ଏଇ ଭାରତରେ

ପଶ୍ଚିମବଙ୍ଗ ପୋଲିସରେ କନ୍‌ଷ୍ଟେବଳ ଭାବେ କାର୍ଯ୍ୟରତ କୌଶଭ ସାନ୍ନ୍ୟାଲ ୫୦,୦୦୦ ଝିଅଙ୍କୁ ଆମତ୍ରକ୍ଷା କୌଶଳ ଶିକ୍ଷାଦେବା ତାଙ୍କ ଦକ୍ଷତା ତଥା ସମର୍ପିତ ମନୋଭାବର ପରିଚୟ ଦେଇଛି। ୪୨ ବର୍ଷୀୟ କୌଶଭ ଜାତୀୟ ସ୍ତରର କରାଟେ ଚାମ୍ପିୟନ। ସେ ଡିସେମ୍ବର ୨୦୧୫ରେ ‘ମିଶନ ସ୍ବୟଂସିଦ୍ଧା’ ଆରମ୍ଭ କରି ବୀରଭୂମ୍‌, ହୁଗୁଳି ଏବଂ ବୁରଦ୍‌ଓ୍ବାନ ଜିଲାର ବିଭିନ୍ନ ସ୍କୁଲ ଓ କଲେଜରେ ଝିଅମାନଙ୍କୁ ଆମତ୍ରକ୍ଷା ପାଇଁ କରାଟେ ତଥା ଅନ୍ୟ ସମରକଳା ଉପରେ ପ୍ରଶିକ୍ଷଣ ଦେବା ଆରମ୍ଭ କରିଥିତ୍ତ୍ତ୍ଲେ। ଏବେ ବୀରଭୂମ୍‌ରେ ୪୦ଟି ସ୍କୁଲ ଓ କଲେଜ, ହୁଗୁଳିରେ ୩୦ଟି ସ୍କୁଲ ଏବଂ ବୁରଦ୍‌ଓ୍ବାନର ୨୦ଟି ସ୍କୁଲରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜାରି ରଖିଛନ୍ତି। ୭ମ ଶ୍ରେଣୀରୁ ଆରମ୍ଭ କରି ଶେଷ ବର୍ଷର କଲେଜ ଛାତ୍ରୀଙ୍କ ଯାଏ ସମସ୍ତଙ୍କୁ ସେ ଏହି ଅଭିଯାନରେ ସାମିଲ କରିଛନ୍ତି। ୨୦୨୧ ଜାନୁୟାରୀରୁ ସେ ବିବାହିତ ମହିଳାମାନଙ୍କ ପାଇଁ ‘ମିଶନ ଅନନ୍ୟା’ ମଧ୍ୟ ଆରମ୍ଭ କରି ଏବେ ମାତ୍ର ୨୬ଜଣଙ୍କୁ କରାଟେ ପ୍ରଶିକ୍ଷଣ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସବୁ ଜଣାଇବ ‘ଫାଇବ୍ରୋ ସ୍କାନ୍‌’

ବର୍ଷାଋତୁରେ ଲିଭର ସମ୍ବନ୍ଧୀୟ ବଡ଼ ସମସ୍ୟା କାରକ ରୋଗଗୁଡ଼ିକ ହେଉଛି ‘ଜଣ୍ଡିସ୍‌’, ‘ଡେଙ୍ଗୁ’, ‘ଝାଡ଼ାବାନ୍ତି’ ଇତ୍ୟାଦି। ତେବେ ଏସବୁଠାରୁ ବଡ଼ ଗୁରୁତ୍ୱପୂର୍ଣ୍ଣ ହେଉଛି ଅନେକଙ୍କ କ୍ଷେତ୍ରରେ ପେଟ…

ଯେଉଁ ଅନ୍ଧକାରର ଅବସାନ ନାହିଁ

ଆମ ଦେଶରେ କେତେକ ଘଟଣା ବର୍ତ୍ତମାନର ପ୍ରବାହରେ ଘଟିଚାଲିଛି ଯାହାର ଅନ୍ତ ଘଟୁନାହିଁ। ଆମେ କାଳର ହିସାବ ରଖନ୍ତି ନାହିଁ। ଯେପରି ଆଜି ପରେ କାଲି, ବିଂଶଶତାବ୍ଦୀ…

ରୋଷେଇ ଘରେ ଇଥାନଲ

ମଣିଷ ଆଦିମ ଯୁଗରେ ପଥରକୁ ପଥରରେ ଘସି ନିଅଁା ବାହାର କରିଥିଲା। ସେବେଠାରୁ ତାହାର ଅନୁସନ୍ଧିତ୍ସୁ ମନ ବିକଳ୍ପ ବାହାର କରିବାରେ ଲାଗିରହିଛି। ବର୍ତ୍ତମାନର ସ୍ଥିତିକୁ ଦେଖିଲେ…

ଏଇ ଭାରତରେ

ଜଣେ ବ୍ୟକ୍ତିଙ୍କ ଦୃଢ଼ ଇଚ୍ଛାଶକ୍ତି ତାଙ୍କୁ ନୂତନତ୍ୱ ସନ୍ଧାନର ପଥ ଦେଖାଏ ଏବଂ ଲକ୍ଷ୍ୟ ହାସଲ କରିବାରେ ସହାୟକ ହୋଇଥାଏ। ଏମିତି ଜଣେ ବ୍ୟକ୍ତି ହେଉଛନ୍ତି ଗୁଜରାଟର…

ମଶାରି ମଶା

ମଣିଷ କୁଆଡେ ସମୟର ଦାସ। ଏ କଥା କହନ୍ତି ସଭିଏଁ। ବୋଧହୁଏ ସମୟ ସୁଅରେ ସେଇ ଉକ୍ତିରେ ସାମାନ୍ୟ ବ୍ୟତିକ୍ରମ ହେଲା ଭଳିଆ ଛୋଟିଆ ଅନୁଭବଟେ କାହିଁକି…

ଜୁଆଙ୍ଗ ଯୁବତୀଙ୍କ ଜଳନ୍ତା ଜୁଇ

କିଛିଦିନ ହେଲାଣି ଅରୁଚିକର ଖବରମାନଙ୍କର ଶୋଭାଯାତ୍ରାରେ ଓଡ଼ିଶାବାସୀ ବ୍ୟଥିତ-ଭାବପ୍ରବଣ ଓଡ଼ିଆଙ୍କ ପାଇଁ ଅନେକ ଚିନ୍ତାର କାରଣ ପାଲଟିଛି। ଜୁନ୍‌ ଏକୋଇଶରେ ତାମିଲନାଡୁର ଚିଙ୍ଗୁଡ଼ି ପ୍ରସ୍ତୁତୀକରଣ କାରଖାନାରେ ହୋଇଥିବା…

ଇସ୍ରୋ ସଙ୍କଟ

ଘରୋଇ ମହାକାଶ ଗବେଷଣା କ୍ଷେତ୍ରରେ ଭାରତକୁ ୧୮ ଜୁଲାଇରେ ବଡ଼ ସଫଳତା ମିଳିଛି । ହାଇଦ୍ରାବାଦର ବେସରକାରୀ ମହାକାଶ ସଂସ୍ଥା ସ୍କାଏରୁଟ୍‌ ଏରୋସ୍ପେସ୍‌ ଶ୍ରୀହରିକୋଟାସ୍ଥିତ ସତୀଶ ଧାବନ…

ଏଇ ଭାରତରେ

ଏମ୍‌. ନାଗରାଜୈହ ବେଙ୍ଗାଲୁରୁର ବସ୍ତିରେ ରହୁଥିବା ପିଲାଙ୍କ ଭବିଷ୍ୟତ ଗଢ଼ିବା ଲାଗି ଚେଷ୍ଟା ଜାରି ରଖିଛନ୍ତି। ସେ ଅଧାରୁ ପାଠ ଛାଡ଼ିଦେଇଥିବା ଏବଂ ଶିଶୁ ଶ୍ରମିକ ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri