ଏଇ ଭାରତରେ

କୃଷକଙ୍କ ବିକାଶ ପାଇଁ ଆଇଆଇଟି ଖଡଗପୁରର ପୁରାତନ ଛାତ୍ରମାନଙ୍କ ପ୍ରୟାସ ବେଶ୍‌ ପ୍ରଶଂସନୀୟ। ସେମାନେ ‘ଇକୋଜୋନ ସଲ୍ୟୁଶନ’ ଷ୍ଟାର୍ଟଅପ୍‌ ମାଧ୍ୟମରେ କୃଷକଙ୍କ ପାଇଁ ଏକ ପ୍ରକାର କ୍ଷୁଦ୍ର ଶୀତଳଭଣ୍ଡାର ନିର୍ମାଣ କରିଛନ୍ତି। ୨୦୧୦ରେ ଦେବେନ୍ଦ୍ର ଗୁପ୍ତା, ପ୍ରତୀକ ସିଘଂଲ ଏବଂ ବିବେକ ପାଣ୍ଡେ ଏହି ଷ୍ଟାର୍ଟଅପ୍‌ ଆରମ୍ଭ କରିଥିଲେ। ସେମାନେ ଶୀତଳଭଣ୍ଡାରର ନାମ ରଖିଛନ୍ତିି ଇକୋଫ୍ରୋଷ୍ଟ। ଏହା ସୌରଶକ୍ତିରେ ଚାଲୁଛି। ଏଥିରେ ଫଳ, ପନିପରିବା, ଫୁଲ ସତେଜ ରହୁଛି। ଏବେ ସୁଦ୍ଧା ଏମାନେ ୨୫୦ ଶୀତଳଭଣ୍ଡାର ନିର୍ମାଣ କରିସାରିଲେଣି। ୧୪,୦୦୦ ମେଟ୍ରିକ ଟନ୍‌ରୁ ଅଧିକ କୃଷି ଉପତ୍ାଦକୁ କ୍ଷତିରୁ ରକ୍ଷା କରିପାରିଛନ୍ତି। ମହାରାଷ୍ଟ୍ର, ତେଲଙ୍ଗାନା,ତାମିଲନାଡୁ, ଆନ୍ଧ୍ରପ୍ରଦେଶ, ଝାଡ଼ଖଣ୍ଡ, ଛତିଶଗଡ଼ ଏବଂ କର୍ନାଟକର ୭୨,୦୦୦ କୃଷକ ଏହାଦ୍ୱାରା ଉପକୃତ ହୋଇପାରିଛନ୍ତି। ଶୀତଳଭଣ୍ଡାରରେ ବିନା ବ୍ୟାଟେରିର ବ୍ୟାକ୍‌ଅପ ସିଷ୍ଟମ ରହିଛି। ପ୍ରତିକୂଳ ପରିବେଶରେ ଏହା ୩୦ ଘଣ୍ଟା ଯାଏ କୃଷି ଉପତ୍ାଦକୁ ସତେଜ ରଖିପାରୁଛି। ଏବେସୁଦ୍ଧା ଏମାନେ ୨୫୦ ଶୀତଳଭଣ୍ଡାର ନିର୍ମାଣ କରିସାରିଲେଣି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଚେନ୍ନାଇର ଚିତଲାପକ୍କମ ନିକଟରେ ଥିବା ଚିତଲାପକ୍କମ ହ୍ରଦ ନିକଟବର୍ତ୍ତୀ ଅଞ୍ଚଳରେ ଖରାଦିନେ ନଳକୂପ ଶୁଖିଯାଏ। ବର୍ଷର ଅନ୍ୟ ସମୟରେ ବି ସେଗୁଡ଼ିକରୁ ଆବଶ୍ୟକ ପାଣି ବାହାରେ ନାହିଁ।…

ପ୍ରଶାସନିକ ସ୍ବଚ୍ଛତା ଏକ ପ୍ରଶ୍ନବାଚୀ

ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଓ ନିରପେକ୍ଷତା ଆଣିବା ଲାଗି ସରକାର ଯେତେ ଯାହା ପଦକ୍ଷେପ ଗ୍ରହଣ କଲେ ମଧ୍ୟ ତାହା ସଫଳ ହୋଇପାରୁନି। ବିଭିନ୍ନ କ୍ଷେତ୍ରରେ କିଭଳି…

ସମୟ ବ୍ୟାଙ୍କ୍‌ର ସେବାପୁଞ୍ଜି

ବ୍ୟାଙ୍କ୍‌ରେ ସଞ୍ଚତ୍ତ ସମସ୍ତ ଅର୍ଥ ଉଠାଇ ଆଣି ରାଜଧାନୀର ଏକ ପ୍ରମୁଖ ଇଞ୍ଜିନିୟରିଂ କଲେଜରେ ନିଜ ପୁଅର ନାମ ଲେଖାଉଥିବା ଜଣେ ମଧ୍ୟବର୍ଗୀୟ ପିତା ତାଙ୍କ ବନ୍ଧୁକୁ…

ଗରିବ ହୋଇ ରହିବୁ

ଚଳିତ ସପ୍ତାହରେ ଏକ ବିଦେଶୀ ଗଣମାଧ୍ୟମ ମୋର ସାକ୍ଷାତ୍‌କାର ନେଇଥିଲା। ଏହା ଶେଷ ହେବା ପରେ ସାକ୍ଷାତ୍‌କାର ନେଇଥିବା ଖବରଦାତା କହିଥିଲେ, ଭାରତର ସ୍ଥିତି ଏଭଳି ହୋଇଛି…

ଏଇ ଭାରତରେ

ଚେନ୍ନାଇ ପେରୁଙ୍ଗୁଡ଼ିର ସିରାଜ ଖାନ୍‌ ଜଣେ ଶିକ୍ଷୟିତ୍ରୀ। ସେ ତାଙ୍କ କର୍ମମୟ ଜୀବନରୁ ସମୟ ବଞ୍ଚାଇ ମହିଳାମାନଙ୍କୁ ସ୍ବାବଲମ୍ବୀ କରିବାରେ ଲାଗିଛନ୍ତି। ଏହା କୌଣସି ସରକାରୀ ସହଯୋଗରେ…

ଆଧ୍ୟାତ୍ମିକ ପଥେ

ଏବେ ଚାରିଆଡେ ଆଲୋଚନା ହେଉଛି ଯେ, ଆମ ଯୁବଶକ୍ତି ଭୁଲ ଦିଗର ପଥଯାତ୍ରୀ ହେଉଛନ୍ତି, ସ୍ବାଧୀନତା ନଁାରେ ସ୍ବେଚ୍ଛାଚାରିତା ଏବଂ ଅତ୍ୟାଧୁନିକତାକୁ ଆପଣେଇ ନେଉଛନ୍ତି। ଏହି ପରିପ୍ରେକ୍ଷିରେ…

ବ୍ୟକ୍ତିଗତ ସ୍ବାଧୀନତା ଓ ପୋଲିସ କ୍ଷମତା

ଗୋଟିଏ ଗଣତାନ୍ତ୍ରିକ ଏବଂ ଆଇନ ଅନୁଶାସିତ ରାଷ୍ଟ୍ରରେ ପୋଲିସ ବ୍ୟବସ୍ଥା ହେଉଛି ସମାଜର ସୁରକ୍ଷା ଓ ଶୃଙ୍ଖଳାର ମେରୁଦଣ୍ଡ। ଅପରାଧମୁକ୍ତ ସମାଜ ଗଠନ ଏବଂ ସାଧାରଣ ନାଗରିକଙ୍କ…

ୟୁପିରେ ଅଦଳବଦଳ

ନିକଟରେ ଉତ୍ତର ପ୍ରଦେଶ(ୟୁପି)ରେ ବାବୁ ଅଦଳବଦଳ କରାଯାଇଛି। ଯୋଗୀ ଆଦିତ୍ୟନାଥ ସରକାର ରାଜ୍ୟରେ ୨୦୨୪ ବ୍ୟାଚ୍‌ର ୧୮ ଜଣ ଯୁବ ଆଇଏଏସ୍‌ ଅଧିକାରୀଙ୍କୁ ଆସିଷ୍ଟାଣ୍ଟ ମାଜିଷ୍ଟ୍ରେଟରୁ ଜଏଣ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri