ଏଇ ଭାରତରେ

ନିଷ୍ଠା ଓ ଇଚ୍ଛାଶକ୍ତି ବଳରେ ଲକ୍ଷ୍ୟ ପ୍ରାପ୍ତି ହୋଇଥାଏ, ଯାହା ପ୍ରମାଣ କରିଛନ୍ତି ବବିତା ଭଟ୍ଟ। ସଫ୍ଟଓ୍ବେର ପ୍ରଫେଶନାଲ ବବିତା ଚାକିରି ଛାଡି ହିମାଳୟ ଅଞ୍ଚଳର ଚାଷୀମାନଙ୍କୁ ରୋଜଗାର ବଢ଼ାଇବାର ବାଟ ଦେଖାଉଛନ୍ତି। ସମ୍ପୂର୍ଣ୍ଣ ଜୈବିକ ପଦ୍ଧତି ଚାଷକୁ ପ୍ରୋତ୍ସାହିତ କରିବା ସହ ସେମାନଙ୍କ ଉପତ୍ାଦକୁ ବିକ୍ରି କରିବା ପାଇଁ ସହଯୋଗ କରୁଛନ୍ତି। ଏବେ ସୁଦ୍ଧା ସେ ହିମାଳୟ ପାର୍ବତ୍ୟାଞ୍ଚଳରେ ୨,୦୦୦ କୃଷକଙ୍କୁ ଲାଭ ପହଞ୍ଚାଇ ସାରିଲେଣି। ଉତ୍ତରାଖଣ୍ଡର ଗଡ଼ଓ୍ବାଲ ପାହାଡ଼ିଆ ଅଞ୍ଚଳରେ ବଢିଥିବା ବବିତା ୨୦୧୬ରେ ଚାକିରି ଛାଡି ‘ହିମାଳୟ ଟୁ ହୋମ୍‌’ ଅନ୍‌ଲାଇନ ପ୍ଲାଟ୍‌ଫର୍ମ ମାଧ୍ୟମରେ ଏହି ଅଭିଯାନ ଜାରି ରଖିଛନ୍ତି। ପାହାଡ଼ିଆ ଅଞ୍ଚଳରେ ୨୦୦୦ କୃଷକଙ୍କ ଦ୍ୱାରା ଉପତ୍ାଦିତ ୧୪୦ ପ୍ରକାର ଜୈବିକ ଉପତ୍ାଦ ସେମାନଙ୍କ ଆୟ ବୃଦ୍ଧି କରିଛି। କୃଷକମାନଙ୍କ ପ୍ରତ୍ୟକ୍ଷ ସହଭାଗିତାରେ ଉପତ୍ାଦଗୁଡ଼ିକର ପ୍ରୋସେସିଂ ଓ ପ୍ୟାକେଜିଂ କରି ତାହାକୁ ବିକ୍ରି କରିବାର ବ୍ୟବସ୍ଥା ମଧ୍ୟ ସେ କରିଛନ୍ତି। ଏହା ପାଇଁ ଦେଶର ବିଭିନ୍ନ ଭାଗରୁ ମାସକୁ ତାଙ୍କୁ ଅତି କମ୍‌ରେ ୩,୦୦୦ ଅର୍ଡର ମିିଳୁଛି। ଏହି ଅଭିଯାନରେ ଆହୁରି ଅଧିକ କୃଷକଙ୍କୁ ସାମିଲ କରିବା ପାଇଁ ଉତ୍ତରାଖଣ୍ଡ ଅର୍ଗାନିକ ବୋର୍ଡ ସହ ତାଙ୍କ କମ୍ପାନୀକୁ ପଞ୍ଜୀକୃତ କରିଛନ୍ତି। ଏହାବାଦ ପାରମ୍ପରିକ ବିହନର ସୁରକ୍ଷା ପାଇଁ ବିହନ ବଞ୍ଚାଅ ଆନ୍ଦୋଳନର ନେତୃତ୍ୱ ନେଉଛନ୍ତି ୪୩ ବର୍ଷୀୟ ବବିତା।


Enter your email to get our daily news in your inbox.

All Right Reserved By Dharitri.Com

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

ଦେଶଭକ୍ତି ଚିନ୍ତା

ଆମ ଦେଶରେ ଜାତୀୟତାବାଦର ଅତ୍ୟଧିକ ଚାହିଦା ରହିଛି, ହେଲେ ସବୁବେଳେ ଏଠାରେ ଏହାର ଅଭାବ ଥିବା ମନେହୁଏ। ମୋ ଜୀବନରେ ଅତିବାହିତ ସବୁ ଦଶନ୍ଧିରେ ‘ବନ୍ଦେ ମାତରମ୍‌’କୁ…

ମୁଁ ଗୋଟିଏ ଗାଈ

ହାଁ ହାଁ ବାଇମନ… ରୁହ ରୁହ…! ଶୀର୍ଷକଟିକୁ ପଢ଼ି ଦେଇ ପିଲାବେଳର ରଚନା ଭାବି ଆଖି ବୁଲାଇ ନିଅନ୍ତୁନି! ଯେମିତି ଆପଣଙ୍କର ପିଲାବେଳ ଆଉ ନାହିଁ! ସେମିତି…

ଆମକୁ ଯାହା ଲଜ୍ଜା ନାହିଁ

ଅମ ଓଡ଼ିଶା ଭାଷା, ସାହିତ୍ୟ, ସଂସ୍କୃତି, ଚଳଣି, ଆମ ଖାଦ୍ୟ, ଆମ ବିଚାରଧାରା ସବୁଠି ବର୍ତ୍ତମାନ ଅନୁପ୍ରବେଶର ଉପଦ୍ରବ। ଏସବୁ ଭିତରେ ଊଣା ଅଧିକେ ହଜିବାକୁ ବସିଲାଣି…

ବିକଳ୍ପ ଶେଷ

ବର୍ଷ ବର୍ଷ ଧରି ସିଭିଲ ସର୍ଭିସ ପରୀକ୍ଷାରେ ବ୍ୟବସ୍ଥାଗତ ତ୍ରୁଟି ରହିଥିଲା। ପରୀକ୍ଷାରେ ପାସ୍‌ କରି ଆଇଏଏସ୍‌ କିମ୍ବା ଆଇଏଫ୍‌ଏସ୍‌ରେ ପ୍ରବେଶ କଲେ ମଧ୍ୟ ସେମାନେ ଭଲ…

ଏଇ ଭାରତରେ

ସୁନ୍ଦରବନର ଏକ ଗାଁର ଲୋକେ ଜୀବନ-ଜୀବିକା ସଂଘର୍ଷରେ ବିଜୟୀ ହୋଇଛନ୍ତି। ପଶ୍ଚିମବଙ୍ଗ ସନ୍ଦେଶ୍‌ଖାଲି ବ୍ଲକ ଜେଲିଆଖଲି ଗାଁକୁ ଅନେକ ଛୋଟ ନଦୀ ଘେରିରହିଛି। କୋଲ୍‌କାତାଠାରୁ ୭୨ କି.ମି.…

ରେଡିଓ: ମନର କଥା କହେ

ରେଡିଓ ଆମ ଜୀବନରେ ଏକ ଅବିଚ୍ଛେଦ୍ୟ ଅଙ୍ଗ ହୋଇରହିଛି। ସେ ସୂଚନା ପ୍ରସାରଣ ହେଉ କି ଆନନ୍ଦ ପ୍ରଦାନ, ରେଡିଓ ସବୁବେଳେ ଆମ ସାଥିରେ ରହିଛି। ମନେପଡୁଛି…

ଆସ୍ଥାର ବଜାରୀକରଣ

ଭାରତୀୟ ସଂସ୍କୃତିର ପ୍ରାଣକେନ୍ଦ୍ର ହେଉଛି ଆଧ୍ୟାତ୍ମିକତା। ଏଠାରେ ଦେବଦେବୀମାନେ କେବଳ ପୂଜାପାଠର ମାଧ୍ୟମ ନୁହନ୍ତି, ବରଂ ସେମାନେ ଆମ ଜୀବନଶୈଳୀ, ସଂସ୍କାର ଏବଂ ନୈତିକତାର ପ୍ରତୀକ। ହିନ୍ଦୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri