ଏଇ ଭାରତରେ

ଏବେ ଦେଶରେ ବର୍ଜ୍ୟ ପରିଚାଳନା ପାଇଁ ଅନେକ ବ୍ୟକ୍ତି ଓ ସଂସ୍ଥା ଚେଷ୍ଟା କରୁଛନ୍ତି। ଏହି କ୍ରମରେ ହରିୟାଣା ବୁଦ୍ଧ କଲେଜ ଫ୍ୟାଶନ ଛାତ୍ରୀଛାତ୍ରଙ୍କ ଉଦ୍ୟମ ପ୍ରଶଂସନୀୟ। ସେମାନେ ଅଦରକାରୀ କନାରୁ ଆକର୍ଷଣୀୟ ବେଡ୍‌ଶିଟ ତିଆରି କରୁଛନ୍ତି । ପ୍ରାରମ୍ଭିକ ପର୍ଯ୍ୟାୟରେ ବର୍ଜ୍ୟ କନା ବା ପୋଷାକରୁ ପ୍ୟାଚ୍‌ଓ୍ବାର୍କ ଡିଜାଇନ ସୃଷ୍ଟି କରିବା ଲାଗି ସେମାନଙ୍କୁ କଲେଜ ତରଫରୁ ଦାୟିତ୍ୱ ଦିଆଯାଇଥିଲା ଏବଂ ପ୍ରତ୍ୟେକ ସ୍ତରରେ ସେମାନଙ୍କୁ ଉତ୍ସାହିତ କରାଯାଇଥିଲା। ଫଳରେ ଛାତ୍ରୀଛାତ୍ର ଏହା ଉପରେ ଗବେଷଣା ଆରମ୍ଭ କରି ସଫଳ ହୋଇଥିଲେ। ପରେ ସେମାନେ ଅଦରକାରୀ କନା ସଂଗ୍ରହ କରି ସେଥିରେ ନିଜସ୍ବ ହସ୍ତକଳାକୁ ସ୍ଥାନ ଦେଇଛନ୍ତି। ସମସ୍ତେ ପ୍ରସ୍ତୁତ କରୁଥିବା ରଙ୍ଗିନ ତଥା ହସ୍ତକଳା ସମ୍ବଳିତ କନାକୁ ଏକାଠି ସିଲାଇ କରି ବେଡ୍‌ଶିଟ କରାଯାଉଛି। ଏହା ହେଉଛି ଛାତ୍ରୀଛାତ୍ରଙ୍କ ସୃଜନଶୀଳତା, ଦଳଗତ କାର୍ଯ୍ୟ ଏବଂ ଡିଜାଇନ ସମ୍ପର୍କିତ ଉତ୍କର୍ଷତାର ପରିଚୟ । ଏହି କାର୍ଯ୍ୟ ଦ୍ୱାରା କଲେଜ ପିଲାମାନେ ସେମାନଙ୍କ ହସ୍ତକଳାର ବିଶେଷତା ପ୍ରତିପାଦନ କରିବା ସହ ସେମାନେ ଟେକ୍ସଟାଇଲ ବର୍ଜ୍ୟ ହ୍ରାସ କରିବାର ପଥ ଦେଖାଇଛନ୍ତି। ଗୋଟିଏ ପୂର୍ଣ୍ଣାଙ୍ଗ ବେଡଶିିଟ୍‌ କରିବା ଲାଗି ସେମାନଙ୍କୁ ୪୮ ଘଣ୍ଟା ସମୟ ଲାଗୁଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଉତ୍ତର ପ୍ରଦେଶର ଆମରୋହାରୁ ନିର୍ବାଚନ ଲଢ଼ିବେ କ୍ରିକେଟର ମହମ୍ମଦ ସାମି? ଭାଇରାଲ ହେଉଛି…

ନୂଆଦିଲ୍ଲୀ,୨୧।୯: ଭାରତୀୟ କ୍ରିକେଟ ଦଳକୁ ପ୍ରତ୍ୟାବର୍ତ୍ତନ ପାଇଁ ଉଦ୍ୟମ କରୁଥିବା ଦ୍ରୁତ ବୋଲର ମହମ୍ମଦ ସାମି ବର୍ତ୍ତମାନ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି। ତେବେ ଏଥର ଏହି ଚର୍ଚ୍ଚା…

ବୁମରାଙ୍କୁ ନେଇ BCCI ସହ ଅଗରକରଙ୍କ ମଧ୍ୟରେ ମତଭେଦ; ଗାଏକୱାଡ଼ଙ୍କୁ ନେଇ ମଧ୍ୟ ବିବାଦ

ନୂଆଦିଲ୍ଲୀ,୨୧।୯: ଅଜିତ ଅଗରକରଙ୍କୁ ନେଇ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ରୋହିତ ଶର୍ମାଙ୍କ ପ୍ରସଙ୍ଗରେ ବିସିସିଆଇ (BCCI)ର ବରିଷ୍ଠ ଅଧିକାରୀ ଏବଂ ଭିଭିଏସ ଲକ୍ଷ୍ମଣଙ୍କ ସହ ମତଭେଦକୁ…

ଧାନ ଫସଲରେ ବ୍ୟାପୁଛି ନଳିପୋକ, ଚକଡ଼ା ରୋଗ, ଚିନ୍ତାରେ ଚାଷୀ

ବରଗଡ଼,୨୧।୯(ପ୍ରେମାନନ୍ଦ ଖମାରୀ): ବର୍ଷା କମିଛି। ଗୁଳୁଗୁଳି ଆରମ୍ଭ ହୋଇଛି। ଏଭଳି ସ୍ଥିତିରେ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଧାନ ଫସଲରେ ନଲିପୋକ (ପତ୍ରପୋଡ଼ା), ଚକଡ଼ା…

ପୁରସ୍କାର ପସରା

ବୁଲାବିକାଳି ତା’ ପସରା ଧରି ନିତିଦିନିଆ ବେପାର କରେ ଗାଁ ଗାଁ ବୁଲି। ଯାହା ବିକ୍ରିବଟା ହୁଏ, ସେଥିରେ ଚଳେ। ପରିବାର ସଦସ୍ୟଙ୍କ ପେଟ ପୋଷେ। ବୁଲାବିକାଳିର…

ଆମେରିକା ଗସ୍ତ କରିବେ ସି ଜିନପିଙ୍ଗ, ଚାଇନା ସମ୍ପର୍କରେ ଟ୍ରମ୍ପ କାହିଁକି ନିଜ ନିଷ୍ପତ୍ତି ବଦଳାଇଲେ? ଜାଣନ୍ତୁ…

ଓ୍ବାଶିଂଟନ,୨୧।୯: ଏପରି ଏକ ସମୟ ଥିଲା ଯେତେବେଳେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନା ନାମ ନ ନେଇ ଆମେରିକୀୟ ଅର୍ଥନୀତି ଉପରେ ଆଲୋଚନା କରୁ ନଥିଲେ।…

ନିଃସନ୍ତାନ କର ଭଗବାନ

ମୋଟେ ସହଜ ନୁହେଁ ଭଗବାନଙ୍କୁ ଏମିତି ବର ମାଗିବା! ଶିଶୁ ସନ୍ତାନର ଓଠରୁ ଝରି ପଡୁଥିବା ‘ବାପା’ ଡାକ ଶୁଣିବାରେ ପିତୃତ୍ୱ ଯେମିତି ଅନିର୍ବଚନୀୟ ଉଲ୍ଲାସରେ ଜଡ଼ସଡ଼…

କ୍ଷଣସ୍ଥାୟୀ କରୁଛନ୍ତି କ୍ଷତି

ଭାରତ ନୂଆଦିଲ୍ଲୀଠାରେ ବ୍ରିକ୍ସ ଶିଖର ସମ୍ମିଳନୀ ଆୟୋଜନ କରି ବାହାବା ନେଲା। ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ ଓ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତକୁ ବିରାଟ…

ଭାରତ ମହାସାଗରରେ ବଡ଼ ବିସ୍ଫୋରଣ ଘଟାଇବ ଇରାନ; ଟ୍ରମ୍ପଙ୍କୁ ଦେଲା ଖୋଲା ଚେତାବନୀ!

ତେହରାନ,୨୧।୯: ଅନେକ ମାସ ବିତିଯାଇଥିଲେ ମଧ୍ୟ ଆମେରିକା ଏବଂ ଇରାନ ମଧ୍ୟରେ ଥିବା ବିବାଦ ସମ୍ପୂର୍ଣ୍ଣ ଭାବେ ଶେଷ ହୋଇନାହିଁ। ଏହି ପରିପ୍ରେକ୍ଷୀରେ, ଇରାନ ଏକ ଚେତାବନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?