ଏଇ ଭାରତରେ

ଜଣେ ମହିଳା ଚାଷୀ ବର୍ଷକୁ ୩୦ ଲକ୍ଷରୁ ଅଧିତ୍କ ଟଙ୍କା ରୋଜଗାର କରି ଅନ୍ୟମାନଙ୍କ ପାଇଁ ପ୍ରେରଣା ପାଲଟିଛନ୍ତି। ମହାରାଷ୍ଟ୍ରର ଏହି ଚାଷୀ ହେଉଛନ୍ତି ସଙ୍ଗୀତା ପିଙ୍ଗେଲ ଓ ରହୁଛନ୍ତି ନାସିକର ମାଟୋରି ଗାଁରେ। ୩୯ ବର୍ଷୀୟା ସଙ୍ଗୀତା ବିଜ୍ଞାନରେ ଡିଗ୍ରୀ ହାସଲ କରିଛନ୍ତି। ଏକ ରାସ୍ତା ଦୁର୍ଘଟଣାରେ ସ୍ବାମୀଙ୍କୁ ହରାଇବା ପରେ ଯୌଥ ପରିବାରରେ ରହି ବାଧାବିଘ୍ନ ଅତିକ୍ରମ କରି ୨୦୧୭ରେ ଅଙ୍ଗୁର ଚାଷ ଆରମ୍ଭ କରିଥିତ୍ଲେ। ପ୍ରଥମେ ଲୋକମାନେ ତାଙ୍କୁ କହିଥିଲେ,ସେ ଚାଷରେ ସଫଳ ହୋଇପାରିବେ ନାହିଁ; ହେଲେ ସେ ସଭିଙ୍କ ଆକଳନ ଭୁଲ୍‌ କରିଦେଇଛନ୍ତି। ଏବେ ୧୩ ଏକର ଜମିରେ ଅଙ୍ଗୁର ଚାଷ କରୁଛନ୍ତି। ବର୍ଷକୁ ୮୦୦ରୁ ୧,୦୦୦ ଟନ୍‌ ଅଙ୍ଗୁର ଉପତ୍ାଦନ ହେଉଛି ଓ ସେ ପାଉଛନ୍ତି ୨୫ରୁ ୩୦ ଲକ୍ଷ ଟଙ୍କା। ନିଜେ ଟ୍ରାକ୍ଟରରେ ହଳ କରିବା ସହ ଜୈବିକ ଖତ ପ୍ରସ୍ତୁତ କରି ବ୍ୟବହାର କରୁଛନ୍ତି। ଅଙ୍ଗୁର ବ୍ୟତୀତ ସେ ଟମାଟୋ ଚାଷ ମଧ୍ୟ କରୁଛନ୍ତି। ବହୁ ସମୟରେ ପ୍ରତିକୂଳ ପରିବେଶ ଏଥିରେ ବାଧା ଦେଉଛି, ହେଲେ ଏହାକୁ ଅତିକ୍ରମ କରି ଆହୁରି ଅଧିକ ଉପତ୍ାଦନ କରିବାର ଲକ୍ଷ୍ୟ ରଖିଛନ୍ତି ବୋଲି କହନ୍ତି ସଙ୍ଗୀତା। ଏବେ ସେ ତାଙ୍କ ଉପତ୍ାଦିତ ଅଙ୍ଗୁରକୁ ରପ୍ତାନି କରିବାକୁ ଯୋଜନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୯/୧୧ ପରବର୍ତ୍ତୀ ଯୁଦ୍ଧ

ଆଉ ଦିନ କେଇଟା ପରେ ସେପ୍ଟେମ୍ୱର ୧୧ ଆକ୍ରମଣକୁ ୨୫ ବର୍ଷ ହୋଇଯିବ। ଆମେରିକୀୟମାନେ ଶୋକ ପ୍ରକାଶ କରିବେ ଏବଂ ଅନ୍ୟ ଏକ ଯୁଦ୍ଧ ଯୋଗୁ ସେମାନଙ୍କ…

କୁଆଡ଼େ ଗଲା ପ୍ରତିଯୋଗିତା

ରତ ଏକ ଉଦାରୀକୃତ ଓ ପ୍ରତିଯୋଗିତାମୂଳକ ଅର୍ଥନୀତି ଦିଗରେ ଆଗକୁ ବଢୁଛି ବୋଲି ଦୀର୍ଘଦିନ ଧରି କୁହାଯାଉଛି। କିନ୍ତୁ ସାମ୍ପ୍ରତିକ ତଥ୍ୟ ଓ ଅଧ୍ୟୟନ ଏହି ଧାରଣା…

ବିକାଶୋନ୍ମୁଖୀ ଭାରତର ଦୁଃଖ

ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ ଅରୁଣାଚଳ ପ୍ରଦେଶର ପ୍ରାୟ ୫୦ କିଲୋମିଟର ଅଞ୍ଚଳ ମଧ୍ୟକୁ ଚାଇନା ଅନୁପ୍ରବେଶ କରିସାରିଲାଣି। ଏକଥା କହିଛନ୍ତିି ରାଜ୍ୟର ଭାଜପା ସାଂସଦ ତାପିର ଗାଓ ା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ଏଇ ଭାରତରେ

ଘରୁ ବାଇକରେ ବାହାରକୁ ଯାଇଥିବା ଦୁଇ ପୁଅ ରାସ୍ତାରେ ଦୁର୍ଘଟଣାର ସମ୍ମୁଖୀନ ହୋଇ ବଡ଼ପୁଅର ମୃତ୍ୟୁ ହେଲା ଏବଂ ସାନ ବଞ୍ଚିଗଲେ। ଏହା ହେଉଛି ୨୦୧୫ର ଘଟଣା।…

ଋଣ ଅଧିକାର ନୁହେଁ

ନିକଟରେ ବାଇଶ ହଜାର କୋଟି ଋଣ ପରିଶୋଧ ପାଇଁ ସାଢ଼େ ଛଅ କୋଟି ଅସୁଲି, ତାହା ସାରା ଭାରତରେ ସର୍ବସାଧାରଣରେ ଏକ ଆଲୋଚ୍ୟର ବିଷୟ ହୋଇଛି। ଅନେକେ…

ସମ୍ଭବାମି ଯୁଗେ ଯୁଗେ

ଅବତାର ମନୁଷ୍ୟକୁ ତା’ର ନିଜତ୍ୱ ଦେଖାଇବାକୁ ଓ ତା’ର ଜନ୍ମଗତ ଅଧିକାର ଆତ୍ମାନନ୍ଦକୁ ଫେରାଇ ଆଣିବାକୁ ଧରାପୃଷ୍ଠରେ ବାରମ୍ବାର ଜନ୍ମଗ୍ରହଣ କରନ୍ତି। ତାଙ୍କୁ ବାରମ୍ବାର ଏ ପୃଥିବୀରେ…

ସହଯୋଗ ଅଭାବ

ବିଶ୍ୱ ବ୍ୟବସ୍ଥାରେ ୧୯୪୫ ପରେ ପରିବର୍ତ୍ତନ ଘଟିଚାଲିଛି । ବ୍ୟବସ୍ଥାର ମୁଖ୍ୟ ସ୍ତମ୍ଭ କୁହାଯାଉଥିବା ମାନବାଧିକାର ପ୍ରତି ସମର୍ଥନ, ଏକାଧିକ ଦେଶର ସହଯୋଗ, ଆଇନର ଶାସନ, ମାନବୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri