ଏଇ ଭାରତରେ

ଜଳବାୟୁ ପରିବର୍ତ୍ତନ ବିରୋଧରେ ଲଢ଼େଇ କରି ରାଜସ୍ଥାନର ଏକ ଗାଁ ପଡିିଆ ଜମିରେ ଘଞ୍ଚଜଙ୍ଗଲ ସୃଷ୍ଟି କରିପାରିଛି। ଉଦୟପୁରଠାରୁ ୭୫କି.ମି. ଦୂର କାରେକ୍‌ ହେଉଛି ପଶ୍ଚିମ ରାଜସ୍ଥାନର ଶେଷ ଗାଁ। ଏହି ଗ୍ରାମର ଗ୍ରାମବାସୀଙ୍କ ମିଳିତ ଉଦ୍ୟମରେ ୩୩୯ ହେକ୍ଟର ଜମିରେ ଏହି ଜଙ୍ଗଲ ହୋଇପାରିଛି। ଏହିସବୁ ଜମି ଗ୍ରାମବାସୀଙ୍କର। ୨୦୦୨ରେ ସେମାନେ ଫାଉଣ୍ଡେଶନ ଅଫ୍‌ ଇକୋଲୋଜିକାଲ ସିକ୍ୟୁରିଟି ସହଯୋଗରେ ନଷ୍ଟ ହୋଇଯାଉଥିତ୍ବା ଜଙ୍ଗଲର ସୁରକ୍ଷା ଅଭିଯାନ ଚଳାଇବା ସହ ନୂଆ ଜଙ୍ଗଲ ସୃଷ୍ଟି କରିବା ଲାଗି ପଦକ୍ଷେପ ଗ୍ରହଣ କରିଥିତ୍ଲେ। ପ୍ରଥମେ ସେମାନେ ୫୦ ହେକ୍ଟର ଜମିରେ ଏହା ଆରମ୍ଭ କରିଥିଲେ। ଏବେ ଜଙ୍ଗଲ ସୁରକ୍ଷା କରିବା ବି ଗ୍ରାମବାସୀଙ୍କ ଦାୟିତ୍ୱ। ଯେଉଁମାନେ ଗୃହପାଳିତ ପ୍ରାଣୀଙ୍କୁ ଛାଡ଼ି ଜଙ୍ଗଲ ନଷ୍ଟ କରୁଛନ୍ତି ସେମାନଙ୍କ ଉପରେ ୫୦ଟଙ୍କା ଜରିମାନା ଲାଗୁ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ତାମିଲ ରାମାୟଣ

କମ୍ୱରାମାୟଣମ୍‌ (କମ୍ୱ ରାମାୟଣ) ତାମିଲ ସାହିତ୍ୟର ସବୁଠାରୁ ପ୍ରସିଦ୍ଧ ରଚନାଗୁଡ଼ିକ ମଧ୍ୟରୁ ଅନ୍ୟତମ। ନବମ ଶତାବ୍ଦୀ ପାଖାପାଖିରେ ଚୋଳ ରାଜାମାନଙ୍କ ସମୟରେ ତାମିଲନାଡୁର କବି କମ୍ୱନ ଏହାକୁ…

ଏମିତି ଏ ବଡ଼ଦାଣ୍ଡେ

ପିଲାଦିନରୁ ଶ୍ରୀଜଗନ୍ନାଥଙ୍କର ଅନେକ ଜଣାଣ ଓ ଭଜନ ମୋର ମନେରହିଛି। ସ୍କୁଲ ଓ କଲେଜରେ ପଢ଼ୁଥିଲା ବେଳେ ମୁଁ ଗୀତ ଗାଉଥିଲି। ଜଗନ୍ନାଥ ଜଣାଣ ଗାଇ ଖୁସି…

ନୀତିବିହୀନ ନିର୍ଦ୍ଧାରକ

ଭାରତରେ ଖାଦ୍ୟପଦାର୍ଥର ମୂଲ୍ୟ ବୃଦ୍ଧି ଯୋଗୁ ଗତ ଜୁନ୍‌ରେ ଖୁଚୁରା (ରିଟେଲ୍‌) ମୁଦ୍ରାସ୍ଫୀତି ୪.୩୮ ପ୍ରତିଶତରେ ପହଞ୍ଚତ୍ଛି, ଯାହା ମେ’ରେ ଥିଲା ୩.୯୩ ପ୍ରତିଶତ। ରିଜର୍ଭ ବ୍ୟାଙ୍କ…

ସମାଜ ବିଭକ୍ତୀକରଣର ଅନ୍ତୁଡ଼ିଶାଳ

ସ୍ବାଧୀନୋତ୍ତର ଭାରତର ସରକାରମାନେ ଶିକ୍ଷାର ପ୍ରସାର ଦିଗରେ କାମ କରିଚାଲିଛନ୍ତି। ବହୁ ଶିକ୍ଷା କମିଶନ ବସିଛି। ବହୁ ଆଇନ ପ୍ରଣୟନ ହୋଇଛି। ସେଥିମଧ୍ୟରୁ ବିଳମ୍ବରେ ହେଲେ ମଧ୍ୟ…

ଚାଲ ଫେରିବା ଗାଁକୁ

ଗ୍ରାମାଞ୍ଚଳ ଓ ଗ୍ରାମ୍ୟ ଜୀବନ କାହାକୁ ଆକୃଷ୍ଟ ନ କରେ! ମୋ ଜନ୍ମସ୍ଥାନଟି ହେଉଛି ରାଜ୍ୟର ଉପକୂଳବର୍ତ୍ତୀ ବ୍ରାହ୍ମଣୀ ନଦୀକୂଳ ଆଳି ମାଣିକପାଟଣା। ଗଁାଦିନର ସ୍ମୃତି ଅନେକ।…

ଏଇ ଭାରତରେ

ରାସ୍ତାରେ ଭିକ୍ଷାବୃତ୍ତି କରୁଥିବା ପିଲାଙ୍କ ପାଇଁ ଆଶାର ଆଲୋକ ପାଲଟିଛନ୍ତି ଦିଲ୍ଲୀର କୃଷ୍ଣ କୁମାର। ଏଭଳି ପିଲାଙ୍କୁ ସେ ରାସ୍ତାକଡ଼ରେ ପଢ଼ାଉଛନ୍ତି। ସ୍କୁଲ କହିଲେ ଭଲ ଘର…

ମଣିଷ ଦେଖିଲେ ଡର ଲାଗୁଛି

ସାମ୍ପ୍ରତିକ ପରିସ୍ଥିତିକୁ ନେଇ ଏ ନିବନ୍ଧଟି ପ୍ରସ୍ତୁତ କରିବାକୁ ଗଲାବେଳେ ପ୍ରଖ୍ୟାତ ସାହିତି୍ୟକ ମନୋଜ ଦାସଙ୍କ ‘କେତେ ଦିଗନ୍ତ’ ପୁସ୍ତକରୁ ରୋଚକ ପ୍ରସଙ୍ଗଟିଏ ସ୍ମରଣକୁ ଆସୁଛି। କିଛି…

ପୁଅ କୋଉ ବିଜ୍ଞାନ ପଢ଼ିବ

ସୁମୀ ଅତି ସ୍ନେହରେ ପୁଅର ନାଆଁ ରଖିଥିଲା ‘ଶ୍ରୀମୟ’। କିନ୍ତୁ ପୁଅ ବଡ଼ ହେଲା ପରେ ତା’ ସାଙ୍ଗମାନଙ୍କୁ ‘ଶ୍ରୀମୟ’ ନାଆଁଟା ପସନ୍ଦ ହେଲାନି। ସେମାନେ ତାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri