ଏଇ ଭାରତରେ

ବର୍ଜ୍ୟ ଉପଯୋଗ କରି ପରିବେଶ ଉପଯୋଗୀ ସିମେଣ୍ଟ ପ୍ରସ୍ତୁତ କରିଛନ୍ତି ଦିଲ୍ଲୀର ଜାମିଆ ମିଲିଆ ଇସ୍‌ଲାମିଆ ଏବଂ ଆଲିଗଡ଼ ମୁସଲିମ ୟୁନିଭର୍ସିଟି (ଉତ୍ତରପ୍ରଦେଶ)ର ପ୍ରାଧ୍ୟାପକମାନେ। ସେମାନଙ୍କ ଦ୍ୱାରା ପ୍ରସ୍ତୁତ କରାଯାଇଥିବା ଏହି ସିମେଣ୍ଟ ୨୫% ଅଧିତ୍କ ମଜଭୁତ। ସେମାନେ ବର୍ଜ୍ୟରେ ଫ୍ଲାଏ ଆଶ୍‌ ଏବଂ ସିଲିକା ଫ୍ୟୁମ୍‌ସ ଉପଯୋଗ କରୁଛନ୍ତି। ଉକ୍ତ ସିମେଣ୍ଟ ପାଇଁ ବି ନିର୍ମାଣ କ୍ଷେତ୍ରରୁ ବାହାରୁଥିବା ବର୍ଜ୍ୟ ମଧ୍ୟ ଉପଯୋଗ କରାଯାଉଛିି। ପ୍ରାଧ୍ୟାପକଙ୍କ ଟିମ୍‌ର ନେତୃତ୍ୱ ନେଉଛନ୍ତି ଡ. ଇବାଦୁର ରହମାନ। ରହମାନଙ୍କ ସମେତ ୬ ଜଣ ପ୍ରାଧ୍ୟାପକ ତାଙ୍କ ଟିମ୍‌ରେ ରହିଛନ୍ତି। ସିମେଣ୍ଟ ଉପତ୍ାଦନ ସମୟରେ ଯେଉଁ ବିପୁଳ ପରିମାଣର କାର୍ବନ୍‌ ଡାଇ ଅକ୍ସାଇଡ ନିର୍ଗତ ହୁଏ, ଏହି ସିମେଣ୍ଟ ପ୍ରସ୍ତୁତିରେ ତାହା ହେଉନାହିଁ। ମୁଖ୍ୟତଃ ଏହି ସିମେଣ୍ଟରେ ନିର୍ମିତ କୋଠା ଭୂମିକମ୍ପରେ ସୁରକ୍ଷିତ ରହିପାରିବ ବୋଲି କହିଛନ୍ତି ଡ. ରହମାନ। ଏବେ ଡ. ରହମାନ ଏବଂ ତାଙ୍କ ଟିମ୍‌ ପ୍ୟାଣ୍ଟେଟ ଲାଗି ଅପେକ୍ଷାରେ ରହିଛନ୍ତି। ଏହା ପରେ ସେମାନେ ନିର୍ମାଣ କ୍ଷେତ୍ରକୁ ବ୍ୟବସାୟିକ ବିକ୍ରି ଆରମ୍ଭ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଦନ୍ତ ଚିକିତ୍ସକ ଡ. ଶାନ୍ତି ତୁମ୍ମାଲା ଚାକିରି ଛାଡ଼ି ବେଙ୍ଗାଲୁରୁରେ ବର୍ଜ୍ୟ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେଇଛନ୍ତି। ଥରେ ଜଣେ ମହିଳା ଏକ ଅଳିଆଗଦା ନିକଟରେ…

ତଳ ଅଫିସର

ଆଜିର ଦିନରେ ସବୁଠି ଗହଳଚହଳ ଅଧିକ। ହାଟରେ ଯେମିତି ଘୋ ଘୋ, ନାହିଁ ନ ଥିବା ଭିଡ଼, ଠିକ୍‌ ସେମିତି ଭିଡ଼ ଦେଖାଯାଏ ସବୁଠି। ଟ୍ରେନ୍‌ରେ ଯାତ୍ରୀଙ୍କ…

ବିଶ୍ୱ ପାଇଁ ଚେତାବନୀ

ମଣିଷ ବିଜ୍ଞାନ-ସଭ୍ୟତାର ଶୀର୍ଷରେ ପହଞ୍ଚତ୍ଥିଲେ ମଧ୍ୟ ଯୁଦ୍ଧ ଓ ହିଂସାକୁ ଛାଡ଼ିପାରିନାହିଁ। ଏବେ ସମଗ୍ର ବିଶ୍ୱରେ ଯେମିତି ସଂଘର୍ଷ, ହିଂସା, ପ୍ରତିଶୋଧର ବାତାବରଣ ସୃଷ୍ଟି ହୋଇଛି ତାହା…

ଜୈନଧର୍ମରେ ମହିଳା

ଜୈନଧର୍ମରେ ୨୪ ସନ୍ନ୍ୟାସୀ (ତୀର୍ଥଙ୍କର)ଙ୍କ ପ୍ରଦର୍ଶିତ ପଥ ଜୈନଧର୍ମ ଅନୁସରଣ କରେ। ଜୈନଧର୍ମର ଶ୍ୱେତାମ୍ବର ବିଚାରରେ ପଶ୍ଚିମ ଭାରତରେ ପାର୍ଶ୍ୱନାଥ ଏବଂ ମହାବୀର ଯଥାକ୍ରମେ ୨୩ ଓ…

ପ୍ରଜାପତି ପ୍ରଭାବ

ପ୍ରଜାପତି ପ୍ରଭାବ ହେଉଛି ପଦାର୍ଥ ବିଜ୍ଞାନ ଓ ଗଣିତର ଏକ ଗୁରୁତ୍ୱପୂର୍ଣ୍ଣ ତତ୍ତ୍ୱ। ଏହା ହେଉଛି ଏକ ଅବଧାରଣା ଯେଉଁଥିରେ ଗୋଟିଏ ଜଟିଳ ପ୍ରଣାଳୀରେ କ୍ଷୁଦ୍ର ତଥା…

ଓଡ଼ିଶା ଦିବସର ଅନୁଚିନ୍ତା: ସମୃଦ୍ଧ, ସଶକ୍ତ ଓଡ଼ିଶା

ଆଜିର ଦିନଟି ପ୍ରତ୍ୟେକ ଓଡ଼ିଶାବାସୀଙ୍କ ପାଇଁ ବାର୍ଷିକ କ୍ୟାଲେଣ୍ଡରରେ ଏକ ମହତ୍ତ୍ୱପୂର୍ଣ୍ଣ ଦିନ। ୯୦ବର୍ଷ ତଳେ ଆଜିର ଦିନରେ ସ୍ବତନ୍ତ୍ର ଓଡ଼ିଶା ଗଠିତ ହୋଇଥିଲା, ଯାହା ଭାରତର…

ସଂଜ୍ଞା ବଦଳିପାରେ

ଧାର୍ଯ୍ୟ ସମୟସୀମାର ଦିନକ ପୂର୍ବରୁ ଅର୍ଥାତ୍‌ ୩୦ ମାର୍ଚ୍ଚରେ ଭାରତ ‘ମାଓବାଦୀ ମୁକ୍ତ’ ବୋଲି ସଂସଦରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଘୋଷଣା କରିଦେଇଛନ୍ତି। ଏହା ନିଶ୍ଚିତ ଭାବେ…

ସୁନା, କଳି ଓ ଅର୍ଥନୀତି

ଏକଦା ରାଜା ପରିକ୍ଷିତ ନିଜ ରାଜ୍ୟ ତଥା ରାଜ୍ୟବାସୀଙ୍କ ଭଲମନ୍ଦ ଜାଣିବା ପାଇଁ ଭ୍ରମଣାର୍ଥେ ବାହାରିଥିଲେ। ଠିକ୍‌ ସେହି ସମୟରେ ଏକ ବିଶାଳ ବପୁଧାରୀ ବ୍ୟକ୍ତି (ଯେକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri