ଏଇ ଭାରତରେ

ଟ୍ରାନ୍ସଜେଣ୍ଡର ହୋଇ ବି ସେ ସୃଷ୍ଟି କରିଛନ୍ତି ନିଜର ଏକ ସ୍ବତନ୍ତ୍ର ପରିଚୟ। ଲୋକଙ୍କ ଟାହିଟାପରାକୁ ଖାତିର ନ କରି ସେ ଏବେ ହୋଇପାରିଛନ୍ତିି କେରଳର ପ୍ରଥମ ଟ୍ରାନ୍ସଜେଣ୍ଡର ମହିଳା ଡାକ୍ତର। ତାଙ୍କ ନାମ ଥିଲା ଜିନୁ, କିନ୍ତୁ ଡାକ୍ତର ହେବା ପରେ ସେ ସର୍ଜରି ମାଧ୍ୟମରେ ଲିଙ୍ଗ ପରିବର୍ତ୍ତନ କରି ଝିଅ ପାଲଟି ଯାଇଛନ୍ତି । ଏହା ପରେ ସେ ତାଙ୍କର ନାଁ ପରିବର୍ତ୍ତନ କରି ପ୍ରିୟା ରଖିଛନ୍ତି । କେରଳର କେଲ୍ଲମରେ ଥିବା ଏସ୍‌ଏନ୍‌ ପବ୍ଲିକ ସ୍କୁଲରେ ପଢୁଥିବା ସମୟରେ ଜାଣି ପାରିଥିଲେ କି ସେ ଅନ୍ୟମାନଙ୍କ ଠାରୁ ଭିନ୍ନ ହୋଇ ଜନ୍ମ ହୋଇଛନ୍ତି। କିନ୍ତୁ ପ୍ରିୟା ସମାଜରେ ଏକ ଭିନ୍ନ ପରିଚୟ ନେଇ ବଞ୍ଚିବାକୁ ଚାହୁଁଥିଲେ। ତେଣୁ ସେ ୨୦୧୨ ମସିହାରେ କର୍ନାଟକର କେବିଜି ଆୟୁର୍ବେଦିକ କଲେଜରୁ ଡିଗ୍ରୀ ହାସଲ କରିବାପରେ ତ୍ରିଶୁରର ସୀତାରାମ ଆୟୁର୍ବେଦିକ ହସ୍ପିଟାଲରେ ତାଙ୍କ କ୍ୟାରିୟର ଆରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ସୁନ୍ଦରବନର ହେନ୍ତାଳବନରେ ମହୁ ସଂଗ୍ରହ କରିବାକୁ ଯାଇ ଅନେକ ପୁରୁଷ ବାଘ ଆକ୍ରମଣ ଯୋଗୁ ମୃତ୍ୟୁମୁଖରେ ପଡ଼ନ୍ତି। ଏହିସବୁ ମୃତ ପୁରୁଷଙ୍କ ବିଧବା ସ୍ତ୍ରୀଙ୍କୁ କୁହାଯାଉଛି...

ଶିଷ୍ଟାଚାରର ଅଧଃପତନ

ର୍ଘବର୍ଷର ପରାଧୀନତା ଆମ ସମାଜ ତଥା ସାମାଜିକ ଆଚାର ବ୍ୟବହାର ଉପରେ ଏତେ ପ୍ରଭାବ ପକାଇଛି ଯେ, ତାହା ସ୍ୱାଧୀନତାର ଅର୍ଦ୍ଧଶତାବ୍ଦୀ ପରେ ମଧ୍ୟ ସୁଧୁରିବାର...

ନୂଆ ନଁାରେ ପୁରୁଣା କୋଠା

କଭବନ ସ୍ୱଚ୍ଛତା, ସୁଗମତା ଏବଂ ପ୍ରଶାସନ ଓ ଲୋକଙ୍କ ମଧ୍ୟରେ ଏକ ଗଭୀର ସମ୍ପର୍କର ପ୍ରତୀକ। ଏହି ପଦକ୍ଷେପ ନାଗରିକମାନଙ୍କୁ ସଶକ୍ତ, ଶାସନ ବ୍ୟବସ୍ଥାକୁ ସୁଦୃଢ଼...

କେବଳ ବାହାନା

ଡିସେମ୍ୱର ୧୭ରେ ୱାୟାନାଡ ସାଂସଦ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ବିକଶିିତ ଭାରତ ଗ୍ୟାରେଣ୍ଟି ଫର୍‌ ରୋଜଗାର ଆଣ୍ଡ୍‌ ଆଜୀବିକା ମିଶନ ବିଲ୍‌, ୨୦୨୫ ଉପରେ ପରାମର୍ଶ...

କେଉଁ ଗଛ ଲଗାଇବା

ପରିବେଶ ଉପରେ ବୃକ୍ଷହାନିର ପ୍ରତିକୂଳ ପ୍ରଭାବକୁ ଦୂର କରିବା ପାଇଁ ଉଭୟ ସରକାରୀ ଓ ବେସରକାରୀ ସ୍ତରରେ ଉଦ୍ୟମ ଆରମ୍ଭ ହୋଇଛି। ମାତ୍ର କେଉଁ ସ୍ଥାନ...

ଆଶା ନିରାଶାର ଖେଳ

ଆଶା ଭବିଷ୍ୟତର ସୂଚକ। ଆଶାର ଅନାଗତ ସ୍ବରୂପ ମଣିଷର ପରିକଳ୍ପନା ମାତ୍ର। ସେହି ଆଶାର ସାମୟିକ ଝଲକ ତାକୁ ବର୍ତ୍ତମାନର କର୍ମ ସମ୍ପାଦନ ପାଇଁ ଉତ୍ସାହିତ...

ବାହ୍ୟ ସୁରକ୍ଷାର ପୁନର୍ବିଚାର

ରାହୁଲ ରାସଗୋତ୍ରାଙ୍କୁ ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଭାବରେ ପୋର୍ଟ ଲୁଇସ୍‌ (ମରିସସ୍‌ ରାଜଧାନୀ)କୁ ପଠାଇବା ଏକ ନିୟମିତ ଘୋଷଣା ନ ଥିଲା, ବରଂ ଥିଲା...

ଯଥାର୍ଥ ଦାନ

ଅଭିରାମ ବାବୁ ଜଗନ୍ନାଥଙ୍କର ଜଣେ ପରମ ଭକ୍ତ। ସେଥିପାଇଁ ସେ ଜଗନ୍ନାଥ ସଂସ୍କୃତିକୁ ସମ୍ମାନ ଜଣାଇଥାନ୍ତି। ତାଙ୍କର ପୁଅ ଯୋଗେଶ ସ୍କୁଲ ଛାତ୍ର। ସେ ବାପାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri