ଏଇ ଭାରତରେ

ଆସାମର ମାଜୁଲିରେ ରହନ୍ତି ମୋମି ପେଗୁ। ପାଣିରେ ବଢୁଥିତ୍ବା କ୍ଷତିକାରକ କଲିକତି ଦଳରୁ ସେ ଖତ ପ୍ରସ୍ତୁତ କରିବା ସହ ୩୨ ଜଣ ମହିଳାଙ୍କୁ ସ୍ବାବଲମ୍ବୀ କରିପାରିଛନ୍ତି। ତାଙ୍କ ଗାଁ ଓ ଆଖପାଖ ମହିଳାଙ୍କୁ ଏହି ଉପାୟ ସମ୍ପର୍କରେ ପ୍ରଶିକ୍ଷଣ ବି ଦେଉଛନ୍ତି। ମୋମି ସୋସିଆଲ ସାଇନ୍ସରେ ସ୍ନାତକୋତ୍ତର ଡିଗ୍ରୀ ହାସଲ କରି ଜୈବିକ ତଥା ପାରମ୍ପରିକ କୃଷି ବିଶେଷଜ୍ଞ ସମୀର ବର୍ଦୋଲୋଇଙ୍କଠାରୁ ପ୍ରଶିକ୍ଷଣ ନେଇ ୨୦୦୯ରେ ଜୈବିକ କୃଷି ଓ ଖତ ପ୍ରସ୍ତୁତି କାର୍ଯ୍ୟ ଆରମ୍ଭ କରିଥିଲେ। ପରେ ୨୦୧୫ରେ ରିଗ୍‌ବୋ ଏନଜିଓ ଗଢିଥିଲେ। ସ୍ଥାନୀୟ ଆଦିବାସୀ ସମ୍ପ୍ରଦାୟଙ୍କ ନାମାନୁସାରେ ସେ ଏହି ଏନ୍‌ଜିଓର ନାମକରଣ କରିଛନ୍ତି। ସେ ନିଜେ ଦଳରୁ ଖତ ପ୍ରସ୍ତୁତ କରି ଲୋକମାନଙ୍କୁ ଯୋଗାଇବା ସହ ସେମାନଙ୍କୁ ଜୈବିକ କୃଷି କରିବା ଲାଗି ପ୍ରୋତ୍ସାହିତ କରୁଛନ୍ତି। ପ୍ରଥମ ଦୁଇ ମାସରେ ଥରକରେ ଦଳରୁ ୧,୦୦୦ କେଜି ଖତ ପ୍ରସ୍ତୁତ କରି ମୋମି ଓ ତାଙ୍କ ଟିମ୍‌ ଏଥିତ୍ରୁ ୨.୨ ଲକ୍ଷ ଟଙ୍କା ରୋଜଗାର କରିଥିଲେ। ତାହାକୁ ସେ ମହିଳାମାନଙ୍କ ମଧ୍ୟରେ ସମାନ ଭାବେ ବାଣ୍ଟି ଦେଇଥିତ୍ଲେ। ଏବେ ସେ ୬୦୦୦ କେଜି ଖତ ପ୍ରସ୍ତୁତ କରିବା ଲାଗି ସବୁ କାର୍ଯ୍ୟ ଶେଷ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁବାଇ ବନ୍ୟା ଓ ଜଳବାୟୁ

ଭୟଙ୍କର ମରୁଝଡ଼ ଓ ବନ୍ୟାର ପ୍ଲାବନରେ ସୌନ୍ଦର୍ଯ୍ୟମୟୀ ଦୁବାଇ ସହର ଏପ୍ରିଲ୧୬ରେ ନିମିଷକ ମଧ୍ୟରେ ଅନୁଭବ କଲା ଧ୍ବଂସର ତାଣ୍ଡବ। ନଭଶ୍ଚୁମ୍ବୀ ଅଟ୍ଟାଳିକା ଏବଂ ବିଳାସପୂର୍ଣ୍ଣ...

ଏକ ଦିବ୍ୟ ପ୍ରତିଶ୍ରୁତିର ସ୍ମାରକୀ

ଦିବ୍ୟଜନନୀ ଶ୍ରୀମା ୨୯ ମାର୍ଚ୍ଚ, ୧୯୧୪ରେ ତପୋଭୂମି ପଣ୍ଡିଚେରୀରେ ପ୍ରଥମେ ପଦାର୍ପଣ କରି ସେହିଦିନ ଅପରାହ୍ନ ପ୍ରାୟ ୩.୩୦ ମିନିଟ୍‌ ସମୟରେ ତାଙ୍କର ଆରାଧ୍ୟ ତଥା...

ଖୋଜିଲେ ଖୋଜିବେ

ଭାରତରେ ମାନବ ଅଧିକାର ଓ ନାଗରିକ ସ୍ବାଧୀନତା ଉପରେ ୟୁରୋପୀୟ ଦେଶ, କେତେକ ଅନ୍ତଃରାଷ୍ଟ୍ରୀୟ ସୂଚକାଙ୍କ ତଥା ଆମେରିକା ତୀକ୍ଷ୍‌ଣ ନଜର ରଖିଛନ୍ତି। ନିକଟରେ ୟୁନାଇଟେଡ୍‌...

ଏଇ ଭାରତରେ

ପୋଲିସ ଚାକିରିର ବ୍ୟବସ୍ଥା ଭିତରୁ ସମୟ ବାହାର କରି ଦିଲ୍ଲୀର କନ୍‌ଷ୍ଟେବଲ ଥାନ୍‌ ସିଂ ଗରିବ ପିଲାମାନଙ୍କୁ ମାଗଣାରେ ପଢାଉଛନ୍ତି। ପ୍ରଥମେ ସେ ଏଭଳି ୫...

ଏଇ ଭାରତରେ

ଗୁଆଗଛର ବ୍ୟବସାୟିକ ଦିଗକୁ ଭଲ ଭାବେ ଠାବ କରିଛନ୍ତି କର୍ନାଟକର ସୁରେଶ ଏସ୍‌.ଆର୍‌। ସେ ଓ ତାଙ୍କ ସ୍ତ୍ରୀ ମୈଥିଲି ମିଶି ଗୁଆଗଛରୁ ଏକ ପ୍ରକାର...

ବିଶେଷଣ ଭେଳିକି

ଧ୍ରୁବ ଚରଣ ଘିବେଲା ସତର ପରିଭାଷା ଯଦି ସମାଲୋଚନା, ତେବେ ମିଛର ପରିଭାଷା କ’ଣ ହୋଇପାରେ? ଯାହାଙ୍କ ଭାଷାରେ ସତ ହୁଏ ସମାଲୋଚନା, ସେଇମାନଙ୍କ ତୁଣ୍ଡରେ...

ଓଡ଼ିଆ ଜାତି ଓ ପୋଥି ପରମ୍ପରା

ଡ. ପ୍ରଫୁଲ୍ଲ କୁମାର ସାହୁ ଆମ ଦେଶରେ କାଗଜ ପ୍ରଚଳନ ପୂର୍ବରୁ ତାଳପତ୍ର ଥିଲା ଏକ ପ୍ରମୁଖ ଲିଖନ ସାମଗ୍ରୀ। ସେତେବେଳେ ଲୌହ ଲେଖନୀ ଦ୍ୱାରା...

ଜୀବନକୁ ପାଣିଛଡ଼ାଇ

ଚଳିତ ମାସ ୧୯ ତାରିଖରେ ଝାରସୁଗୁଡ଼ା ଜିଲା ଲଖନପୁର ଦେଇ ପ୍ରବାହିତ ମହାନଦୀରେ ଏକ ଡଙ୍ଗା ବୁଡ଼ିଯିବାରୁ ୮ ଜଣଙ୍କ ପ୍ରାଣହାନି ଘଟିଯାଇଛି। ଛତିଶଗଡ଼ ଅତର୍ଲିଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri