ଏଇ ଭାରତରେ

ନିରବଚ୍ଛିନ୍ନ ପ୍ରୟାସ ଓ ଦୃଢ଼ ଇଚ୍ଛାଶକ୍ତି ଦ୍ୱାରା ସଫଳତା ମିଳେ, ଯାହା ପ୍ରମାଣ କରିଛନ୍ତି ରାଜସ୍ଥାନ ଏକାଲଖୋରି ଗାଁର ରାଣାରାମ ବିଷ୍ଣୋଇ । ଗଛ ପରିବେଶ ଓ ଜୀବନର ସୁରକ୍ଷା କରିବ ବୋଲି ସେ ୫ ଦଶନ୍ଧି ପୂର୍ବରୁ ଚିନ୍ତା କରିଥିଲେ ଏବଂ ବୃକ୍ଷରୋପଣ ଆରମ୍ଭ କରିଥିଲେ। ୮୬ ବର୍ଷୀୟ ରାଣାରାମ ଯୋଧପୁର ଜିଲାର ତାଙ୍କ ଗାଁ ନିକଟରେ ୧୦ ଏକର ଜମିରେ ୨୭,୦୦୦ ଗଛ ଲଗାଇ ବଢ଼ାଇପାରିଛନ୍ତି। ସେ ବିଶେଷକରି ଖଜୁରି, ନିମ୍ବ, ବବୁଲ ଗଛ ଲଗାଇଛନ୍ତି। ଏହିକ୍ରମରେ ଗଛ ଉତ୍ତାରିବାକୁ ତାଙ୍କୁ ୫ ଦଶନ୍ଧି ଲାଗିଯାଇଛି। ଦିନେ ଛାଡ଼ି ଦିନେ ସେ ଦୀର୍ଘ ୩ କିଲୋମିଟର ଦୂରରୁ ତାଙ୍କର ଜଣେ ବନ୍ଧୁଙ୍କ ଟ୍ୟୁବଓ୍ବେଲରୁୁ ଓଟ ଦ୍ୱାରା ପାଣି ଆଣି ଗଛ ବଢ଼ାଇଛନ୍ତି। ଗଛର ସୁରକ୍ଷା ପାଇଁ ସେ ବାଡ଼ ଦେଇଥିଲେ। ଏବେ ଗଛ ବଢ଼ିଗଲାଣି। ଲୋକେ ରାଣାରାମଙ୍କୁ ‘ଆହୁ’ ବା ଗଛ ମଣିଷ ବୋଲି ସମ୍ବୋଧନ କରୁଛନ୍ତି। ଏହି କାର୍ଯ୍ୟରେ ଗାଁର ମହିଳା ଓ ତାଙ୍କ ପରିବାର ଲୋକେ ମଧ୍ୟ ସହଯୋଗ କରିଛନ୍ତି। ଏବେ ଗଛ ଯୋଗୁ ମରୁବାଲି ଆଉ ଚାଷଜମିରେ ଜମା ହେଉନାହିଁ । ଫଳରେ ଲୋକେ ଚାଷ କରିପାରୁଛନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗାନ୍ଧୀ ବିଚାରରେ ପରିବେଶ ସୁରକ୍ଷା

ମହାକାଳର ଅସୀମ ଗର୍ଭରେ ଇତିହାସର ଅନେକ ପୃଷ୍ଠା ରକ୍ତର କାଳିରେ ଲେଖାଯାଇଛି, ଅନେକ ବିପ୍ଳବ କେବଳ କ୍ଷମତା ଆଉ ସାମ୍ରାଜ୍ୟବାଦର ମୋହରେ ଧୂଳିସାତ ହୋଇଯାଇଛି। କିନ୍ତୁ ବିଂଶ…

ନିର୍ମୂଳୀ ଚେର

ଅନେକ ଦଶନ୍ଧି ଧରି ଦେଶରୁ ଗରିବ ହଟାଇବା ଲକ୍ଷ୍ୟରେ ଅନେକ ଦୃଷ୍ଟାନ୍ତମୂଳକ ଯୋଜନା ପ୍ରଣୟନ କରାଯାଇଛି। ଅର୍ଥଶାସ୍ତ୍ରବିତ୍‌ଙ୍କ ସୁକଳ୍ପିତ ପରାମର୍ଶ, ସଂଗଠନ ସଦସ୍ୟଙ୍କ ମତାମତ ଏବଂ ରାଜନୀତିଜ୍ଞଙ୍କ…

ମାନବାଧିକାର ଓ ନେତୃତ୍ୱରେ ତ୍ରୁଟି

ଦ୍ବିତୀୟ ବିଶ୍ୱଯୁଦ୍ଧ ପରବର୍ତ୍ତୀ ସମୟରେ ଗଠିତ ଅନ୍ତର୍ଜାତୀୟ ବ୍ୟବସ୍ଥା ଏବେ ବୈଧତା ସଙ୍କଟର ସମ୍ମୁଖୀନ ହେଉଛି। ମାନବାଧିକାର ରକ୍ଷା କରୁଥିବା ବ୍ୟବସ୍ଥା ମଧ୍ୟ ଏଥିରୁ ବାଦ୍‌ ପଡ଼ୁନାହିଁ।…

ଆସ, ଗଢ଼ିବା ବିଦ୍ୟାଳୟ

କିଛି ଦିନ ତଳେ ଜଣେ ବନ୍ଧୁ କଥା ପ୍ରସଙ୍ଗରେ କହିଲେ, ସନ୍ତାନସନ୍ତତିଙ୍କ ପାଠପଢ଼ାକୁ ନେଇ ପରୀକ୍ଷା ନିରୀକ୍ଷା କରିହେବ ନାହିଁ। ସ୍ବାଧୀନତା ପରେ ପାଖାପାଖି ପଚାଶ ବର୍ଷ…

ଆକାଶର ତାରା

ବାପଛେଉଣ୍ଡ ପିଲାଟି ଯେତେବେଳେ ମା’କୁ ବାପା କାହାନ୍ତି ବୋଲି ପଚାରେ, ମା’ତାକୁ ଅନେକ କଥା କହି ବୁଝାଇଦିଅନ୍ତି। ଆଜି ଆସିବେ, କାଲି ଆସିବେ, ଅମୁକ ଜାଗାକୁ ଯାଇଛନ୍ତି…

ସୁଶ୍ରୁତଙ୍କ ଶଲ୍ୟଚିକିତ୍ସା

ଭାରତର ପ୍ରାୟ ପ୍ରତ୍ୟେକ ପାରିବାରିକ ସମାବେଶରେ କେହି ନା କେହି ଦାବି କରନ୍ତି ଯେ ପ୍ରାଚୀନ ଭାରତୀୟଙ୍କ ପାଖରେ ପ୍ଲାଷ୍ଟିକ୍‌ ସର୍ଜରି, ଟେଷ୍ଟଟ୍ୟୁବ୍‌ ବେବି ଏବଂ ବିମାନ…

ସନ୍ତାନ ବତ୍ସଳତା

ଅମୃତ କାଳରେ ଅସହାୟତାର ଦୌଡ଼ ଜୀବନର ଦୌଡ଼ରେ ସମସ୍ତଙ୍କ ପାଖରେ ସମାନ ସୁଯୋଗ ନ ଥାଏ। କାହା ପାଖରେ ଦାମୀ ଜୋତା ଥାଏ, କାହା ପାଖରେ ଆଧୁନିକ…

ସଭ୍ୟତାର ନୀରବ ନିର୍ମାତା

କେବେ କ୍ଳାନ୍ତ, କେବେ ନିରାଶ, କେବେ ବିଷାଦ ପୁଣି କେବେ ହତାଶ- ଏସବୁ ଭିତରେ ବି ଯିଏ ହସିହସି ପ୍ରତିଦିନ ପିଲାଙ୍କ ଆଗରେ ଛିଡ଼ା ହୋଇପାରନ୍ତି, ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?