ଏଇ ଭାରତରେ

କୋଭିଡ୍‌ ମହାମାରୀରେ ସବୁଠୁ ବଡ଼ ସମସ୍ୟାର ସମ୍ମୁଖୀନ ହେଉଛନ୍ତି ସଂକ୍ରମିତ ଗର୍ଭବତୀମାନେ। ଏହି ସମୟରେ ସନ୍ତାନ ପ୍ରସବ କରିବା ମା’ ଓ ଶିଶୁଙ୍କ ସ୍ବାସ୍ଥ୍ୟ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ। ତେବେ ସନ୍ତାନ ପ୍ରସବ କରାଇବାରେ ଶ୍ରୀନଗରର ଜେଏଲ୍‌ଏନ୍‌ଏମ୍‌ ହସ୍ପିଟାଲର ସୁଗୁପ୍ତା ଆରା ନିଜର ସାହସ, ଧୈର୍ଯ୍ୟ ଓ କର୍ତ୍ତବ୍ୟନିଷ୍ଠାର ପରିଚୟ ଦେଇଛନ୍ତି। ସେ ୧୦୦ କୋଭିଡ୍‌ ସଂକ୍ରମିତ ମା’ଓ ସେମାନଙ୍କ ଶିଶୁମାନଙ୍କ ଯନତ୍ ନେଇପାରିଛନ୍ତି। ଏମିତି ହୋଇଥିଲା ଯେ, ଶିଶୁକୁ ସୁରକ୍ଷିତ ପ୍ରସବ କରାଇବା ତଥା କୋଭିଡ୍‌ମୁକ୍ତ ରଖିତ୍ତ୍ବା ଲାଗି ସେ ପିପିଇ କିଟ୍‌ ପିନ୍ଧିବାକୁ ମଧ୍ୟ ସମୟ ପାଇ ନ ଥିଲେ। ତାଙ୍କ ପରିବାର କୋଭିଡ୍‌-୧୯ରେ ସଂକ୍ରମିତ ହୋଇଥିଲେ ମଧ୍ୟ ସୁଗୁପ୍ତା ଦିନଟିଏ ଛୁଟି ନେଇନାହାନ୍ତି। ଦୁଇଟି ସନ୍ତାନର ମା’ ସୁଗୁପ୍ତା ସେମାନଙ୍କ ଯନତ୍ ନେବା ସହ କୋଭିଡ୍‌ ସଂକ୍ରମିତ ମା’ ଓ ନବଜାତକମାନଙ୍କ ସେବାରେ କେବେ ବି ଅବହେଳା କରିନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଲଡା ଗୁମ୍ଫା

ଓଡ଼ିଶାର କୋରାପୁଟ ଜିଲା ଅସରନ୍ତି ପ୍ରାକୃତିକ ସମ୍ପଦ ଏବଂ ନିଆରା ଆଦିବାସୀ ପରମ୍ପରା ପାଇଁ ସାରା ବିଶ୍ବରେ ଖ୍ୟାତ। ଏଠାରେ ଦେଖିବାକୁ ମିଳୁଥିବା ଆକର୍ଷଣୀୟ ସୁନ୍ଦର ସବୁଜିମା…

ଯଜ୍ଞର ଦୁଇ ରୂପ

ଆମେ ଯଜ୍ଞ କରୁ ଏବଂ ଆମ ପାଇଁ ଯଜ୍ଞହୁଏ। ଆମ ଯଜ୍ଞକୁ ଆମେ କେତେ ପ୍ରକାରେ କରିଥାଉ। ତାହା ସମ୍ପାଦନ କରିବା ପାଇଁ ଆମେ କେତେ ନିଃସ୍ବାର୍ଥପର,…

ଭାରତରେ ଇସ୍‌ଲାମ ପ୍ରବେଶ

ଆରବରେ ଇସ୍‌ଲାମ ଧର୍ମ ସପ୍ତମ ଶତାବ୍ଦୀରେ ସୃଷ୍ଟି ହୋଇ ପୃଥିବୀର ବିଭିନ୍ନ ଅଞ୍ଚଳକୁ ବ୍ୟାପିଥିଲା। ପଶ୍ଚିମରେ ଭୂମଧ୍ୟସାଗରୀୟ ଅଞ୍ଚଳ ଏବଂ ପୂର୍ବକୁ ପର୍ସିଆ ବା ପାରସ୍ୟ (ଏବକାର…

ଚାଷଜମିରେ ନଡ଼ାପୋଡ଼ି

ସମୟ ଥିଲା ନଡ଼ା ବିଭିନ୍ନ କାର୍ଯ୍ୟରେ ବ୍ୟବହାର ହେଉଥିଲା। ସମୟକ୍ରମେ ଏହା ଅଦରକାରୀ ହୋଇଗଲା ଏବଂ ଲୋକେ ନଡ଼ାପୋଡ଼ିବା ଆରମ୍ଭକଲେ। ପ୍ରଦୂଷଣର ମାୟାଜାଲରେ ନଡ଼ାପୋଡ଼ି ଏକ ପ୍ରମୁଖ…

ମଣିଷର ବିସର୍ଜନ

ତୁମେ ଭାବୁଛ ତୁମେ ଗୋଟିଏ ସ୍ବଚ୍ଛ ପରିଷ୍କୃତ ବହୁ ଉଚ୍ଚ ସ୍ତରର ସୃଷ୍ଟି।ଭୁଲିଯାଅନି ମଣିଷ ଗୋଟିଏ ଛାଞ୍ଚ ଯହିଁରେ ଅନ୍ୟତ୍ର ବର୍ଜ୍ୟ ହୋଇଥିବା ବସ୍ତୁ (ମଇଳା) ବା…

ତଥ୍ୟ ଅସୁରକ୍ଷିତ

ନାଗରିକଙ୍କ ବ୍ୟକ୍ତିଗତ ତଥ୍ୟକୁ ବାରମ୍ବାର ଅପବ୍ୟବହାର କରାଯାଉଥିବାରୁ ବିଭିନ୍ନ ସମୟରେ ଭିନ୍ନ ଭିନ୍ନ ଅଭିଯୋଗ ହୋଇଆସୁଛି। ବିଶେଷକରି ସାମାଜିକ ଗଣମାଧ୍ୟମର ପ୍ରାବଲ୍ୟତା ବଢ଼ିଥିବାରୁ ତଥ୍ୟକୁ ନେଇ ସର୍ବଦା…

ଏଇ ଭାରତରେ

ଉତ୍ତରାଖଣ୍ଡର ଦୁର୍ଗମ ପାହାଡ଼ିଆ ଅଞ୍ଚଳର ପିଲାମାନେ ସ୍କୁଲ ଯାଉ ନ ଥିବା ଲକ୍ଷ୍ୟ କରିଥିଲେ ଶ୍ରେୟା ରାଓ୍ବତ। ସ୍କୁଲ ବେଶି ଦୂରରେ ଥିବାରୁ, ଜଳବାୟୁ ଜନିତ ବିପର୍ଯ୍ୟୟ…

ପ୍ରଶ୍ନ ଏକ, ଉତ୍ତର ଅନେକ

ରାଜ୍ୟର ରାଜା ପାତ୍ର-ମନ୍ତ୍ରୀମାନଙ୍କ ସହ ରାଜଉଆସ ପରିସରରେ ଥିବା ପୋଖରୀ କୂଳରେ ବସି ରାଜ୍ୟର ହାଲ୍‌ଚାଲ୍‌ ବିଷୟରେ ଆଲୋଚନା କରୁଥାଆନ୍ତି। ସମସ୍ତ ପଦାଧିକାରୀ ନିଜ ନିଜର ପାରିବାପଣିଆର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri