ଏଇ ଭାରତରେ

ଛତିଶଗଡ଼ର ପୁଷ୍ପା ସାହୁଙ୍କୁ ଏବେ ସଭିଏ ‘ହରିୟାଲି ଦିଦି’ ବୋଲି ସମ୍ବୋନ୍ଧନ କରୁଛନ୍ତି। ପୁଷ୍ପାଙ୍କର ଗଛ ପ୍ରତି ଭଲ ପାଇବା ଓ ତାଙ୍କ ଜୈବିକ ଚାଷ ପଦ୍ଧତିକୁ ଲକ୍ଷ୍ୟକରି ଲୋକେ ତାଙ୍କୁ ଏଭଳି ନାଁ ଦେଇଛନ୍ତିି। ରାୟପୁରରେ ରହନ୍ତି ପୁଷ୍ପା। ସେ ୨୦୧୩ରୁ ଘର ବଗିଚାରେ ଜୈବିକ ପଦ୍ଧତିରେ ଫଳ ଓ ପରିବା ଉପତ୍ାଦନ କରୁଛନ୍ତି। ୧୨ ପ୍ରକାର ଓ୍ୟଷଧୀୟ ଓ ୧୦ ପ୍ରକାର ଫଳ ଗଛ ସମେତ ୧୦୦ ପ୍ରକାରରୁ ଅଧିକ ଗଛ ତାଙ୍କ ବଗିଚାରେ ଶୋଭାପାଉଛିି। ପୁଷ୍ପା ୨୦ ପ୍ରକାର ପରିବା ଚାଷ କରୁଛନ୍ତି। ଚାଷ କରି ଦୀର୍ଘ ୮ ବର୍ଷ ହେବ ପରିବାରର ଚାହିଦା ପୂରଣ କରୁଛନ୍ତି। ୨୦୦ ଲିଟର ତେଲ ଡ୍ରମ୍‌ରେ ଛୋଟ ଗଛ ଓ ୧,୦୦୦ ଲିଟର ଡ୍ରମ୍‌ରେ ଫଳ ଗଛ ଲଗାଇଛନ୍ତି। ପରିବା ଓ ଫଳ ବାବଦ ଖର୍ଚ୍ଚ କମାଇ ସେ ମାସକୁ ୩,୦୦୦ ଟଙ୍କା ସଞ୍ଚୟ କରୁଛନ୍ତି। ବଜାରରେ ପରିବା ଫଳ ଦାମ ବୃଦ୍ଧି ହେଲେ ଏଥିରେ ତାଙ୍କ ଉପରେ କୌଣସି ପ୍ରଭାବ ପଡ଼ୁନାହିଁ। ବଜାର ଉପରେ ସେ କମ୍‌ ନିର୍ଭର କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଦୃଶ୍ୟ ଈଶ୍ୱରଙ୍କ ଦୃଶ୍ୟ ପ୍ରତିମା

ଭୁ ଯିଶୁଖ୍ରୀଷ୍ଟ ଦୁଇ ହଜାରରୁ ଅଧିକ ବର୍ଷ ତଳେ, ରୋମୀୟ ସାମ୍ରାଜ୍ୟ ସମୟରେ, ନିଜର ପରିଚୟ ଓ ବ୍ୟକ୍ତିତ୍ୱକୁ ଖୋଲାଖୋଲି ଭାବେ ପ୍ରକାଶ କରିଥିଲେ। ତାଙ୍କ ବିରୋଧରେ…

ଜନଜାତୀୟ ଖେଳ ପ୍ରତିଭା: ଆମ ଜାତୀୟ ଗୌରବ

ମୁଁ  ଦେଖିଛି ଯେ ଆମ ଦେଶର ଗ୍ରାମାଞ୍ଚଳ ଓ ବନାଞ୍ଚଳରେ ପିଲାମାନେ ସେମାନଙ୍କ ଦୈନନ୍ଦିନ ଜୀବନର ଅଧିକାଂଶ ସମୟ ପ୍ରକୃତି କୋଳରେ ଅତିବାହିତ କରିଥା’ନ୍ତି। ସେମାନେ ପ୍ରାକୃତିକ…

ଆଣବିକ ପ୍ରତିରୋଧ ଓ ମହାଶକ୍ତି

ଆଣବିକ ଅସ୍ତ୍ରଶସ୍ତ୍ର ଯୋଗୁ ମହାଶକ୍ତିଙ୍କ ମଧ୍ୟରେ ଯୁଦ୍ଧର ବିଜୟ ଅସମ୍ଭବ ହୋଇଯାଇଛି। ଅର୍ଥାତ୍‌ ମହାଶକ୍ତିଙ୍କ ନିକଟରେ ଏତେ ଅଣୁ ଅସ୍ତ୍ରଶସ୍ତ୍ର ରହିଛି ଯେ, ଯଦି ସେମାନଙ୍କ ମଧ୍ୟରେ…

ଏଇ ଭାରତରେ

ଦନ୍ତ ଚିକିତ୍ସକ ଡ. ଶାନ୍ତି ତୁମ୍ମାଲା ଚାକିରି ଛାଡ଼ି ବେଙ୍ଗାଲୁରୁରେ ବର୍ଜ୍ୟ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେଇଛନ୍ତି। ଥରେ ଜଣେ ମହିଳା ଏକ ଅଳିଆଗଦା ନିକଟରେ…

ତଳ ଅଫିସର

ଆଜିର ଦିନରେ ସବୁଠି ଗହଳଚହଳ ଅଧିକ। ହାଟରେ ଯେମିତି ଘୋ ଘୋ, ନାହିଁ ନ ଥିବା ଭିଡ଼, ଠିକ୍‌ ସେମିତି ଭିଡ଼ ଦେଖାଯାଏ ସବୁଠି। ଟ୍ରେନ୍‌ରେ ଯାତ୍ରୀଙ୍କ…

ବିଶ୍ୱ ପାଇଁ ଚେତାବନୀ

ମଣିଷ ବିଜ୍ଞାନ-ସଭ୍ୟତାର ଶୀର୍ଷରେ ପହଞ୍ଚତ୍ଥିଲେ ମଧ୍ୟ ଯୁଦ୍ଧ ଓ ହିଂସାକୁ ଛାଡ଼ିପାରିନାହିଁ। ଏବେ ସମଗ୍ର ବିଶ୍ୱରେ ଯେମିତି ସଂଘର୍ଷ, ହିଂସା, ପ୍ରତିଶୋଧର ବାତାବରଣ ସୃଷ୍ଟି ହୋଇଛି ତାହା…

ଜୈନଧର୍ମରେ ମହିଳା

ଜୈନଧର୍ମରେ ୨୪ ସନ୍ନ୍ୟାସୀ (ତୀର୍ଥଙ୍କର)ଙ୍କ ପ୍ରଦର୍ଶିତ ପଥ ଜୈନଧର୍ମ ଅନୁସରଣ କରେ। ଜୈନଧର୍ମର ଶ୍ୱେତାମ୍ବର ବିଚାରରେ ପଶ୍ଚିମ ଭାରତରେ ପାର୍ଶ୍ୱନାଥ ଏବଂ ମହାବୀର ଯଥାକ୍ରମେ ୨୩ ଓ…

ପ୍ରଜାପତି ପ୍ରଭାବ

ପ୍ରଜାପତି ପ୍ରଭାବ ହେଉଛି ପଦାର୍ଥ ବିଜ୍ଞାନ ଓ ଗଣିତର ଏକ ଗୁରୁତ୍ୱପୂର୍ଣ୍ଣ ତତ୍ତ୍ୱ। ଏହା ହେଉଛି ଏକ ଅବଧାରଣା ଯେଉଁଥିରେ ଗୋଟିଏ ଜଟିଳ ପ୍ରଣାଳୀରେ କ୍ଷୁଦ୍ର ତଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri