ଏଇ ଭାରତରେ

ନିଜ କଥାକୁ ପଛ କରି ଅନ୍ୟମାନଙ୍କ ଜୀବନ ଜୀବିକାରେ ପରିବର୍ତ୍ତନ ଆଣିବା ଲାଗି ଯେଉଁ କେତେ ଜଣ ପ୍ରୟାସ କରୁଛନ୍ତି, ସେମାନଙ୍କ ମଧ୍ୟରେ ବେଙ୍ଗାଲୁରର ପ୍ରତିଭା ବିଷ୍ଣୋଇ ଅନ୍ୟତମ। ବେଙ୍ଗାଲୁରରେ ଉଚ୍ଚ ଦରମାର ଚାକିରି ଛାଡ଼ି ଉତ୍ତରାଖଣ୍ଡର ଦୁର୍ଗମ ଗାଁ ଖେତିଖାନରେ ରହୁଛନ୍ତି। ରହିବା ପଛରେ ରହିଛି ଏକ ମହାନ୍‌ ଉଦ୍ଦେଶ୍ୟ। ଖେତିଖାନ ଓ ଏହାର ଆଖପାଖ ଗାଁର ମହିଳାମାନଙ୍କୁ ରୋଜଗାରର ରାସ୍ତା ଦେଖାଉଛନ୍ତି। ଏବେ ସୁଦ୍ଧା ସେ ୪୦ଟି ଗାଁର ୨୦୦ ମହିଳାଙ୍କୁ ଆମତ୍ନିର୍ଭର କରି ସାରିଲେଣି। ୨୦୧୬ରୁ ‘ହିମାଲୟାନ ବ୍ଲୁମ’ ସଂସ୍ଥା ମାଧ୍ୟମରେ ସେ ଏହି କାର୍ଯ୍ୟ କରୁଛନ୍ତି। ମହିଳାମାନେ ଉଲ୍‌ ସ୍ବିଟେର, ସକ୍ସ ଏବଂ ଅନ୍ୟ ସାମଗ୍ରୀ ବୁଣୁଛନ୍ତି। ଉପତ୍ାଦଗୁଡ଼ିକର ଚାହିଦା ବଢିଛି। ଏହାକୁ ପ୍ରତିଭା ଦେଶ ବିଦେଶରେ ବିକ୍ରି କରୁଛନ୍ତି। ପ୍ରତିଦିନ ବିଭିନ୍ନ ସାମଗ୍ରୀ ଲାଗି ସେ ୧ ହଜାରରୁ ଊର୍ଦ୍ଧ୍ୱ ଅର୍ଡର ପାଉଛନ୍ତି। ମହିଳାମାନେ ପ୍ରତିମାସରେ ଏବେ ୭,୦୦୦ରୁ ୧୦,୦୦୦ ଟଙ୍କା ରୋଜଗାର କରୁଛନ୍ତି ବୋଲି କହନ୍ତି ୩୭ ବର୍ଷୀୟା ପ୍ରତିଭା।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ନିଜେ ସମସ୍ୟାରେ ଥିଲେ ବି ଅନ୍ୟଙ୍କ ମୁହଁରେ ଖୁସି ଦେଖି ସନ୍ତୋଷ ଲାଭ କରନ୍ତି ଗୁଜରାଟ କଚ୍ଛର ଆମ୍ମା(ଶ୍ରଦ୍ଧା ନାମ)। ସେ ପ୍ରଚଣ୍ଡ ଗ୍ରୀଷ୍ଣ ପ୍ରବାହରେ ପଥଚାରୀଙ୍କୁ…

କେରଳର ନୂଆ କାଣ୍ଡାରି

ଦଶନ୍ଧିବ୍ୟାପୀ ବାମପନ୍ଥୀ ଶାସନର ଅବସାନ ଘଟାଇ ଯିଏ କଂଗ୍ରେସ ପାଇଁ ଈଶ୍ୱରଙ୍କ ନିଜ ଦେଶ କୁହାଯାଉଥିବା କେରଳରେ ମଞ୍ଚ ତିଆରି କରାଇବାରେ ପ୍ରମୁଖ ଭୂମିକା ନିର୍ବାହ କଲେ,…

ନାଗରିକ ଚେତନା

ଅଷ୍ଟ୍ରେଲିଆର ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର ମାଥ୍ୟୁ ହେଡେନଙ୍କୁ ସମ୍ପ୍ରତି ଖେଳ ପଡ଼ିଆରେ ଅଳିଆ ଉଠାଇ ସଫା କରୁଥିବାର ଦୃଶ୍ୟ ସାମାଜିକ ଗଣମାଧ୍ୟମରେ ଦେଖିବାକୁ ମିଳିଥିଲା। ପ୍ରଥମ ଦୃଷ୍ଟିରେ…

ସତ୍ୟରେ ସମାଧାନ

ଗୋଟିଏ ମୁହୂର୍ତ୍ତ ପାଇଁ ଭାବନ୍ତୁ ଯେ ମୁଁ ଜଣେ ଶକ୍ତିଶାଳୀ ବ୍ୟକ୍ତି। ଯିଏ ସହଜରେ ଭାରି ଓଜନ ଉଠାଇପାରେ ଏବଂ ମୁଁ ପୂରା ଫିଟ୍‌। ଯଦି କେହି…

ସମସ୍ୟା- ଅର୍ଥନୀତିର ନା ମୂଲ୍ୟବୋଧର

ଆମେ ଭାରତୀୟମାନେ ଏବେ ଦୈନନ୍ଦିନ ଆମର ଜୀବନଟିକୁ ଯେପରି ବଞ୍ଚୁଛୁ ତାହା ହିଁ ଏବର ଭାରତ ନିର୍ମାଣ କରୁଛି, ଯେଉଁ ଜୀବନ ଦର୍ଶନ ଓ ଜଗତ ଦୃଷ୍ଟିକୁ…

ଅପହୃତ କଳାକୃତି

ଆମ ରାଜ୍ୟର ଶିଳ୍ପୀମାନେ ନିପୁଣ କାରିଗରି କୌଶଳ ପ୍ରୟୋଗକରି ନିହାଣ ମୁନରେ ପଥର ଦେହରେ ଜୀବନ୍ତ କଳାକୃତି ନିର୍ମାଣ କରିପାରୁଥିଲେ। ସେଥିରେ ଦୈନନ୍ଦିନର ଜୀବନଶୈଳୀ ସହ ଆମ…

ସ୍ଥିରତାକୁ ଗୁରୁତ୍ୱ

ସିବିଆଇ ନିର୍ଦ୍ଦେଶକ ଭାବରେ ପ୍ରବୀଣ ସୁଦ୍‌ଙ୍କ କାର୍ଯ୍ୟକାଳ ଆଉ ୧ବର୍ଷ ବଢ଼ିିବା ଅପ୍ରତ୍ୟାଶିତ ନ ଥିଲା। ଔପଚାରିକ ଭାବରେ, ସରକାର ନିରନ୍ତରତା ଏବଂ ସ୍ଥିରତା ନାମରେ ଏହି…

ଏଇ ଭାରତରେ

ଜଣେ ଅବସରପ୍ରାପ୍ତ ସେନା କର୍ମଚାରୀଙ୍କ ପରିବାର ପ୍ରଚେଷ୍ଟାରେ ମହାରାଷ୍ଟ୍ର ରାଜ୍ୟ ପୁଣେର ଜୁନ୍ନାର ପାହାଡ଼ ଏବେ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଛି। ଏହାର ସବୁଜ ଆକର୍ଷଣ ପର୍ଯ୍ୟଟକଙ୍କୁ ବିମୋହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri