ଏଇ ଭାରତରେ

କୋଭିଡ୍‌ ମହାମାରୀରେ କୋଟି କୋଟି ଲୋକ ଚାକିରି ହରାଇଛନ୍ତିି। ଦିନ ମଜୁରିଆମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। କିନ୍ତୁ କେରଳର ଦିନମଜୁରିଆ ସଗୀର ଉପହାର ତାଙ୍କ ସାହସ ହରାଇନାହାନ୍ତି, ବରଂ ନିଜ ଘରେ କୁଣ୍ଡରେ ମାଛଚାଷ କରି ୩୦୦ କେ.ଜି. ମାଛ ବିକ୍ରି କରିବା ସହ ଅଗଣାରେ ଆକ୍ୱାଫୋନିକ୍ସ(ମାଟି ବିନା କେବଳ ପାଣିରେ ଚାଷ)ରେ ପରିବା ଉତ୍ପାଦନ କରିବାରେ ଲାଗିଛନ୍ତି। ଥ୍ରିସୁର ଜିଲା ନିବାସୀ ସଗୀରଙ୍କ ବୟସ ୩୭। ପେଣ୍ଡାଲ ଶ୍ରମିକ ଭାବେ କାର୍ଯ୍ୟ କରୁଥିତ୍ବା ସଗୀର ରୋଜଗାର ହରାଇବା ପରେ ଲକ୍‌ଡାଉନ୍‌ ସମୟରେ ମାଛ ଓ ପରିବା ଚାଷ ଆରମ୍ଭ କରିଛନ୍ତି। ସେ ୟୁଟ୍ୟୁବ୍‌ରୁ ମାଛଚାଷ ସମ୍ପର୍କରେ ଜାଣିବାପରେ ଫିଶ୍‌ ନର୍ସରି ସହ ଯୋଗାଯୋଗ କରି ଟିଲାପିଆ (ଏକ ପ୍ରକାର କଉ ମାଛ) ମାଛ ଆଣି ୧୦,୦୦୦ ଲିଟର ଟାଙ୍କିରେ ଚାଷ ଆରମ୍ଭ କରିଥିଲେ। ଏବେ ସୁଦ୍ଧା ସେ ମାଛରୁ ଯାହା ଆୟ କରିଛନ୍ତି ସେଥିରେ ମାଛଚାଷ ବଢ଼ାଇବା ଲାଗି ଯୋଜନା କରିଛନ୍ତି। ଆକ୍ୱାଫୋନିକ୍ସ ଓ ମାଛଚାଷ କରିବା ପାଇଁ ଯୁବକମାନଙ୍କୁ ଉତ୍ସାହିତ କରିବା ସହ ସହଯୋଗ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଁ ଗୋଟିଏ ଗାଈ

ହାଁ ହାଁ ବାଇମନ… ରୁହ ରୁହ…! ଶୀର୍ଷକଟିକୁ ପଢ଼ି ଦେଇ ପିଲାବେଳର ରଚନା ଭାବି ଆଖି ବୁଲାଇ ନିଅନ୍ତୁନି! ଯେମିତି ଆପଣଙ୍କର ପିଲାବେଳ ଆଉ ନାହିଁ! ସେମିତି…

ଆମକୁ ଯାହା ଲଜ୍ଜା ନାହିଁ

ଅମ ଓଡ଼ିଶା ଭାଷା, ସାହିତ୍ୟ, ସଂସ୍କୃତି, ଚଳଣି, ଆମ ଖାଦ୍ୟ, ଆମ ବିଚାରଧାରା ସବୁଠି ବର୍ତ୍ତମାନ ଅନୁପ୍ରବେଶର ଉପଦ୍ରବ। ଏସବୁ ଭିତରେ ଊଣା ଅଧିକେ ହଜିବାକୁ ବସିଲାଣି…

ବିକଳ୍ପ ଶେଷ

ବର୍ଷ ବର୍ଷ ଧରି ସିଭିଲ ସର୍ଭିସ ପରୀକ୍ଷାରେ ବ୍ୟବସ୍ଥାଗତ ତ୍ରୁଟି ରହିଥିଲା। ପରୀକ୍ଷାରେ ପାସ୍‌ କରି ଆଇଏଏସ୍‌ କିମ୍ବା ଆଇଏଫ୍‌ଏସ୍‌ରେ ପ୍ରବେଶ କଲେ ମଧ୍ୟ ସେମାନେ ଭଲ…

ଏଇ ଭାରତରେ

ସୁନ୍ଦରବନର ଏକ ଗାଁର ଲୋକେ ଜୀବନ-ଜୀବିକା ସଂଘର୍ଷରେ ବିଜୟୀ ହୋଇଛନ୍ତି। ପଶ୍ଚିମବଙ୍ଗ ସନ୍ଦେଶ୍‌ଖାଲି ବ୍ଲକ ଜେଲିଆଖଲି ଗାଁକୁ ଅନେକ ଛୋଟ ନଦୀ ଘେରିରହିଛି। କୋଲ୍‌କାତାଠାରୁ ୭୨ କି.ମି.…

ରେଡିଓ: ମନର କଥା କହେ

ରେଡିଓ ଆମ ଜୀବନରେ ଏକ ଅବିଚ୍ଛେଦ୍ୟ ଅଙ୍ଗ ହୋଇରହିଛି। ସେ ସୂଚନା ପ୍ରସାରଣ ହେଉ କି ଆନନ୍ଦ ପ୍ରଦାନ, ରେଡିଓ ସବୁବେଳେ ଆମ ସାଥିରେ ରହିଛି। ମନେପଡୁଛି…

ଆସ୍ଥାର ବଜାରୀକରଣ

ଭାରତୀୟ ସଂସ୍କୃତିର ପ୍ରାଣକେନ୍ଦ୍ର ହେଉଛି ଆଧ୍ୟାତ୍ମିକତା। ଏଠାରେ ଦେବଦେବୀମାନେ କେବଳ ପୂଜାପାଠର ମାଧ୍ୟମ ନୁହନ୍ତି, ବରଂ ସେମାନେ ଆମ ଜୀବନଶୈଳୀ, ସଂସ୍କାର ଏବଂ ନୈତିକତାର ପ୍ରତୀକ। ହିନ୍ଦୁ…

ଏକତରଫା ମୂଲଚାଲ

ଦୁଇଦଶନ୍ଧିରୁ ଅଧିକ ସମୟ ଧରି ଭାରତକୁ ଏକ ନିରପେକ୍ଷ ଭାଗୀଦାରି ଭାବେ ଆମେରିକା ବିବେଚନା କରିଆସିଛି। ଭାରତର ବିକାଶଶୀଳ ଶକ୍ତି, ଦକ୍ଷତାସମ୍ପନ୍ନ ମିଲିଟାରି ଏବଂ ଗଣତାନ୍ତ୍ରିକ ପରିଚୟ…

ଚଉପାଢ଼ିର ନୀରବତା

ଧୁନିକତା, ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟାର ସୁବର୍ଣ୍ଣ ଯୁଗ ଭାବରେ ଅଭିହିତ ଏକବିଂଶ ଶତାବ୍ଦୀରେ ମୋବାଇଲ, ଇଣ୍ଟରନେଟ, ସାମାଜିକ ଗଣମାଧ୍ୟମ, କୃତ୍ରିମ ବୁଦ୍ଧିମତ୍ତା ଆଦି ମାଧ୍ୟମରେ ସମଗ୍ର ବିଶ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri