ଏଇ ଭାରତରେ

ଦୃଢ଼ ଇଚ୍ଛାଶକ୍ତି ଆଗରେ ସବୁ ବାଧା ଟଳିଯାଏ, ବ୍ୟକ୍ତି ନିଜ ଲକ୍ଷ୍ୟରେ ପହଞ୍ଚିଯାଏ; ଯାହା ଘଟିଛି ଅଙ୍କିତା ଶାହାଙ୍କ ଜୀବନରେ। ଅହମଦାବାଦର ଅଙ୍କିତା ଜଣେ ଭିନ୍ନକ୍ଷମ। ତେବେ ସବୁ ସମସ୍ୟାକୁ ସାମ୍‌ନା କରି ଅଟୋ ଚଳାଇ ଗୁଜୁରାଣ ମେଣ୍ଟାଉଛନ୍ତି। ସେ ଅହମଦାବାଦର ପ୍ରଥମ ଭିନ୍ନକ୍ଷମ ମହିଳା ଅଟୋଚାଳକ। ଅଙ୍କିତାଙ୍କ ବୟସ ୩୮। ତାଙ୍କ ବୟସ ୧ ବର୍ଷ ହୋଇଥିବାବେଳେ ସେ ପୋଲିଓ ଆକ୍ରାନ୍ତ ହୋଇ ଆଉ ଚାଲିପାରୁ ନ ଥିଲେ। ତେବେ ଜୀବନ ସଂଗ୍ରାମରେ ଆଗକୁ ବଢ଼ି ଅର୍ଥନୀତିରେ ଡିଗ୍ରୀ ହାସଲ କରିପାରିଛନ୍ତି। ପରେ ୨୦୦୯ରେ ସେ ଅହମଦାବାଦ ଯାଇ ଚାକିରି ଖୋଜି ପାଇବାରେ ସକ୍ଷମ ନ ହେବାରୁ ଅଟୋ ଚଳାଇବା ପାଇଁ ନିଷ୍ପତ୍ତି ନେଇଥିଲେ। ପରିବାରର ୭ ଜଣ ସଦସ୍ୟଙ୍କ ଭରଣପୋଷଣ ଦାୟିତ୍ୱ ତାଙ୍କ ଉପରେ ରହିଥିବାରୁ ସେ ଏଭଳି କ୍ଷେତ୍ରରେ ପାଦଥାପିବାକୁ ବାଧ୍ୟ ହୋଇଥିଲେ। ତେବେ ଏବେ ସେ ମାସକୁ ପାଖାପାଖି୨୫,୦୦୦ ଟଙ୍କା ରୋଜଗାର କରୁଛନ୍ତି। ସକାଳ ୧୦ଟାରେ ଅଟୋ ନେଇ ବାହାରି ଯାଉଛନ୍ତି ଓ ଫେରୁଛନ୍ତି ରାତି ୮ଟାରେ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଅସହାୟ ପିଲାଙ୍କ ଆଶାବାଡ଼ି ପୋର୍ତ୍ତିଆ ପୁଟାଟୁଣ୍ଡା। ସେ ତାଙ୍କ ପିତାଙ୍କ ସ୍ମୃତିରେ ଏକ ଆବାସିକ ସ୍କୁଲ ଖୋଲି ମାଗଣାରେ ପିଲାମାନଙ୍କୁ ପଢାଉଛନ୍ତି। ସେମାନଙ୍କୁ ଖାଦ୍ୟ, ଚିକିତ୍ସା, ପୋଷାକ…

ଅଦୃଶ୍ୟ ଈଶ୍ୱରଙ୍କ ଦୃଶ୍ୟ ପ୍ରତିମା

ଭୁ ଯିଶୁଖ୍ରୀଷ୍ଟ ଦୁଇ ହଜାରରୁ ଅଧିକ ବର୍ଷ ତଳେ, ରୋମୀୟ ସାମ୍ରାଜ୍ୟ ସମୟରେ, ନିଜର ପରିଚୟ ଓ ବ୍ୟକ୍ତିତ୍ୱକୁ ଖୋଲାଖୋଲି ଭାବେ ପ୍ରକାଶ କରିଥିଲେ। ତାଙ୍କ ବିରୋଧରେ…

ଜନଜାତୀୟ ଖେଳ ପ୍ରତିଭା: ଆମ ଜାତୀୟ ଗୌରବ

ମୁଁ  ଦେଖିଛି ଯେ ଆମ ଦେଶର ଗ୍ରାମାଞ୍ଚଳ ଓ ବନାଞ୍ଚଳରେ ପିଲାମାନେ ସେମାନଙ୍କ ଦୈନନ୍ଦିନ ଜୀବନର ଅଧିକାଂଶ ସମୟ ପ୍ରକୃତି କୋଳରେ ଅତିବାହିତ କରିଥା’ନ୍ତି। ସେମାନେ ପ୍ରାକୃତିକ…

ଆଣବିକ ପ୍ରତିରୋଧ ଓ ମହାଶକ୍ତି

ଆଣବିକ ଅସ୍ତ୍ରଶସ୍ତ୍ର ଯୋଗୁ ମହାଶକ୍ତିଙ୍କ ମଧ୍ୟରେ ଯୁଦ୍ଧର ବିଜୟ ଅସମ୍ଭବ ହୋଇଯାଇଛି। ଅର୍ଥାତ୍‌ ମହାଶକ୍ତିଙ୍କ ନିକଟରେ ଏତେ ଅଣୁ ଅସ୍ତ୍ରଶସ୍ତ୍ର ରହିଛି ଯେ, ଯଦି ସେମାନଙ୍କ ମଧ୍ୟରେ…

ଏଇ ଭାରତରେ

ଦନ୍ତ ଚିକିତ୍ସକ ଡ. ଶାନ୍ତି ତୁମ୍ମାଲା ଚାକିରି ଛାଡ଼ି ବେଙ୍ଗାଲୁରୁରେ ବର୍ଜ୍ୟ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେଇଛନ୍ତି। ଥରେ ଜଣେ ମହିଳା ଏକ ଅଳିଆଗଦା ନିକଟରେ…

ତଳ ଅଫିସର

ଆଜିର ଦିନରେ ସବୁଠି ଗହଳଚହଳ ଅଧିକ। ହାଟରେ ଯେମିତି ଘୋ ଘୋ, ନାହିଁ ନ ଥିବା ଭିଡ଼, ଠିକ୍‌ ସେମିତି ଭିଡ଼ ଦେଖାଯାଏ ସବୁଠି। ଟ୍ରେନ୍‌ରେ ଯାତ୍ରୀଙ୍କ…

ବିଶ୍ୱ ପାଇଁ ଚେତାବନୀ

ମଣିଷ ବିଜ୍ଞାନ-ସଭ୍ୟତାର ଶୀର୍ଷରେ ପହଞ୍ଚତ୍ଥିଲେ ମଧ୍ୟ ଯୁଦ୍ଧ ଓ ହିଂସାକୁ ଛାଡ଼ିପାରିନାହିଁ। ଏବେ ସମଗ୍ର ବିଶ୍ୱରେ ଯେମିତି ସଂଘର୍ଷ, ହିଂସା, ପ୍ରତିଶୋଧର ବାତାବରଣ ସୃଷ୍ଟି ହୋଇଛି ତାହା…

ଜୈନଧର୍ମରେ ମହିଳା

ଜୈନଧର୍ମରେ ୨୪ ସନ୍ନ୍ୟାସୀ (ତୀର୍ଥଙ୍କର)ଙ୍କ ପ୍ରଦର୍ଶିତ ପଥ ଜୈନଧର୍ମ ଅନୁସରଣ କରେ। ଜୈନଧର୍ମର ଶ୍ୱେତାମ୍ବର ବିଚାରରେ ପଶ୍ଚିମ ଭାରତରେ ପାର୍ଶ୍ୱନାଥ ଏବଂ ମହାବୀର ଯଥାକ୍ରମେ ୨୩ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri