ଏଇ ଭାରତରେ

ପ୍ରକୃତିର ଅନେକ କରିସ୍ମା ଦେଖିଛନ୍ତି । ତେବେ ନିକଟରେ ମଧ୍ୟପ୍ରଦେଶର ସିଦ୍ଧି ଜିଲାରେ ଘଟିଥିବା ଘୂର୍ଣ୍ଣିଝଡ଼ରେ ଏକ ନିଆରା ଘଟଣା ଦେଖିବାକୁ ମିଳିଛି। ହଠାତ୍‌ ଏକ ପୋଖରୀର ପାଣି ୨୦ ଫୁଟ ଉପରକୁ ଉଠିଯାଇଥିଲା। ସିଦ୍ଧି ଜିଲା ମୁଖ୍ୟାଳୟଠାରୁ ୮୦କି.ମି. ଦୂର ଆଦିବାସୀ ଅଧ୍ୟୁଷିତ ବନାଞ୍ଚଳ କୁଶମୀର ଭୂଇମାଡ ଗାଁରେ ଏଭଳି ଦୃଶ୍ୟ ଦେଖାଯାଇଛି। ସେଠାରେ ଅପରାହ୍ନରେ ହଠାତ୍‌ ଝଡ଼ ଆସିଲା ଓ ଏହାର ଗତି ଏତେ ତୀବ୍ର ଥିଲା ଯେ, ତାହା ପୋଖରୀରୁ ପାଣିକୁ ୩୦ ଫୁଟ ଉପରକୁ ନେଇଗଲା। ଉପରେ ୨୦ରୁ ୩୦ ମିନିଟ୍‌ ରହିବା ପରେ ପୁଣି ପାଣି ପୋଖରୀରେ ପଡ଼ିଥିଲା। ଗୋଟିଏ ପମ୍ପରୁ ପ୍ରେସରରେ ପାଣି ଉପରକୁ ଉଠିଲା ଭଳି ଥିଲା ଏହି ଦୃଶ୍ୟ।
ଏହାଦେଖି ପ୍ରଥମେ ଲୋକମାନେ ଭୟ କରିଯାଇଥିଲେ କିନ୍ତୁ ପରେ ସେମାନେ ମୋବାଇଲରେ ଏହାକୁ ଉତ୍ତୋଳନ କରିଥିଲେ। ଝଡ଼ ପ୍ରଥମେ ଗାଁର ଚାଳଛପର ଉଡାଇ ନେବାପରେ ପୋଖରୀରୁ ପାଣି ଉପରକୁ ଉଠିବା ଆରମ୍ଭ ହୋଇଥିଲା। ଏଭଳି ଅଦ୍ଭୁତ ଦୃଶ୍ୟ ପ୍ରଥମଥର ଦେଖିବାକୁ ମିଳିଛି ବୋଲି କହନ୍ତି ସେଠାକାର ବାସିନ୍ଦା।


Enter your email to get our daily news in your inbox.

All Right Reserved By Dharitri.Com

ପରିଚୟ ଖୋଜୁଛି ଭଦ୍ରକ ଗୁଡ଼

ଉପକୂଳ ଓଡ଼ିଶାରେ ଆଖୁଚାଷ କହିଲେ ଭଦ୍ରକ ଆଖୁକୁ ବୁଝାଏ। ଭଦ୍ରକ ଗୁଡ଼ର ବି ସେତିକି ଚାହିଦା ଥିଲା। ା ଯାଜପୁର, ବାଲେଶ୍ୱର,କେନ୍ଦୁଝରକୁ ଭଦ୍ରକ ଗୁଡ଼ ରପତ୍ାନି ହୁଏ।…

ରାମରାଜ୍ୟର ବାସ୍ତବ ଲକ୍ଷ୍ୟ

ଏବେ ‘ସନାତନ ଧର୍ମ’ ବାକ୍ୟାଂଶ ବା ସ୍ଲୋଗାନ ଅତି ସାଧାରଣ ଭାବରେ ବ୍ୟବହାର ହେଉଛି। ଏହାକୁ ଏକ ପ୍ରାଚୀନ ହିନ୍ଦୁ ଜୀବନଶୈଳୀ ରୂପେ ଉପସ୍ଥାପନ କରାଯାଉଛି, ଯାହା…

ଗୋଇନ୍ଦା ବିଫଳତା-ଉତ୍ତରଦାୟୀ କିଏ

ସାରା ରାଜ୍ୟରେ ବଡ଼ ଜୋରସୋରରେ କୁଖ୍ୟାତ ଅପରାଧୀମାନଙ୍କ ଧରପଗଡ଼ ଚାଲିଛି। କେତେଜଣ ଧରାହୋଇ ଜେଲ କୋଠରିକୁ ଫେରୁଛନ୍ତି ତ ପୁଣି କେତେକେ ପୋଲିସ ଆଖିରେ ଧୂଳିଦେଇ ଫେରାର…

୯ କିଲୋମିଟରର ଅକୁହା କାହାଣୀ

ପ୍ରଖର ରୌଦ୍ରତାପ। ପାଦ ପୋଡ଼ିଯାଉଛି, ଓଠ ଶୁଖିଯାଉଛି। ତା’ରି ଭିତରେ ଜଣେ ମହିଳା ନିଜର ୯୦ ବର୍ଷୀୟା ବୃଦ୍ଧା ଶାଶୁଙ୍କୁ ପିଠିରେ ବୋହି ପାହାଡ଼ିଆ ରାସ୍ତା, ପଥୁରିଆ…

ଆସ କୃତଜ୍ଞ ହେବା

ଗଭୀର ନଦୀ ଧୀରେ ବହେ। ଗମ୍ଭୀର ବ୍ୟକ୍ତି ଧୀରେ କହେ। ଭଲ ମଣିଷ କୃତଜ୍ଞ ରହେ। କେହି ଜଣେ ବିଦ୍ୱାନ ଏକଦା କହିଥିଲେ- କୃତଜ୍ଞତା ହେଉଛି ମଣିଷର…

ପ୍ରାଥମିକ ବିଦ୍ୟାଳୟରେ ଲେସନ ପ୍ଲାନ୍‌

ଯଦି କୌଣସି ଶିକ୍ଷା ଅଧିକାରୀ ବିଦ୍ୟାଳୟ ପରିଦର୍ଶନ ସମୟରେ ଲେସନ ପ୍ଲାନ ଦେଖିବା ପାଇଁ ଚାହାନ୍ତି ଏବଂ ଲେସନ ପ୍ଲାନକୁ ଆଧାରି କରି ଶ୍ରେଣୀଗୃହକୁ ସମୀକ୍ଷା କରିବାକୁ…

ନୂଆ ସ୍ରୋତରେ ଆନ୍ନାମଲାଇ

DHARତାମିଲନାଡ଼ୁରେ ଗତ ବିଧାନସଭା ନିର୍ବାଚନ ଫଳାଫଳ କେବଳ ସେହି ରାଜ୍ୟ ନୁହେଁ, ସମଗ୍ର ଦେଶରେ ଆଲୋଡ଼ନ ସୃଷ୍ଟି କରିଥିଲା। ପାରମ୍ପରିକ ଦ୍ରାବିଡୀୟ ପାର୍ଟି ଓ ଜାତୀୟ ଦଳ…

ଏଇ ଭାରତରେ

ରାଜସ୍ଥାନ ଥର ମରୁଭୂମି ଅଞ୍ଚଳର ଅଧିବାସୀଙ୍କ ମଧ୍ୟରେ ପରଦା ପ୍ରଥାର ପ୍ରଭାବ ଅଛି। ମହିଳାମାନେ ସମ୍ପୂର୍ଣ୍ଣ ଶିକ୍ଷା ସ୍ବାଧୀନତା ପାଇପାରିନାହାନ୍ତି। ଏଭଳି ସ୍ଥିତିରେ ପରିବର୍ତ୍ତନ ଆଣିବାକୁ ଜୟସାଲମେରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri