ଏଇ ଭାରତରେ

ପିଲାମାନଙ୍କ ସହଯୋଗରେ ୪୦ ଏକର ଶୁଷ୍କ ଜମିରେ ଜଙ୍ଗଲ ସୃଷ୍ଟି କରି ପ୍ରେରଣା ପାଲଟିଛନ୍ତି ପଶ୍ଚିମବଙ୍ଗର ନରେନ ହାନ୍ଦଶା। ସାନ୍ତାଳୀ ଜନଜାତିର ନରେନ ରହନ୍ତି ପୁରୁଲିଆ ଜିଲାର ଅଯୋଧ୍ୟା ପାହାଡ଼ ନିକଟସ୍ଥ ଜାହାଜପୁର ଗାଁରେ। ୮ମଶ୍ରେଣୀରୁ ପାଠପଢ଼ା ଛାଡି ସେ ରାସ୍ତାରେ ଲୋକଗୀତ ଗାଇ ବିଭନ୍ନ ବିଷୟରେ ସଚେତନ କରିବାରେ ଲାଗିଲେ। ଏହା ତାଙ୍କୁ ଢେର ଲୋକପ୍ରିୟତା ଦେଇଛି। କେବଳ ପଶ୍ଚିମବଙ୍ଗ ନୁହେଁ, ଝାଡ଼ଖଣ୍ଡ, ବିହାର, ଦିଲ୍ଲୀ, ପଞ୍ଚାବ ଏବଂ ମହାରାଷ୍ଟ୍ରରେ ବି ସେ ବେଶ୍‌ ଲୋକପ୍ରିୟ। ଲୋକସଙ୍ଗୀତରେ ରୁଚିଥିବା ନରେନ ଲୋକସେବା କ୍ଷେତ୍ରକୁ ଆପଣାଇ ୩୦ ଜଣ ଅନାଥ ପିଲାଙ୍କୁ ପୋଷ୍ୟ ଭାବେ ଗ୍ରହଣ କରି ସେମାନଙ୍କୁ ସମାଜର ମୁଖ୍ୟ ସ୍ରୋତକୁ ଆଣିବା ଲାଗି ପ୍ରଚେଷ୍ଟା ଜାରି ରଖିଛନ୍ତି। ସେ ‘ସିଡୋ କାହ୍ନୁ ମିଶନ ଫାଉଣ୍ଡେଶନ’ ଗଠନ କରି ତା’ମାଧ୍ୟମରେ ଏହି ଅଭିଯାନ ଜାରି ରଖିଛନ୍ତି। ଏହି ଫାଉଣ୍ଡେଶନ ଦ୍ୱାରା ସେ ସିଡୋ କାହ୍ନୁ ମିଶନ୍‌ ସ୍କୁଲ ପ୍ରତିଷ୍ଠା କରି ୪୦୦ ପିଲାଙ୍କୁ ମାଗଣାରେ ଶିକ୍ଷା ଦେଉଛନ୍ତି। ଏହି ପିଲାମାନଙ୍କ ସହଯୋଗରେ ଅଯୋଧ୍ୟା ପାହାଡ଼ର ୪୦ ଏକର ଜମିରେ ୧୦, ୦୦୦ ଗଛ ଲଗାଇ ଜଙ୍ଗଲ ସୃଷ୍ଟି କରିଛନ୍ତି ୪୬ ବର୍ଷୀୟ ନରେନ।


Enter your email to get our daily news in your inbox.

All Right Reserved By Dharitri.Com

ଆଦିମାନବରୁ ଆଧୁନିକ ଭାରତୀୟ

ଲୋକଙ୍କୁ ଠିକ୍‌ ଭାବେ ବୁଝିଲେ ଆମେ ସେମାନଙ୍କ ସଂସ୍କୃତିକୁ ଜାଣିିପାରିବା। ଭାରତ ସମ୍ପର୍କରେ ସବିଶେଷ ଜାଣିବାକୁ ହେଲେ ଆମକୁ ଭାରତୀୟଙ୍କ ଜୀବନ ଧାରା, ଭାଷା ତଥା ସଂସ୍କୃତିକୁ…

ସବୁ ଜଣାଇବ ‘ଫାଇବ୍ରୋ ସ୍କାନ୍‌’

ବର୍ଷାଋତୁରେ ଲିଭର ସମ୍ବନ୍ଧୀୟ ବଡ଼ ସମସ୍ୟା କାରକ ରୋଗଗୁଡ଼ିକ ହେଉଛି ‘ଜଣ୍ଡିସ୍‌’, ‘ଡେଙ୍ଗୁ’, ‘ଝାଡ଼ାବାନ୍ତି’ ଇତ୍ୟାଦି। ତେବେ ଏସବୁଠାରୁ ବଡ଼ ଗୁରୁତ୍ୱପୂର୍ଣ୍ଣ ହେଉଛି ଅନେକଙ୍କ କ୍ଷେତ୍ରରେ ପେଟ…

ଯେଉଁ ଅନ୍ଧକାରର ଅବସାନ ନାହିଁ

ଆମ ଦେଶରେ କେତେକ ଘଟଣା ବର୍ତ୍ତମାନର ପ୍ରବାହରେ ଘଟିଚାଲିଛି ଯାହାର ଅନ୍ତ ଘଟୁନାହିଁ। ଆମେ କାଳର ହିସାବ ରଖନ୍ତି ନାହିଁ। ଯେପରି ଆଜି ପରେ କାଲି, ବିଂଶଶତାବ୍ଦୀ…

ରୋଷେଇ ଘରେ ଇଥାନଲ

ମଣିଷ ଆଦିମ ଯୁଗରେ ପଥରକୁ ପଥରରେ ଘସି ନିଅଁା ବାହାର କରିଥିଲା। ସେବେଠାରୁ ତାହାର ଅନୁସନ୍ଧିତ୍ସୁ ମନ ବିକଳ୍ପ ବାହାର କରିବାରେ ଲାଗିରହିଛି। ବର୍ତ୍ତମାନର ସ୍ଥିତିକୁ ଦେଖିଲେ…

ଏଇ ଭାରତରେ

ଜଣେ ବ୍ୟକ୍ତିଙ୍କ ଦୃଢ଼ ଇଚ୍ଛାଶକ୍ତି ତାଙ୍କୁ ନୂତନତ୍ୱ ସନ୍ଧାନର ପଥ ଦେଖାଏ ଏବଂ ଲକ୍ଷ୍ୟ ହାସଲ କରିବାରେ ସହାୟକ ହୋଇଥାଏ। ଏମିତି ଜଣେ ବ୍ୟକ୍ତି ହେଉଛନ୍ତି ଗୁଜରାଟର…

ମଶାରି ମଶା

ମଣିଷ କୁଆଡେ ସମୟର ଦାସ। ଏ କଥା କହନ୍ତି ସଭିଏଁ। ବୋଧହୁଏ ସମୟ ସୁଅରେ ସେଇ ଉକ୍ତିରେ ସାମାନ୍ୟ ବ୍ୟତିକ୍ରମ ହେଲା ଭଳିଆ ଛୋଟିଆ ଅନୁଭବଟେ କାହିଁକି…

ଜୁଆଙ୍ଗ ଯୁବତୀଙ୍କ ଜଳନ୍ତା ଜୁଇ

କିଛିଦିନ ହେଲାଣି ଅରୁଚିକର ଖବରମାନଙ୍କର ଶୋଭାଯାତ୍ରାରେ ଓଡ଼ିଶାବାସୀ ବ୍ୟଥିତ-ଭାବପ୍ରବଣ ଓଡ଼ିଆଙ୍କ ପାଇଁ ଅନେକ ଚିନ୍ତାର କାରଣ ପାଲଟିଛି। ଜୁନ୍‌ ଏକୋଇଶରେ ତାମିଲନାଡୁର ଚିଙ୍ଗୁଡ଼ି ପ୍ରସ୍ତୁତୀକରଣ କାରଖାନାରେ ହୋଇଥିବା…

ଇସ୍ରୋ ସଙ୍କଟ

ଘରୋଇ ମହାକାଶ ଗବେଷଣା କ୍ଷେତ୍ରରେ ଭାରତକୁ ୧୮ ଜୁଲାଇରେ ବଡ଼ ସଫଳତା ମିଳିଛି । ହାଇଦ୍ରାବାଦର ବେସରକାରୀ ମହାକାଶ ସଂସ୍ଥା ସ୍କାଏରୁଟ୍‌ ଏରୋସ୍ପେସ୍‌ ଶ୍ରୀହରିକୋଟାସ୍ଥିତ ସତୀଶ ଧାବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri