ଏଇ ଭାରତରେ

ଏକତା ନହର ରହୁଛନ୍ତି ନଏଡାର ଏକ ଆପାର୍ଟମେଣ୍ଟରେ। ପେସାରେ ସେ ଜଣେ ଚିତ୍ରଶିଳ୍ପୀ। ଏବେ ତାଙ୍କୁ ବୟସ ୩୫। ବିଲୁପ୍ତିର ଦ୍ୱାର ଦେଶରେ ଥିବା କେତେକ ପ୍ରଜାତିର ପକ୍ଷୀଙ୍କ ପାଇଁ ଏକତାଙ୍କ ଘର ବାଲ୍‌କୋନି ଏବେ ଏକ ସୁରକ୍ଷିତ ସ୍ଥାନ ପାଲଟିଛି। ସେ ବାଲକୋନିରେ ୫୦ ପ୍ରକାର ଗଛ ରଖିଛନ୍ତି। ଝଲନ୍ତା କୁଣ୍ଡରେ ବି ବହୁ କିସମର ଗଛ ଅଛିି। ୨୦୨୩ରେ ସେ ବାଲକୋନିରେ ବଗିଚା ଆରମ୍ଭ କରିଥିଲେ। ତେବେ ଏତେସବୁ ବ୍ୟବସ୍ଥା ସେ କେବଳ ପକ୍ଷୀଙ୍କ ପାଇଁ କରିଛନ୍ତି। ପ୍ରତିଦିନ ସକାଳେ ତାଙ୍କ ବାଲକୋନିକୁ ୨୦୦ରୁ ଊର୍ଦ୍ଧ୍ୱ ପକ୍ଷୀ ଆସୁଛନ୍ତି। ଘରଚଟିଆ, ହୁମିଙ୍ଗ ବାର୍ଡ, ଶୁଆ, ଲାଫିଙ୍ଗ ଡୋଭ, ସିଲଭରବିଲ୍ସ, କୋଇଲି ଆସି ଏକତାଙ୍ଗ ବାଲକୋନିରେ ଭିଡ଼ ଜମାଉଛନ୍ତି। ଏକତା ସେମାନଙ୍କ ପେଇଁ ଖାଦ୍ୟ ଓ ପାନୀୟ ବ୍ୟବସ୍ଥା କରିଛନ୍ତି। ସେ କାର୍ଡବୋଡ ଓ କାଠଗୁଣ୍ଡକୁ ଯୋଡ଼ି ପକ୍ଷୀଙ୍କ ପାଇଁ ବସା ତିଆରି କରିଛନ୍ତି। ହ୍ୟାଙ୍ଗିଂ ଫିଡର ମଧ୍ୟ ନିଜେ ତିଆରି କରିଛନ୍ତି ।
ଅଦରକାରୀ ଜିନିଷର ସେ ପୁନଃ ବ୍ୟବହାର କରି ସେ ଏଗୁଡ଼ିକ ତିଆରି କରିଛନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏଆଇ ବନାମ ଓଡ଼ିଆ ସାହିତ୍ୟ

ସଭ୍ୟତାର ବିକାଶ କ୍ରମରେ ମଣିଷ ନିଜର ବୁଦ୍ଧିମତ୍ତାକୁ ବ୍ୟବହାରକରି ଅନେକ ଅସାଧ୍ୟକୁ ସାଧନ କରିଛି। ସେଇ ପରିପ୍ରେକ୍ଷୀରେ ଚଳନ୍ତି ସମୟରେ ଆର୍ଟିଫିସିଆଲ୍‌ ଇଣ୍ଟେଲିଜେନ୍ସ ବା କୃତ୍ରିମ ବୁଦ୍ଧିମତ୍ତା(ଏଆଇ)…

ନାଟୋ ଓ ପ୍ରତିରକ୍ଷା ବଜାର

୧୯୩୯ ମସିହାରେ ଯେତେବେଳେ ଦ୍ୱିତୀୟ ବିଶ୍ୱଯୁଦ୍ଧ ଆରମ୍ଭ ହେଲା, ସେତେବେଳେ କାନାଡ଼ା ପାଖରେ କୌଣସି ଆଖିଦୃଶିଆ ସାମରିକ ଶିଳ୍ପ ନ ଥିଲା। ହେଲେ ୬ ବର୍ଷ ପରେ,…

ମୁଇଁ ପାଠ ପଢ଼ିନି ଆଜ୍ଞା

ବିକ୍ରମ ଦେବ ବିଶ୍ବବିଦ୍ୟାଳୟର ତୃତୀୟ ସ୍ବର୍ଣ୍ଣକ୍ଷେତ୍ର ଦିବସ ପାଳନ ଅବସରରେ ସମ୍ବର୍ଦ୍ଧିତ ହୋଇଥିଲେ ମାଣ୍ଡିଆ ରାଣୀ ନାମରେ ପରିଚିତା ଡ. ରାଇମତୀ ଘିଉରିଆ। କୋରାପୁଟ ଜିଲା କୁନ୍ଦୁରା…

ସନାତନ ଧର୍ମର ସାତ୍ତ୍ୱିକ ପରିଚୟ

ସନାତନ ଧର୍ମ ବିଷୟରେ ସମସାମୟିକ ଭାରତୀୟ ରାଜନୈତିକ ସ୍ତରରେ ସବୁଠୁ ବେଶି ଆଲୋଚନା ହେଉଛି, କିିନ୍ତୁ ଏହି ଶବ୍ଦକୁ ସବୁଠାରୁ କମ୍‌ ବୁଝାଯାଉଥିବା ଜଣାପଡ଼ୁଛି। ଶାବ୍ଦିକ ଅର୍ଥରେ…

ନିଷ୍ପ୍ରଭ ହେଉଛି ସାମୁଦ୍ରିକ ପ୍ରାଣୀଙ୍କ ଧ୍ୱନି

କଥାବାର୍ତ୍ତା ବା ଭାବର ଆଦାନପ୍ରଦାନ ଆବହମାନ ସମୟରୁ ରହିଆସିଛି। ଏ ସୃଷ୍ଟିର ବଡ଼ ବୈଚିତ୍ରତା ହେଉଛି ମଣିଷଠାରୁ ଜୀବଜଗତ, କୀଟପତଙ୍ଗ ସମସ୍ତଙ୍କର ଏହି ଧ୍ୱନି ପ୍ରକରଣ ଯେତିକି…

ଆମ ତୃଷ୍ଣାର କ’ଣ ବିକଳ୍ପ ନାହିଁ

ସାମାଜିକ ଗଣମାଧ୍ୟମର ଭିଡିଓ କ୍ଲିପ୍‌ ଦେଖୁଦେଖୁ ମୋର ନଜର ପଡ଼ିଲା ମଦଜନିତ ବିଶେଷ ଖବର ଉପରେ। ଜିଲା ପ୍ରଶାସନିକ ମୁଖ୍ୟ ଅର୍ଥାତ୍‌ ଜିଲାପାଳମାନେ ବି କେଡ଼େ କୌତୁକିଆ…

ସଂସ୍କୃତିର ଅନ୍ୟ ନାମ ସ୍ବଚ୍ଛତା

ଜାପାନୀ ଭାଷାରେ ଅଛି-‘ଟାଟ୍‌ସୁ ଟୋରି ଏଟୋ ଓ୍ବ ନିଗୋସାଜୁ’। ଏହାର ଆକ୍ଷରିକ ଇଂଲିଶ୍‌ ଅନୁବାଦ କଲେ ହେବ-‘ଏ ବାର୍ଡ ଲିଭ୍‌ସ ନଥିଂ ବିହାଇଣ୍ଡ’। ଓଡ଼ିଆରେ ଏହାକୁ କୁହାଯାଇପାରେ-‘ପକ୍ଷୀ…

ଏଇ ଭାରତରେ

ପିଲା ପାଠ ପଢ଼ିବା ସହ ମାଟି ପରୀକ୍ଷାର ଟେକ୍‌ନିକ ଶିଖୁଛନ୍ତି ପୁଣେ ଦୀପ ଗୃହ ଏକାଡେମୀରେ । ସେମାନେ ମାଟି ପରୀକ୍ଷା କୌଶଳ ଶିକ୍ଷା କରିବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri