ଏଇ ଭାରତରେ

ଶିଖିବା ଓ ଶିଖାଇବା ପ୍ରବୃତ୍ତି ଜୀବନର ଶେଷ ଯାଏ ରହେ। ମଣିଷ ପାଖରେ ଯେଉଁ ଜ୍ଞାନ ଓ କଳା ଥାଏ ତାହାକୁ ସେ ଜୀବନର ଅପରାହ୍ନରେ ବି ବାଣ୍ଟିବାକୁ ଆଗ୍ରହ ପ୍ରକାଶ କରେ, ଯାହା କରୁଛନ୍ତି କେରଳର ଇନ୍ଦିରା ଆମ୍ମା। ଇନ୍ଦିରାଙ୍କୁ ବୟସ ଏବେ ୮୫ ବର୍ଷ। ସେ ଏକ ଭିନ୍ନ ଉପାୟରେ ପିଲାଙ୍କ ଶିକ୍ଷା ଆରମ୍ଭ କରୁଛନ୍ତି। ଓଡ଼ିଆ ସଂସ୍କୃତିରେ ଖଡ଼ିଛୁଅଁା ଭଳି କେରଳରେ ଏଝୁଥିନିରୁଥୁ ପରମ୍ପରାରେ ପିଲାମାନେ ଶିକ୍ଷା ଆରମ୍ଭ କରିଥାନ୍ତି। ଏହି ପରମ୍ପରାରେ ଆମ୍ମା ପ୍ରାଚୀନ ଶୈଳୀରେ ଶିକ୍ଷା ଶୁଭାରମ୍ଭ କରୁଛନ୍ତି। ସେ ବାଲି ଉପରେ ପିଲାଙ୍କୁ ପ୍ରଥମେ ଲେଖା ଶିଖାଉଛନ୍ତି। ପ୍ରାଚୀନ ଶିକ୍ଷା କୌଶଳ ମଧ୍ୟ ଆଧୁନିକ ସମୟରେ ପ୍ରଯୁଯ୍ୟ ବୋଲି ସେ ପ୍ରମାଣ କରିପାରିଛନ୍ତି। ଆମ୍ମା ବାଲିକୁ ସମାନ ଭାବେ ଚଟାଣରେ ଖେଳାଇ ତାହା ଉପରେ ଅଙ୍ଗୁଳିରେ ମାଲୟାଲମ, ହିନ୍ଦୀ, ଇଂଲିଶ ଅକ୍ଷର ଲେଖି ପିଲାଙ୍କୁ ତାହା ଶିଖାଇଥାନ୍ତି। ପିଲାମାନେ ବାଲି ପ୍ୟାଚ୍‌ର ଚାରି କଡ଼ରେ ବସି ଆମ୍ମାଙ୍କ କହିବା ଅନୁଯାୟୀ ଲଖିଥାନ୍ତି। ଏହା ବ୍ୟତୀତ ସଂଖ୍ୟା, ମିଶାଣ, ଫେଡ଼ାଣ ଓ ଗୁଣନ ମଧ୍ୟ ଶିଖନ୍ତି। ପ୍ରାରମ୍ଭିକ ଶିକ୍ଷା ସମୟରେ ବାଲିରେ ପିଲାମାନେ ଆଗ୍ରହର ସହ ଲେଖନ୍ତି। ଫଳରେ ସ୍କୁଲ ପ୍ରବେଶ ପରେ କଲମ ବା ପେନସିଲରେ ଅକ୍ଷର ଲେଖିବା କିମ୍ବା ଗଣିତ ସମାଧାନ ସେମାନଙ୍କ ପାଇଁ ସହଜ ହୋଇଯାଏ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ୍‌ରେ ଇତିହାସ ରଚିଲେ ପ୍ରେମା: ମାତ୍ର ୧୪ ବଲ୍‌ରେ କଲେ ଏମିତି କାରନାମା, ଭାଙ୍ଗିଲେ ପାକିସ୍ତାନୀ ଖେଳାଳିଙ୍କ ରେକର୍ଡ

ନୂଆଦିଲ୍ଲୀ,୩।୧୧:ଛକା ଓ ଚୌକା ବର୍ଷା କରି ମାତ୍ର ୧୪ଟି ବଲ୍‌ରେ ଅର୍ଦ୍ଧଶତକ ହାସଲ କରିଛନ୍ତି ଉତ୍ତରାଖଣ୍ଡର ମହିଳା କ୍ରିକେଟର ପ୍ରେମା ରାୱତ। ସିନିୟର ମହିଳା ଟି-୨୦ ଟ୍ରଫିରେ…

ବେଲ୍‌ଜିୟମ ପ୍ରଧାନମନ୍ତ୍ରୀଙ୍କ ଇସ୍ତଫା

ବ୍ରସେଲ୍ସ, ୩ା୧୧: ବେଲ୍‌ଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର ତାଙ୍କର ୫ ଦଳୀୟ ମେଣ୍ଟ ମଧ୍ୟରେ ବଜେଟ ଆଲୋଚନା ବିଫଳ ହେବା ପରେ ସୋମବାର ରାଜା ଫିଲିପ୍‌ଙ୍କୁ…

କିଏ ଜିଣିବ ଜଣା

ଭାରତର ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ ମଣିପୁରରେ ଦେଖାଦେଇଥିବା ସଦ୍ୟ ହିଂସା ନୂଆ କାହାଣୀ ଲେଖିବାକୁ ପ୍ରସ୍ତୁତ ହେଲାଣି। ସେଠାରେ ପ୍ରମୁଖ ସମ୍ପ୍ରଦାୟ ମଧ୍ୟରେ ଅଛନ୍ତି ହିନ୍ଦୁ ମେଇତି, ଆଦିବାସୀ…

ଭଗବାନ୍‌ଙ୍କ ମିଜାଜ ମଣିଷ ତିଆରି

ଧର୍ମର ଧାରଣା ଆଣି ମଣିଷ ଭଗବାନ୍‌ ତିଆରିକଲା ପରେ ଭଗବାନ୍‌ଙ୍କ ମିଜାଜ ବା ମୁଡ୍‌ ବି ତିଆରିକଲା। ଭଗବାନ୍‌ଙ୍କ ସାମର୍ଥ୍ୟ ବର୍ଣ୍ଣନା କରିବାକୁ ଯାଇ ଭଗବାନ୍‌ଙ୍କୁ ଯାଦୁକର…

ଆଦାନୀ ଓ ନରାଜ ଡାଟା ସେଣ୍ଟର

କଟକ ଜିଲା ନରାଜ ବ୍ୟାରେଜ ନିକଟସ୍ଥ ୨୫୦ ଏକର ଜମିରେ ଏକ ଅତ୍ୟାଧୁନିକ କୃତ୍ରିମ ବୁଦ୍ଧିମତ୍ତା ଡାଟା ସେଣ୍ଟର ପାଇଁ କାମ ଆରମ୍ଭ ହୋଇଗଲାଣି। ଆଦାନୀ ଗ୍ରୁପ୍‌ର…

IPLକ୍ୟାଲେଣ୍ଡରରେ ବଡ଼ ପରିବର୍ତ୍ତନ ଚାହୁଁଛନ୍ତି ଲଲିତ ମୋଦି: ଦେଲେ ଏମିତି ପ୍ରସ୍ତାବ

ନୂଆଦିଲ୍ଲୀ,୩।୧୧: ବିଶ୍ୱର ସବୁଠୁ ବଡ଼ କ୍ରିକେଟ ଫ୍ରାଞ୍ଚାଇଜ ଲିଗ ଇଣ୍ଡିଆନ ପ୍ରିମିୟର ଲିଗ (IPL)ର ଆୟୋଜନକୁ ନେଇ ବଡ଼ ପ୍ରସ୍ତାବ ଦେଇଛନ୍ତି ଲିଗ୍‌ର ପ୍ରତିଷ୍ଠାତା ଲଲିତ ମୋଦି।…

ସ୍ଥଳଭାଗ ଛୁଇଁଲା ‘ମୁରାସୁ’: ୧୨୦ କିମି ବେଗରେ ବହୁଛି ପବନ, ୫ ରାଜ୍ୟରେ ହାଇଆଲର୍ଟ

ଅମରାବତୀ,୩।୧୧: ଆନ୍ଧ୍ରପ୍ରଦେଶ ଉପକୂଳରେ ବାତ୍ୟା ‘ମୁରାସୁ’ର ପ୍ରଭାବ ଆରମ୍ଭ ହୋଇଛି। ଓଙ୍ଗୋଲ ନିକଟ ଦକ୍ଷିଣ ଉପକୂଳ ଅଞ୍ଚଳରେ ବାତ୍ୟାର ଲ୍ୟାଣ୍ଡଫଲ ପ୍ରକ୍ରିୟା ଜାରି ରହିଛି। ଏହାର ପ୍ରଭାବରେ…

ଆଜି ଆମେରିକାରେ ମଧ୍ୟବର୍ତ୍ତିକାଳୀନ ନିର୍ବାଚନ

ଓ୍ବାଶିଂଟନ,୩ା୧୧: ଆମେରିକାରେ ମଙ୍ଗଳବାର ମଧ୍ୟବର୍ତ୍ତିକାଳୀନ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଦ୍ୱିତୀୟ ପାଳିର ଶେଷ ୨ ବର୍ଷ ପାଇଁ ଆମେରିକା କଂଗ୍ରେସକୁ କେଉଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?