ଏଇ ଭାରତରେ

ଦେବେନ୍ଦ୍ର କୁମାରଙ୍କ ଜୀବନ ସଂଘର୍ଷ ଅତ୍ୟନ୍ତ ପ୍ରେରଣାଦାୟୀ। ତାଙ୍କୁ ମାତ୍ର ୨ ବର୍ଷ ବୟସ ହୋଇଥିବାବେଳେ ତାଙ୍କ ମାତାପିତାଙ୍କ ଦେହାନ୍ତ ହୋଇଗଲା। ସେତେବେଳେ ଦେବେନ୍ଦ୍ରଙ୍କ ପାଖରେ ରହିଗଲା ମାତ୍ର ୩ ଦିନର ଭଉଣୀ। ଦିଲ୍ଲୀର ଏକ ବସ୍ତିରେ ଏହି ଅସହାୟ ଭଉଣୀଭାଇଙ୍କୁ ସମ୍ପର୍କୀୟମାନେ ପାଳିିପୋଷି ବଡ଼ କଲେ। ଦେବେନ୍ଦ୍ର ୮ ବର୍ଷ ବୟସରେ ରାସ୍ତାରେ ବେଲୁନ୍‌ ବିକି ରୋଜଗାର କଲେ। ସମୟକ୍ରମେ ଜୀବନ ଜୀବିକାର ସୁରକ୍ଷା ନିଶ୍ଚିତ କରିବା ସକାଶେ ଏକ ସ୍ବେଚ୍ଛାସେବୀ ଭାବେ କାମ ଆରମ୍ଭ କରିଥିଲେ। ଏଠାରେ ତାଙ୍କୁ ଜନସେବକ ହେବାର ପ୍ରେରଣା ମିଳିଥିଲା। ପରେ ୨୦୧୦ରେ ସେ ଲାଡ୍‌ଲି ଫାଉଣ୍ଡେଶନ ଗଠନ କରି ବିପଜ୍ଜନକ ସ୍ଥିତିରେ ରହୁଥିବା ଝିଅ ଓ ମହିଳାଙ୍କୁ ସୁରକ୍ଷା ଦେବା ପାଇଁ କାମ ଆରମ୍ଭ କରିଥିଲେ। ଏହି ସଂସ୍ଥା ବାଲ୍ୟ ବିବାହ ରୋକିବା ସହ ବାଳିକା ଶିକ୍ଷା ଉପରେ କାମ କରୁଛି। ଦେବେନ୍ଦ୍ରଙ୍କ ସ୍ତ୍ରୀ ପାଙ୍ଖୁରୀ ସିଂଘଲ ଏହି କାର୍ଯ୍ୟରେ ଦେବେନ୍ଦ୍ରଙ୍କୁ ସହଯୋଗ କରୁଛନ୍ତି। ଲାଡ୍‌ଲି ଫାଉଣ୍ଡେଶନ ମାଧ୍ୟମରେ ସେ ଲକ୍ଷାଧିକ ପିଲାଙ୍କୁ କମ୍ପୁଟର ଓ ଧନ୍ଦାମୂଳକ ଶିକ୍ଷା ଦେଇସାରିଲାଣି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଜଙ୍ଗଲରେ ବାସସ୍ଥାନ ଓ ଖାଦ୍ୟ ଅଭାବ ଯୋଗୁ ହାତୀମାନେ ଜନବସତି ଆଡ଼କୁ ମୁହଁାଉଛନ୍ତି। ଫସଲ ଓ ଧନଜୀବନ ରକ୍ଷା କରିବା ପାଇଁ ମଣିଷ ସେମାନଙ୍କର ମୁକାବିଲା କରୁଛି।…

ବୈଶ୍ୱିକ କ୍ଷୁଧା ସୂଚକାଙ୍କରେ ଭାରତ

ଚଳିତ ୨୦୨୬ ମସିହାରେ ଗଣନା କରାଯାଇଥିବା ବୈଶ୍ୱିକ କ୍ଷୁଧା ସୂଚକାଙ୍କରେ ୧୨୨ଟି ଦେଶ ମଧ୍ୟରେ ଭାରତ ୧୦୩ତମ ସ୍ଥାନ ଅଧିକାର କରିଛି। ଏ କ୍ଷେତ୍ରରେ ଅର୍ଥନୈତିକ ଦୃଷ୍ଟିକୋଣରୁ…

ରହସ୍ୟଘେରରେ ନିଖୋଜ ଶିଶୁ

ସଭ୍ୟତାର କ୍ରମବିକାଶ ସହ ତାଳ ଦେଇ ଅନେକ ଅରୁଚିକର ଘଟଣା ପ୍ରତ୍ୟହ ସଂଘଟିତ ହୋଇ ଆମ ସଂସ୍କୃତି, ଐତିହ୍ୟ ଓ ଉଚ୍ଚ ପରମ୍ପରା ପ୍ରତି ଆହ୍ବାନ ସୃଷ୍ଟି…

କଥା ଓ କାମରେ ପ୍ରଭେଦ

ହିନ୍ଦୁତ୍ୱବାଦୀ ଚିନ୍ତାଧାରାରେ ଥିବା ଭାରତ ସମ୍ପୂର୍ଣ୍ଣ ଭାବେ ଏକ ସମ୍ପ୍ରଦାୟଭିତ୍ତିକ ରାଷ୍ଟ୍ର ନୁହେଁ ବୋଲି ମୁଁ ପୂର୍ବରୁ ଲେଖିଛି। ମୋ ଯୁକ୍ତି ହେଉଛି, ୨୦୦୮ ପୂର୍ବରୁ ନେପାଳ…

ଅନ୍ତର୍ଜାତୀୟ ରାଜନୀତିରେ ବିକ୍ଷୋଭ

ବିଶୃଙ୍ଖଳା, ବିକ୍ଷୋଭ, ବ୍ୟସ୍ତତା ଓ ବିପଯର୍‌ୟୟ ଆଜି ସର୍ବବ୍ୟାପୀ। ପୃଥିବୀବ୍ୟାପୀ ଏହି ବିପର୍ଯ୍ୟୟର ଅନ୍ତର୍ନିହିତ କାରଣ ଓ ଉଦ୍ଦେଶ୍ୟ ବୁଝିବା କଷ୍ଟକର। ଯେଉଁମାନଙ୍କ ଦୃଷ୍ଟିଭଙ୍ଗୀ ସଂକୀର୍ଣ୍ଣ, ସୀମାବଦ୍ଧ…

ଏଆଇ ଭସ୍ମାସୁର ନ ହେଉ

୧୯୫୦ ଦଶକରେ ପ୍ରଖ୍ୟାତ ଇଂରେଜ ଗଣିତଜ୍ଞ ଆଲାନ ଟର୍ନିଙ୍ଗ ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟର ପାକ୍ଷିକ ବିଜ୍ଞାନ ପତ୍ରିକା ମାଇଣ୍ଡରେ ‘କମ୍ପ୍ୟୁଟର ଯନ୍ତ୍ର ଓ ବୁଦ୍ଧିମତ୍ତା’ ଶୀର୍ଷକ ଏକ ଆଲେଖ୍ୟରେ…

ବିଶ୍ୱାସ କମୁଛି

ପ୍ରତ୍ୟେକ ଗୁରୁତ୍ୱପୂର୍ଣ୍ଣ ପଦବୀରେ କାର୍ଯ୍ୟକାଳ ବୃଦ୍ଧି ପ୍ରକ୍ରିୟା ଜାରି ରହିଛି। ଏହି କ୍ରମରେ ସମ୍ପ୍ରତି ପ୍ରତିରକ୍ଷା ସଚିବ ରାଜେଶ କୁମାର ସିଂହଙ୍କ କାର୍ଯ୍ୟକାଳକୁ ମୋଦି ସରକାର ୩୧…

ବିପର୍ଯ୍ୟୟ ପୀଡ଼ିତଙ୍କ ସେବା

ବିପର୍ଯ୍ୟୟ କେବେ ଆସିବ, କେଉଁଠି ଆସିବ ଏବଂ କେତେ ଜୀବନକୁ ପ୍ରଭାବିତ କରିବ, ତାହା କେହି ଜାଣିନାହାନ୍ତି। ବନ୍ୟାର ପ୍ରଖର ସ୍ରୋତ, ବାତ୍ୟାର ତାଣ୍ଡବ, ଭୂସ୍ଖଳନ, ଅଗ୍ନିକାଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?