ଏଇ ଭାରତରେ

ମଧ୍ୟପ୍ରଦେଶର ଜଣେ ବ୍ୟାଙ୍କର ତାଙ୍କ ଜୀବନର ଅଧା ସମୟ ଅନ୍ତିମ ସଂସ୍କାର କାର୍ଯ୍ୟରେ କଟାଇ ଏକ ଉଦାହରଣ ସୃଷ୍ଟି କରିଛନ୍ତି। ଜବଲପୁରରେ ଏହି ବ୍ୟାଙ୍କର ହେଉଛନ୍ତି ଆଶିଷ ଠାକୁର। ପରିତ୍ୟକ୍ତ ଅବସ୍ଥାରେ ପଡ଼ିରହିଥିବା ମୃତଦେହଗୁଡ଼ିକୁ ଆଣି ତାହାର ଅନ୍ତିମ ସଂସ୍କାର କରୁଛନ୍ତି। ଏବେ ସୁଦ୍ଧା ସେ ପାଖାପାଖି ତ୍ତ୍୧୦ ହଜାରରୁ ଉର୍ଦ୍ଧ୍ୱ ମୁତଦେହ ଅନ୍ତିମ ସଂସ୍କାର କରି ସାରିଲେଣି। ଯିଏ ଯେଉଁ ଧର୍ମର ସେହି ରୀତିନୀତିରେ ଦାହ କରୁଛନ୍ତି କିମ୍ବା କବର ଦେଉଛନ୍ତି। ଠାକୁରଙ୍କୁ ଏବେ ବୟସ ୪୨। ୧୯୯୯ରୁ ସେ ଏହି କାର୍ଯ୍ୟ ଆରମ୍ଭ କରିଥିଲେ। ଏହି କାର୍ଯ୍ୟ କରିବା ଲାଗି ସେ ‘ମୋକ୍ଷ’ ଏନ୍‌ଜିଓ ଗଠନ କରିଛନ୍ତି। ତାଙ୍କ ସହ ଏବେ ଅନେକ ସ୍ବେଚ୍ଛାସେବୀ ଯୋଡି ହୋଇଛନ୍ତି। କୌଣସିଠାରୁ ମୃତଦେହ ସମ୍ପର୍କରେ କଲ୍‌ ପାଇବା କ୍ଷଣି ସେଠାରେ ପହଞ୍ଚି ଯାଉଛନ୍ତି। କେବଳ କୋଭିଡ୍‌ ମହାମାରୀର ଦ୍ୱିତୀୟ ଲହର ସମୟରେ ଦୁଇ ମାସ ମଧ୍ୟରେ ୨୦୦୦ ମୃତଦେହ ଅନ୍ତିମ ସଂସ୍କାର କରିପାରିଛନ୍ତି। ଏହା ବ୍ୟତୀତ ଆଶିଷ ରାସ୍ତା କଡ଼ରେ ରହୁଥିବା ଅସହାୟ ଲୋକମାନଙ୍କୁ ଖାଦ୍ୟ ଓ ଔଷଧ ଯୋଗାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଜଳ ସଙ୍କଟ ଦୂର କରିବା ପାଇଁ ମଧ୍ୟପ୍ରଦେଶ ଉଜ୍ଜୟିନୀ ମ୍ୟୁନିସିପାଲ କର୍ପୋରେଶନ କମିଶନର ଅନଶୁଲ ଗୁପ୍ତାଙ୍କ ପ୍ରୟାସ ପ୍ରଶଂସନୀୟ। ସେ ୧୨୫ ସ୍ବେଚ୍ଛାସେବୀଙ୍କ ସହାୟତାରେ ଉଜ୍ଜୟିନୀର ୟାମ୍‌…

ନୀରବତା ଏକ ମୃଗତୃଷ୍ଣା

ଜଡ! ତୁମେ ନିଷ୍କ୍ରିୟ ହୋଇ ପଡ଼ିରହିଛ। ତୁମକୁ ମଣିଷ ହୋଇ ବଞ୍ଚି ରହିବାର କୌଣସି ଅଧିକାର ନାହିଁ। ଅତିଶୟ ଅନ୍ୟାୟର ବଳୟରେ ସୁପ୍ତପ୍ରାୟ ତୁମ ଜୀବନ ଧିକ୍‌…

ସର୍ଜନଶୀଳ ଓଡ଼ିଶା

ଥିବୀର ଯେକୌଣସି ଗୌରବମୟ ସଂସ୍କୃତି ମଧ୍ୟରେ ଓଡ଼ିଆ ସଂସ୍କୃତି କେବଳ ଅନ୍ୟତମ ନୁହେଁ, ଅନନ୍ୟ। ଓଡ଼ିଆଙ୍କ ଜୀବନ ଦର୍ଶନ, ଚିନ୍ତା ଚେତନା,ଭାବଭାବନା ତଥା ଏ ଜାତିର କାରୁକାର୍ଯ୍ୟ,…

ଅନେକ ମେରୁ

ଯେତେବେଳେ ସାଧାରଣ ନାଗରିକ କୌଣସି ଯୁଦ୍ଧରେ ଏକତ୍ରିତ ହୋଇ ଲାଗିପଡ଼ନ୍ତି, ସେହି ଯୁଦ୍ଧ ସମ୍ପୂର୍ଣ୍ଣ ଭିନ୍ନ ରୂପ ନେଇଥାଏ। ତାହା ନାଗରିକଙ୍କ ଯୁଦ୍ଧ ପାଲଟିଯାଇଥାଏ; ଯେତେବେଳେ ନେତୃତ୍ୱ…

ଏଇ ଭାରତରେ

ବହୁ ସମୟରେ ବ୍ୟକ୍ତି ସମ୍ମୁଖରେ ବୟସ ହାର ମାନେ, ଯାହାର ଦୃଷ୍ଟାନ୍ତ ଦେଖିବାକୁ ମିଳିଛି ଜମ୍ମୁରେ। ୭୨ ବର୍ଷ ବୟସରେ ବିଦ୍ୟା କୌର ନିର୍ଭୟରେ କାର ଚଳାଇ…

ପିତୃ ଶବ୍ଦର ମହାନତା

ପିତୃ’ ବା ତତ୍ସମ ଶବ୍ଦ ଯଥା ପିତା, ତାତ, ଜନକ, ବାପା, ବାପୁ, ବାବୁ, ପାପା, ନନା, ବାବା, ଡାଡି, ଡାଡ୍‌, ଡେ’ ଏହିପରି ଏକାର୍ଥବୋଧକ ଯେତେ…

ମଣିମା ଶୁଣିମା ହେଉ

ବାଲ୍ୟକାଳରେ ଶୁଣିଥିବା କାହାଣୀ ବେଳେବେଳେ ବିସ୍ମୃତିରୁ ବାହୁଡ଼ିଆସେ। ସେତେବେଳେ ଶିଶୁମନକୁ ଖୁବ୍‌ ପ୍ରଭାବିତ କରିଥିବା କାହାଣୀର ବିଲୋଳ ଚରିତ୍ର ଆଖି ଆଗରେ ଉଭାହୁଏ। ସାମ୍ପ୍ରତିକ ସମୟର ଲାଞ୍ଚମିଛ,…

କେବଳ ଦର୍ଶକ

ମଧ୍ୟପ୍ରାଚ୍ୟ ଯୁଦ୍ଧ ଏବେ ଦ୍ୱିତୀୟ ମାସରେ ପ୍ରବେଶ କରିଛି। ଏହା ଏକ ଲମ୍ବା ଯୁଦ୍ଧ ହେବାକୁ ଯାଉଛି ଏବଂ ଏ ସମ୍ପର୍କରେ ମୁଁ କିଛି ଟିପ୍ପଣୀ ଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri