ଏଇ ଭାରତରେ

କରୋନା ମହାମାରୀରେ ସାରା ଦେଶରେ ଲକ୍ଷ ଲକ୍ଷ ଲୋକ ଚାକିରି ହରାଇଛନ୍ତି। ପ୍ରବାସୀ ଶ୍ରମିକମାନେ ସବୁଠୁ ବେଶୀ ପ୍ରଭାବିତ ହୋଇଛନ୍ତି। ଏମାନଙ୍କୁ ପୁଣି ନିଯୁୁକ୍ତି ଯୋଗାଇ ଉଦାହରଣ ସୃଷ୍ଟି କରିଛନ୍ତି ବିହାରର ପଶ୍ଚିମ ଚମ୍ପାରଣ ଜିଲା ମାଜିଷ୍ଟ୍ରେଟ କୁନ୍ଦନ କୁମାର।
ଚନପତିଆ ଟାଉନ୍‌ରେ ‘ଷ୍ଟାର୍ଟଅପ୍‌ ଜୋନ୍‌’ ପ୍ରତିଷ୍ଠା କରି ପ୍ରବାସୀ ଶ୍ରମିକମାନଙ୍କୁ ନିଯୁକ୍ତି ଦେଉଛନ୍ତି। ଏହାବାଦ୍‌ ସେମାନଙ୍କୁ ବ୍ୟାଙ୍କ ଲୋନ୍‌ ଠାରୁ ଆରମ୍ଭ କରି ସବୁ ପ୍ରକାର ସାହାଯ୍ୟ ଯୋଗାଇବାରେ ଲାଗିଛନ୍ତି।
ପ୍ରବାସୀମାନଙ୍କ କାର୍ଯ୍ୟକୌଶଳ ଉପରେ ଅନୁଧ୍ୟାନ କରି କିଏ କେଉଁ ସ୍ଥାନରେ କାର୍ଯ୍ୟ କଲେ ସଫଳ ହେବେ ସେହି ଅନୁସାରେ ସେମାନଙ୍କୁ କାମରେ ଲଗାଉଛନ୍ତି। ୨୦୧୨ ବ୍ୟାଚର ବିହାର କ୍ୟାଡରର ଅଧିତ୍କାରୀ କୁନ୍ଦନ ଚନପତିଆରେ ଥିତ୍ବା ପ୍ଲାଏ କମ୍ପାନୀଗୁଡ଼ିକରେ ନିଯୁକ୍ତି ଦେଉଛନ୍ତି। ଏବେ ୪୯ ଜଣ ବ୍ୟବସାୟୀ ପାଖାପାଖିତ୍ ୫୦୦ ଜଣଙ୍କୁ ନିଯୁକ୍ତି ଦେଇ ସାରିଲେଣି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଜାପତି ପ୍ରଭାବ

ପ୍ରଜାପତି ପ୍ରଭାବ ହେଉଛି ପଦାର୍ଥ ବିଜ୍ଞାନ ଓ ଗଣିତର ଏକ ଗୁରୁତ୍ୱପୂର୍ଣ୍ଣ ତତ୍ତ୍ୱ। ଏହା ହେଉଛି ଏକ ଅବଧାରଣା ଯେଉଁଥିରେ ଗୋଟିଏ ଜଟିଳ ପ୍ରଣାଳୀରେ କ୍ଷୁଦ୍ର ତଥା…

ଓଡ଼ିଶା ଦିବସର ଅନୁଚିନ୍ତା: ସମୃଦ୍ଧ, ସଶକ୍ତ ଓଡ଼ିଶା

ଆଜିର ଦିନଟି ପ୍ରତ୍ୟେକ ଓଡ଼ିଶାବାସୀଙ୍କ ପାଇଁ ବାର୍ଷିକ କ୍ୟାଲେଣ୍ଡରରେ ଏକ ମହତ୍ତ୍ୱପୂର୍ଣ୍ଣ ଦିନ। ୯୦ବର୍ଷ ତଳେ ଆଜିର ଦିନରେ ସ୍ବତନ୍ତ୍ର ଓଡ଼ିଶା ଗଠିତ ହୋଇଥିଲା, ଯାହା ଭାରତର…

ସଂଜ୍ଞା ବଦଳିପାରେ

ଧାର୍ଯ୍ୟ ସମୟସୀମାର ଦିନକ ପୂର୍ବରୁ ଅର୍ଥାତ୍‌ ୩୦ ମାର୍ଚ୍ଚରେ ଭାରତ ‘ମାଓବାଦୀ ମୁକ୍ତ’ ବୋଲି ସଂସଦରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଘୋଷଣା କରିଦେଇଛନ୍ତି। ଏହା ନିଶ୍ଚିତ ଭାବେ…

ସୁନା, କଳି ଓ ଅର୍ଥନୀତି

ଏକଦା ରାଜା ପରିକ୍ଷିତ ନିଜ ରାଜ୍ୟ ତଥା ରାଜ୍ୟବାସୀଙ୍କ ଭଲମନ୍ଦ ଜାଣିବା ପାଇଁ ଭ୍ରମଣାର୍ଥେ ବାହାରିଥିଲେ। ଠିକ୍‌ ସେହି ସମୟରେ ଏକ ବିଶାଳ ବପୁଧାରୀ ବ୍ୟକ୍ତି (ଯେକି…

ସମୁଦ୍ରର ନୂଆ ଭୂଗୋଳ

ସମଗ୍ର ପୃଥିବୀରେ ଯେତେ ସମୁଦ୍ର ଅଛି ସେମାନଙ୍କର ଜଳରାଶି ପ୍ରତିବର୍ଷ ୩.୦୬ ମିଲିମିଟର ହାରରେ ବଢିବାରେ ଲାଗିଛି। ସେ ଭିତରୁ ବଙ୍ଗୋପସାଗରରେ ଜଳରାଶି ଅଧିକ ହାରରେ ବୃଦ୍ଧି…

ନିର୍ବାଚନ ପରେ

ଭାରତୀୟ ଅର୍ଥନୀତି ଏକ ଖରାପ ସମୟ ଦେଇ ଗତି କରୁଛି। ୩୦ ମାର୍ଚ୍ଚରେ ଭାରତୀୟ ମୁଦ୍ରା ଖୁବ୍‌ ତଳକୁ ଯାଇ ଏକ ଆମେରିକୀୟ ଡଲାର ତୁଳନାରେ ବିନିମୟ…

ଏଇ ଭାରତରେ

ଦିଲ୍ଲୀ-ଏନ୍‌ସିଆର, ଉତ୍ତରପ୍ରଦେଶ, ହରିୟାଣା ଏବଂ ଗୁଜରାଟର ୨୦ଟି ସରକାରୀ ଓ ୮ଟି ଘରୋଇ ସ୍କୁଲରେ ପିଲାମାନେ ଚାଷକରି ପରିବା ଉତ୍ପାଦନ କରିବାକୁ ସକ୍ଷମ ହୋଇପାରିଛନ୍ତି। ଏହା ସମ୍ଭବ…

ସନ୍ଧିକ୍ଷଣରେ ସବୁଜିମା ସ୍ବାସ୍ଥ୍ୟ

ର୍ତ୍ତମାନ ସମୟର ସବୁଠାରୁ ଉଦ୍‌ବେଗଜନକ ଚିତ୍ରଟି ଜାତିସଂଘର ଜିଏଫ୍‌ଆର୍‌ଏ ରିପୋର୍ଟରୁ ଜଣାପଡ଼ିଛି, ତାହା ହେଉଛି ଆମ ପୃଥିବୀର ବିଶେଷକରି ଜଙ୍ଗଲର ସ୍ବାସ୍ଥ୍ୟ ଓ ସ୍ଥିତି ଭଲ ନାହିଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri