ଏଇ ଭାରତରେ

ଉତ୍ତରପ୍ରଦେଶ କାନପୁର, ପ୍ରୟାଗରାଜ ଓ ଫାରୁଖାବାଦର ବିଭିନ୍ନ ପ୍ରାଥମିକ ବିଦ୍ୟାଳୟରେ ୧୦,୦୦୦ରୁ ଊର୍ଦ୍ଧ୍ୱ ଗଛ ଲଗାଯାଇଥିବାବେଳେ ସେଥିରୁ ୭୫ ପ୍ରତିଶତ ଗଛ ବଞ୍ଚାଇବାରେ ସଫଳ ହୋଇଛନ୍ତି ପିଲମାନେ। ଏହି ବୃକ୍ଷରୋପଣ କାର୍ଯ୍ୟକ୍ରମ ପଛରେ କାନପୁରର ବୈଭବ ରାଠୋରଙ୍କ ବଡ଼ ଭୂମିକା ରହିଛି। ସେ ୨୦୨୩ରେ ରିଭାମ୍ପ ଇଣ୍ଡିଆ ଫାଉଣ୍ଡେଶନ ଗଠନ କରି କାନପୁରର ପ୍ରାଥମିକ ସ୍କୁଲଗୁଡ଼ିକରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ। ଏହି ଜିଲା ସମେତ ପ୍ରୟାଗରାଜ ଓ ଫାରୁଖାବାଦର ୫୦-୬୦ ସ୍କୁଲରେ ୨୦-୩୦ ସ୍ବେଚ୍ଛାସେବୀ ଦ୍ୱାରା ଗଛ ଲଗାଇବା କାର୍ଯ୍ୟ ଚାଲିଛି। ଏହି ସ୍ବେଚ୍ଛାସେବୀମାନେ ପିଲାଙ୍କୁ ଗଚ୍ଛ ସମ୍ପର୍କିତ ଗଳ୍ପ ଶୁଣାଉଛନ୍ତି। ପିଲାମାନଙ୍କୁ ଗଛ ଉପରେ ଗଳ୍ପ ଓ କବିତା ଲେଖିବା ପାଇଁ ଉତ୍ସାହିତ କରାଯାଉଛି। ସ୍କୁଲରେ ମୁଖ୍ୟତଃ ଆମ୍ବ, ପିଜୁଳି, ଅଁଳା ଓ ଜାମୁ ଗଛ ଲଗାଯାଇ ତାହାର ନାମକରଣ କରାଯାଉଛି, ଏପରି କି ଶିକ୍ଷକଙ୍କ ନାମରେ ବି ରଖାଯାଇଛି। ପିଲାମାନେ ଛୋଟ ଛୋଟ ଗ୍ରୁପ୍‌ରେ ବିଭକ୍ତ ହୋଇ ପ୍ରତିଦିନ ଗଛରେ ପାଣି ଦେବା ସହ ତାହା ମୂଳରୁ ଘାସ ସଫା କରୁଛନ୍ତି। ପ୍ରତ୍ୟେକ ଗ୍ରୁପ ଅଧୀନରେ ନିର୍ଦ୍ଦିଷ୍ଟ ସଂଖ୍ୟକ ଗଛର ଦାୟିତ୍ୱ ନ୍ୟସ୍ତ କରାଯାଇଛି। ଏଭଳି ପଦକ୍ଷେପ ଯୋଗୁ ଅଧିକ ଗଛ ବଞ୍ଚିପାରୁଛି। ଏହାସହ ପିଲାମାନେ ସେମାନଙ୍କ ମାତାପିତାଙ୍କ ନାମରେ ଘରେ ଗଛ ଲଗାଇ ବଢ଼ାଉଛନ୍ତି। ବିଶେଷକରି ଜନ୍ମଦିନ ଉତ୍ସବରେ ପିଲାମାନେ ଗଛ ଉପହାର ଦେଉଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏସିଆନ ଚାମ୍ପିୟନ୍ସ ଟ୍ରଫି ହକି: ଚାଇନାକୁ ପରାସ୍ତ କରି ଭାରତର ବିଜୟ ଧାରା ଜାରି

ଜଳନ୍ଧର,୨୯ା୧୦: ଡିଫେଣ୍ଡିଂ ଚାମ୍ପିୟନ ଭାରତୀୟ ହକି ଦଳ ଚଳିତ ଏସିଆନ ଚାମ୍ପିୟନ୍ସ ଟ୍ରଫି ହକି ଟୁର୍ନାମେଣ୍ଟରେ ବିଜୟ ଧାରା ଜାରି ରଖିଛି। ଗୁରୁବାର ଅନୁଷ୍ଠିତ ମ୍ୟାଚ୍‌ରେ ଅଧିନାୟକ…

ଆମ୍ବୁଲାନ୍ସରେ ଭୟଙ୍କର ବିସ୍ଫୋରଣ: ୧୦ ମୃତ

କରାଚୀ, ୨୯ା୧୦ : ଦକ୍ଷିଣ ପାକିସ୍ତାନର ଏକ ସରକାରୀ ଚିକିତ୍ସାଳୟ ପରିସରରେ ଠିଆ ହୋଇଥିବା ଏକ ଆମ୍ବୁଲାନ୍ସ ଭିତରେ ଅକ୍ସିଜେନ ସିଲିଣ୍ଡର ବିସ୍ଫୋରଣ ଘଟି ଜଣେ ରୋଗୀଙ୍କ…

ଚିକେନ୍ କିଣିବାକୁ ଯାଇ ବିବାହିତ ଯୁବକ ନିଖୋଜ: ସୁଇଚ୍ ଅଫ୍ ଅଛି ମୋବାଇଲ୍ ଫୋନ୍, ପାଟଣା ଥାନାର ଦ୍ୱାରସ୍ଥ…

ପାଟଣା, ୨୯।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲ୍ଲା ପାଟଣା ଥାନା ଅନ୍ତର୍ଗତ ସାଧୁପଡ଼ାରେ ଭଡ଼ାଘରେ ରହୁଥିବା ଜଣେ ବିବାହିତ ଯୁବକ ଚିକେନ୍ କିଣିବାକୁ ବଜାରକୁ ଯାଇ…

ଡେରାବିଶ ବ୍ଲକରେ ୧.୦୬ କୋଟି ଟଙ୍କାର ସରକାରୀ ଅର୍ଥ ହଡ଼ପ: ସଦର ଥାନାରେ ବିଡ଼ିଓଙ୍କ ଏତଲା, ବରିଷ୍ଠ କିରାଣୀ ଫେରାର

ଡେରାବିଶ, ୨୯।୧୦ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକରେ କାର୍ଯ୍ୟରତ ବରିଷ୍ଠ କିରାଣୀ ଶଶିକାନ୍ତ ରଣା ଚଞ୍ଚକତା କରି ୧ କୋଟି ୬ ଲକ୍ଷ…

ନୀତୀଶଙ୍କ ଘନିଷ୍ଠ ସହଯୋଗୀ ଏବେ ହୋଇପାରନ୍ତି ସମ୍ରାଟଙ୍କ ପ୍ରମୁଖ ସଚିବ; ବିହାରକୁ ଫେରିବାକୁ ଯାଉଛନ୍ତି ଓଡ଼ିଶା କ୍ୟାଡରର ଆଇଏଏସ!

ପାଟନା,୨୯।୧୦: ଓଡ଼ିଶା କ୍ୟାଡରର ଭାରତୀୟ ପ୍ରଶାସନିକ ସେବା (IAS) ଅଧିକାରୀ ସଞ୍ଜୟ କୁମାର ସିଂହ, ଯିଏ ମୂଳତଃ ବିହାରର ବାସିନ୍ଦା, ତାଙ୍କୁ ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀଙ୍କ ପ୍ରମୁଖ…

ବାତ୍ୟା ଅର୍ଣ୍ଣବ ପ୍ରଭାବ, ଉପୁଡ଼ି ପଡ଼ିଲା ଗଛ, ଛିଣ୍ଡିଲା ବିଦ୍ୟୁତ୍‌ ତାର

ଲାଞ୍ଜିଗଡ଼, ୨୯ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକର ବିଭିନ୍ନ ସ୍ଥାନରେ ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଗଛ ପଡି ରାସ୍ତା ଅବରୋଧ ହୋଇଥିବା ବେଳେ ବିଦ୍ୟୁତ…

ତପ୍ତପାଣି ଘାଟିରେ ପ୍ରଳୟଙ୍କରୀ ରୂପ: ପାହାଡ଼ ଧସି ଭାସିଗଲା କଲଭର୍ଟ, ୩୨୬ ନମ୍ବର NHରେ ଗାଡ଼ି ଚଳାଚଳ ଠପ୍

ଦିଗପହଣ୍ଡି, ୨୯।୧୦ (ଅଶେଷ ନାଥ ମିଶ୍ର): ଲଗାଣ ବର୍ଷା ଯୋଗୁ ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିର ବେଲଗଡ଼ ନିକଟରେ ଥିବା ଏକ କଲଭର୍ଟ ପାହାଡ଼ିଆ ପାଣିର ପ୍ରବଳ…

ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ନେଇ ଚାଞ୍ଚଲ୍ୟକର ବୟାନ ଦେଲେ ୟୁସୁଫ ପଠାନ

ନୂଆଦିଲ୍ଲୀ,୨୯।୧୦: ପଶ୍ଚିମବଙ୍ଗର ମୁର୍ସିଦାବାଦରେ ସିଇସି ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରି ଏନସିପି ସାଂସଦ ୟୁସୁଫ ପଠାନ କହିଛନ୍ତି ଯେ ଏହି ଦେଶର ଯୁବକ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?