ଏଇ ଭାରତରେ

ଜୈବ ଇନ୍ଧନରେ ଚାଲୁଥିବା ଗାଡ଼ିିଗୁଡ଼ିକ ବାୟୁମଣ୍ଡଳକୁ ଅଧିକ କାର୍ବନ ମନୋକ୍ସାଇଡ ଗ୍ୟାସ୍‌ ନିର୍ଗମନ କରିବା ଯୋଗୁ ଏହା ବିଶ୍ୱତାପନ ବୃଦ୍ଧି କରୁଛି। ଏହିସବୁ ଗାଡି ସଂଖ୍ୟା କମ୍‌ କରିବାର ସମୟ ଏବେ ଉପନୀତ ଏବଂ ଏହାର ବିକଳ୍ପ ଖୋଜିବାରେ ଯେଉଁ କେତେଜଣ ଲାଗିପଡ଼ିଛନ୍ତି ସେମାନଙ୍କ ମଧ୍ୟରେ ବିଶାଖ ଶଶିକୁମାର ଅନ୍ୟତମ। ସେ ପି-ବିମ୍‌ ଷ୍ଟାର୍ଟଅପ୍‌ ଗଠନ କରି ତା’ମାଧ୍ୟମରେ ଇ-ବାଇକ୍‌ ନିର୍ମାଣ କରୁଛନ୍ତି। ଏହି ବାଇକ୍‌ ଥରେ ଚାର୍ଜ ହେଲେ ୫୦ କି.ମି. ଯାଉଛି। ଏହାର ଦାମ୍‌ ରଖାଯାଇଛି ୩୦ ହଜାର ଟଙ୍କା। ଆଇଆଇଟି ମାଡ୍ରାସରେ ଶିକ୍ଷା ଶେଷ କରି ବିଶାଖ ଏହି ଷ୍ଟାର୍ଟଅପ୍‌ ଆରମ୍ଭ କରିଥିଲେ। ମୋବାଇଲ ଫୋନ୍‌ ଯେମିତି ସହଜରେ ଚାର୍ଜ ହୋଇପାରୁୁଛି, ଠିକ୍‌ ସେମିତି ଓ ସେତିକି ସମୟରେ ଏହାର ବ୍ୟାଟେରି ବି ଚାର୍ଜହେଉଛି। ଇ-ବାଇକ୍‌ର ବେଗ ଘଣ୍ଟାପ୍ରତି ୨୫ କି.ମି. । ଏଥିପାଇଁ ଏହାର ପଞ୍ଜୀକରଣ ଦରକାର ପଡେନି କି ଚାଳକଙ୍କ ପାଇଁ ଡ୍ରାଇଭିଂ ଲାଇସେନ୍ସ ଲୋଡାହୁଏନି। ଏଥିରେ ସେ ୯୦% ଦେଶୀ ଯନ୍ତ୍ରପାତି ଉପଯୋଗ କରିଛନ୍ତି ଓ କେବଳ ମୋଟ ବାହାରୁ ଆଣୁଛନ୍ତି। ଶତପ୍ରତିଶତ ଦେଶୀ ଯନ୍ତ୍ରାଂଶରେ ଏହାକୁ ନିର୍ମାଣ କରିବାରେ ଯୋଜନା ବି ଚୂଡାନ୍ତ କରିଛନ୍ତି। ଚଳିତ ଆର୍ଥିକ ବର୍ଷରେ ବିଶାଖ ୧୦,୦୦୦ ଇ-ବାଇକ ବିକ୍ରି କରିବାର ଯୋଜନା ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ପକ୍ଷୀ ଜୀବନ ଏବେ ସଙ୍କଟରେ। ଜଳବାୟୁ ପରିବର୍ତ୍ତନ,ସହରୀକରଣରେ ବାସସ୍ଥାନ ଓ ଖାଦ୍ୟ ଅଭାବ ଯୋଗୁ ବଂଶବୃଦ୍ଧି ନ ହୋଇ ବହୁ ପ୍ରଜାତିର ପକ୍ଷୀ ଏବେ ବିଲୁପ୍ତିର ଦ୍ୱାରଦେଶରେ।…

ପରୀକ୍ଷା ପାଇଁ ପ୍ରସ୍ତୁତି

ଚଳିତ ବର୍ଷ ଫେବୃଆରୀଠାରୁ ଆମ ରାଜ୍ୟରେ ବିଭିନ୍ନ ପରୀକ୍ଷା ଆରମ୍ଭ ହେଉଛି। ଏଥି ନିମନ୍ତେ ପ୍ରତ୍ୟେକ ପରୀକ୍ଷାର୍ଥୀ ଜୋର୍‌ସୋରରେ ପ୍ରସ୍ତୁତି ଚଳାଇଛନ୍ତି। ପରୀକ୍ଷାର୍ଥୀମାନେ ପରୀକ୍ଷା ପାଇଁ ଯେତିକି…

ଗାଈ ସଂଗ୍ରହାଳୟ

ଉତ୍ତର ପ୍ରଦେଶର ଏକ ସରକାରୀ ସଂସ୍ଥା ‘ଉତ୍ତର ପ୍ରଦେଶ ବ୍ରଜ ତୀର୍ଥ ବିକାଶ ପରିଷଦ’ ମଥୁରାଠାରେ ଭାରତର ପ୍ରଥମ ‘କାଓ କଲ୍‌ଚର ମ୍ୟୁଜିୟମ୍‌’ ବା ଗାଈ ସଂସ୍କୃତି…

ଏଇ ଭାରତରେ

ଦିଲ୍ଲୀର କିଡ୍‌ଓ୍ବାଇ ନଗରରେ ଚାଲୁଛି ଏକ ନିଆରା ସ୍କୁଲ। ଏହି ସ୍କୁଲର ଘର ନାହିଁ କି କୌଣସି ସରକାରୀ ପାଠ୍ୟକ୍ରମ ଅନୁଯାୟୀ ଶିକ୍ଷା ଦିଆଯାଉନାହିଁ। ପିଲାମାନେ ଗଛମୂଳେ…

ନେତା ହେବାକୁ ଅନୁକୂଳ ପରିବେଶ

ସଭା ସମିତି, ଜଳଖିଆ ଦୋକାନ, ଚା’ ଦୋକାନ, ପାନ ଦୋକାନ ଆଗରେ ଓ ଘରେ ବସି ସାଙ୍ଗସାଥୀ ସହିତ କଥାହେଲା ବେଳେ ଅନେକ ଶିକ୍ଷିତ ଲୋକ କହିଥା’ନ୍ତି,…

ନୈତିକ ମୂଲ୍ୟବୋଧ ଓ ଧର୍ମ

ଯେତେବେଳେ ଆମେ ଜଣେ କରୁଥିବା କାର୍ଯ୍ୟକୁ ‘ନୈତିକ’ ବୋଲି ବିଚାର କରୁ, ତାକୁ ଭଲ ଲୋକ କହୁ ଓ ଅନୈତିକ କାର୍ଯ୍ୟ କରୁଥିବା ଲୋକକୁ ମନ୍ଦ ଲୋକ…

ପାଖ ବିଦେଶ

ବାଂଲାଦେଶ ଜାତୀୟ ନିର୍ବାଚନରେ ଭୋଟ ହୋଇଥିବା ୨୯୯ ଆସନ ମଧ୍ୟରୁ ବାଂଲାଦେଶ ନ୍ୟାଶନାଲିଷ୍ଟ ପାର୍ଟି(ବିଏନ୍‌ପି) ଏକାକୀ ୨୦୯ ଆସନ ପାଇଥିବା ବେଳେ ସହଯୋଗୀଙ୍କୁ ମିଶାଇଲେ ସଂଖ୍ୟା ୨୧୨…

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri