ଏଇ ଭାରତରେ

ପ୍ରକୃତି ଓ ପରିବେଶକୁ ଭଲ ପାଇବାର କେତେ ଗଭୀର ହୋଇପାରେ ତାହାର ଦୃଷ୍ଟାନ୍ତ ଦେଖିବାକୁ ମିଳିଛଖି ଜଣେ ଇଞ୍ଜିନିୟରଙ୍କ ଜୀବନରେ। କମ୍ପୁଟର ସାଇନ୍ସ ଇଞ୍ଜିନିୟର ଆଭା ପାଣ୍ଡେ ରହନ୍ତି ଗୁରୁଗ୍ରାମରରେ । ସେ ରହୁଥିବା ଘର ଅଗଣାରେ ପରିବା ଚାଷ କରୁଛନ୍ତି ଫୁଲ ଚାଷ କରୁଛନ୍ତି । ୩୩ କିସମର ଫୁଲ ଫୁଟାଉଛନ୍ତି। ବର୍ଜ୍ୟ ଭାବେ ଲୋକାମାନେ ଫିଙ୍ଗି ଦେଉଥିବା ବାଥ୍‌ଟବ, ଡବା, ବାଲ୍‌ଟି ଆଦିରେ ଗଛ ଲଗାଇଛନ୍ତି। ଘରମାଲିକ ମଧ୍ୟ ଏହି କାର୍ଯ୍ୟରେ ତାଙ୍କ ସହ ସାମିଲ ହୋଇଛନ୍ତି। କେବଳ ଏତିକକି ନୁହେଁ, ଆଭା ରହୁଥିବା ଘର ସାମ୍ନାରେ ଥିବା କମ୍ୟୁନିଟି ପାର୍କର ସୌନ୍ଦର୍ଯ୍ୟ ବୃଦ୍ଧି କରିବାରେ ସକ୍ଷମ ହୋଇଛନ୍ତି। ପାର୍କରେ ଲୋକମାନେ ପକାଉଥିବା ଅଳିଆ ସଫା କରି ପାର୍କର ଶୋଭା ବଢ଼ାଇଛନ୍ତି। ନଗର ନିଗମ କର୍ମଚାରୀଙ୍କୁ ମଧ୍ୟ ପାର୍କ ତଥା ସେ ରହୁଥିବା ଆଖପାଖ ଅଞ୍ଚଳକୁ କିଭଳି ସଫା ରଖାଯାଇପାରିବ ସେଥିପ୍ରତି ସଚେତନତା ସୃଷ୍ଟି କରୁଛନ୍ତି। ଲୋକମାନେ ଅଳିଆ ଫିଙ୍ଗୁଥିବା ସ୍ଥାନଗୁଡିକରେ ଗଛ ଲଗାଇ ତାହାକୁ ବନ୍ଦ କରୁଛନ୍ତି। ଆଭାଙ୍କ ଏଭଳି ଅଭିଯାନକୁ ଲକ୍ଷ୍ୟ କରି ସେଠାକାର ଲୋକାମାନେ ତାଙ୍କ ସହ ସାମିଲ ହୋଇଛନ୍ତି। ସେମାନେ ପାର୍କରେ ଖାଲି ଜାଗା ଓ ଅନ୍ୟ ସ୍ଥାନ ଗୁଡ଼ିକରେ ଗଛ ଲଗାଇବା ଆରମ୍ଭ କରିଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୀରବ ଆକ୍ରମଣ

କାଳସ୍ରୋତର ଅନବରତ ପ୍ରବାହରେ ଓଡ଼ିଶାର ସାମାଜିକ-ଆର୍ଥିକ-ସାଂସ୍କୃତିକ ସଂରଚନା ଆଜି ଏକ ଭୟାବହ, ଦୁରାରୋଗ୍ୟ ଦୁର୍ବିପାକର ସମ୍ମୁଖୀନ – ତାହା ହେଉଛି ଜବରଦଖଲ । ଏହା କେବଳ ଏକ…

କ୍ଷମତା ଓ ଅହଂ

ଭାରତରେ ପାଞ୍ଚ ବର୍ଷରେ ଥରେ ନିର୍ବାଚନ ଅନୁଷ୍ଠିତ ହୁଏ। କେହି କେହି ଜିତନ୍ତି ଓ କେହି କେହି ପରାଜିତ ହୁଅନ୍ତି। ବେଳେବେଳେ ବିଭିନ୍ନ କାରଣରୁ ଅନେକ ଯୋଗ୍ୟ…

ପ୍ରଶାସନିକ ଦକ୍ଷତାକୁ ଗୁରୁତ୍ୱ

ବିଶ୍ୱସ୍ତରୀୟ ଆର୍ଥିକ ପ୍ରତିଭା ସୃଷ୍ଟି କରି ଗର୍ବ ଅନୁଭବ କରୁଥିବା ଭାରତ ନିଜର ବ୍ୟାଙ୍କର୍‌ଙ୍କ ଉପରେ କମ୍‌ ଭରସା ରଖେ। ଆମେ ଦୀପକ ପାରେଖଙ୍କ ଭଳି ଅନୁଷ୍ଠାନ…

ଏଇ ଭାରତରେ

ତେଲଙ୍ଗାନାରେ ‘ମିନି ବ୍ରାଜିଲ’ ନାଁ ଶୁଣିଲେ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ। ଏମିତି କା ମିନି ବ୍ରାଜିଲ ହେଉଛି ସିକନ୍ଦରାବାଦର ଭାଲ୍ଲୁର ନଗର। ଏଭଳି ନାମକରଣର କାରଣ…

ହାରିଯାଇଥିବା ଲୋକ

ବାରମ୍ବାର ବିଫଳ ହେଉଥିବା ପାଣ୍ଡବଙ୍କ ସହ କିନ୍ତୁ ଶ୍ରୀକୃଷ୍ଣ ସାଥ୍‌ ଦେଇଥିଲେ। ଯୁଦ୍ଧରେ ଭବିଷ୍ୟତର ପରାଜୟକୁ ଦେଖୁଥିବା କର୍ଣ୍ଣ ମୃତ୍ୟୁକୁ ସ୍ବାଗତ କଲେ। ହେଲେ ନିଜର ସାଥୀ…

ମମଦାନୀଙ୍କ ଦୃଷ୍ଟିକୋଣ

ଫ୍ରାନ୍ସିସ୍‌ ଫୁକୁୟାମାଙ୍କ ୧୯୯୦ ଦଶକର ‘ଇତିହାସର ସମାପ୍ତି’ ସିଦ୍ଧାନ୍ତ ଉଦାରବାଦୀ-ଗଣତାନ୍ତ୍ରିକ ପାଶ୍ଚାତ୍ୟ ଜଗତକୁ ଏକାଠି ବାନ୍ଧି ରଖିଥିଲା। ତାଙ୍କର ଯୁକ୍ତି ଥିଲା, ପାଶ୍ଚାତ୍ୟ ଉଦାରବାଦୀ-ଗଣତାନ୍ତ୍ରିକ କଲ୍ୟାଣକାରୀ ପୁଞ୍ଜିବାଦ…

ପାଠ୍ୟପୁସ୍ତକ ରାଜନୀତି

ଗୋଟିଏ ସ୍କୁଲ ବନ୍ଦ ହେଲେ ସେହି ଅଞ୍ଚଳର ପିଲାଙ୍କ ଭବିଷ୍ୟତ ନଷ୍ଟ ହୁଏ। କିନ୍ତୁ ଗୋଟିଏ ବର୍ଷର ପାଠ୍ୟପୁସ୍ତକ ନଷ୍ଟ ହେଲେ ସେହି ରାଜ୍ୟର ଲକ୍ଷାଧିକ ଛାତ୍ରୀଛାତ୍ରଙ୍କ…

ଆଧ୍ୟାତ୍ମିକତା ମୁଖା ତଳେ ସ୍ବାର୍ଥ

ଆଧୁନିକ ସମାଜରେ ଧର୍ମ ଏବଂ ଭକ୍ତିର ସ୍ବରୂପ ବଦଳିବାରେ ଲାଗିଛି । ସକାଳୁ ଉଠି ସୋସିଆଲ ମିଡିଆରେ ଦେବଦେବୀଙ୍କ ଫଟୋ ସହ ‘ଗୁଡ୍‌ ମର୍ନିଂ’ ମେସେଜ୍‌ ପଠାଇବା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri